ମେଟ୍ରୋ

ରାଜ୍ୟରୁ ୧୨୨ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୨୦।୬ (ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ମାଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ...

ପାଳିତ ମା’ଙ୍କ ପାଖରୁ ଉଦ୍ଧାର ହେଲେ ନାବାଳିକା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ୯ ବର୍ଷୀୟା ନାବାଳିକାକୁ ନେଇ ପାଳିତ ଦମ୍ପତି ଓ ଜନ୍ମିତ ମା’ବାପାଙ୍କ ମଧ୍ୟରେ ଲାଗିଥିବା ବିବାଦର ଅନ୍ତ ଘଟିବାକୁ ଯାଇଛି। ୪ ଦିନର କସରତ ପରେ ଶେଷରେ ଚାଇଲ୍ଡ ଲାଇନ୍‌ ଓ ପୋଲିସର ମିଳିତ ଉଦ୍ୟମରେ ଉକ୍ତ ନାବାଳିକାଙ୍କୁ...

ରାଜ୍ୟରେ ବଢୁଛି କରୋନା: ଆଜି ୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୪୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୮୯୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭ ଜଣ ଚିହ୍ନଟ...

ଜୀବନ ହାରିଲେ ଆଉ ଜଣେ ଅଭିନେତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ…

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜୀବନ ହାରିଛନ୍ତି ଆଉ ଜଣେ ଓଡ଼ିଆ ଅଭିନେତ୍ରୀ। ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି । ଧାରାବାହିକ ‘କେମିତି କହିବି କହ’ରେ ସେ ଅଭିନୟ କରିଥିଲେ। ରଶ୍ମିରେଖା ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଭଡ଼ାରେ ରହୁଥିବା...

ଜଗାର ପରବର୍ତ୍ତୀ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ପରବର୍ତ୍ତୀ ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଇତିମଧ୍ୟରେ କନ୍ଧମାଳ ଜିଲାପାଳଙ୍କ ସହାୟତାରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜଗାକୁ ଧରି ତାଙ୍କ ମା’ଓ ବାପା...

ଇଟାଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସୋମବାରଠାରୁ ଇଟାଲି ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ...

୫ଦିନ ପ୍ରବଳ ବର୍ଷା: ୩ ଦିନରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପ୍ରାକ୍‌-ମୌସୁମୀ ବର୍ଷା ଲାଗି ରହିଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳକୁ ମୌସୁମୀ...

‘ଆର୍ସି’: କେଜିରୁ ପିଜି ପିଲା ପାଇବେ ସୁବିଧା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଶିକ୍ଷା କ୍ଷେତ୍ର ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଥିଲା। ଅନ୍‌ଲାଇନ୍‌ ପାଠପଢ଼ା ହେଉଥିଲେ ମଧ୍ୟ ସମସ୍ତେ ଏହାର ସୁଯୋଗ ପାଉ ନ ଥିଲେ କିମ୍ବା ଅନେକେ ଏହାର ସଦୁପଯୋଗ କରିପାରୁ ନ ଥିଲେ। ସେହିପରି ଉଚ୍ଚଶିକ୍ଷା...

ଆଜିଠୁ ବ୍ଲକ, ନଗର କଂଗ୍ରେସ ପକ୍ଷରୁ ୨ ଦିନିଆ ବିକ୍ଷୋଭ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସୋମବାର ରାହୁଲ ପୁଣି ଇଡିରେ ଜେରାର ସମ୍ମୁଖୀନ ହେବେ। ରାହୁଲଙ୍କୁ ବାରମ୍ବାର ଇଡି ପକ୍ଷରୁ ଜେରା କରାଯିବା...

ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି...

ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍‌ ସିଟିରେ କ୍ୟାଥଲିକ୍‌ଙ୍କ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ...

ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାହଣି

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବସଷ୍ଟାଣ୍ଡରେ ଦୁଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ସାଧାରଣ ବଚସାରୁ ଗଣ୍ଡଗୋଳ ହୋଇ ଉଗ୍ରରୂପ ଧାରଣ କରିଥିଲା। ଉଭୟଙ୍କ ମଧ୍ୟରେ ଧାରୁଆ ଅସ୍ତ୍ରରେ ଆକ୍ରମଣ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri