ମେଟ୍ରୋ

ଡିସେମ୍ବର ୧୦ରୁ ଭୁବନେଶ୍ୱରରେ ଡଗ୍‌ ଶୋ’

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ) – ଦୁଇବର୍ଷ ଧରି ବନ୍ଦ ରହିବା ପରେ ଭୁବନେଶ୍ୱରରେ ପୁଣି ହେବ ଡଗ୍‌ ଶୋ’। ଓଡ଼ିଶା କେନେଲ୍‌ କ୍ଲବ ପକ୍ଷରୁ ଡିସେମ୍ବର ୧୦ ଓ ୧୧ରେ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ଅନୁଷ୍ଠିତ ହେବ ଅଲ୍‌ ବ୍ରିଡ୍‌…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଶୁକ୍ରବାର ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ତାଙ୍କ ବାସଭବନ,…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ପୁଣି ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି। ଆଉ ମାସେ ଅର୍ଥାତ ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଇବାକୁ ରାଜ୍ୟ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଗାଡ଼ି ନମ୍ବର ପ୍ଲେଟର ଶେଷ ଅଙ୍କ ୧,୨,୩,୪ ଥିଲେ ଶେଷ…

କ୍ରିପ୍ଟୋ ଏଜେନ୍ସିକୁ ଚିଠି ଲେଖିଲା ଭିଜିଲାନ୍ସ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆରଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନିହାର ରଞ୍ଜନ ଦାଶ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣାରେ କ୍ରିପ୍ଟୋ ଏଜେନ୍ସିକୁ ଭିଜିଲାନ୍ସ ବିଭାଗ ଚିଠି ଲେଖିଛି । କ୍ରିପ୍ଟୋରେ ପୁଞ୍ଜି ନିବେଶ ହୋଇଥିବା ୧ କୋଟି ୭୫ ଲକ୍ଷ ଟଙ୍କାକୁ ଜବତ କରିବାକୁ…

ଓଡ଼ିଶାରେ ମାଓବାଦୀ ହିଂସା କମିଛି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ହରିୟାଣାର ସୂରଯକୁଣ୍ଡଠାରେ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆନୁକୂଲ୍ୟରେ ସମସ୍ତ ରାଜ୍ୟ ଗୃହମନ୍ତ୍ରୀଙ୍କୁ ନେଇ ଚିନ୍ତନ ଶିବିର ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ସଂହତି ଦୃଢ଼ୀଭୂତ କରିବାରେ ଓଡ଼ିଶାର ଅବଦାନ…

ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରାଣ୍ଟାଇନ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକାଲ କେସ୍‌ ରହିଛନ୍ତି । ସେହିପରି…

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ମିଥ୍ୟା ଅଡିଓ ଭାଇରାଲ କରୁଛି ବିଜେଡି: ଭାଜପା

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ଲାଗି ବିଜେଡି ସରକାରୀ କଳ ଓ ପ୍ରଶାସନକୁ ପ୍ରଚାର କାର୍ଯ୍ୟରେ ଲଗାଇଛି। ଶେଷରେ ବିଜେଡି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏହି ଉପନିର୍ବାଚନକୁ ଟାଣିବା ସହ ମିଥ୍ୟା ଅଡିଓ, ଭିଡିଓର ଷଡ଼ଯନ୍ତ୍ର ରଚନାକରି ସବୁ ଅପରାଧର ସୀମା…

ହାରିବା ଭୟ ଘାରିଲାଣି: ବିଜେଡି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ରାଜ୍ୟ ଭାଜପା ନେତାଙ୍କ ମୁଣ୍ଡ ଆଉ କାମ କରୁନାହିଁ। ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ହେଉଛନ୍ତି। ଜଣେ ମହିଳାଙ୍କ ମୁହଁ ଢାଙ୍କି ଟଙ୍କା ବଣ୍ଟା…

ଜାନୁୟାରୀ ୮ରେ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍‌ସାଇଟରେ…

ସମୁଦ୍ର ମଝିରୁ ୩ ବାଂଲାଦେଶୀ ଧୀବର ଉଦ୍ଧାର

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍‌ସାଇଟରେ…

ସ୍କୁଲର ଉନ୍ନତି ପାଇଁ ମିଳିବ ସ୍ବତନ୍ତ୍ର ଅନୁଦାନ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ନାନା ସମସ୍ୟା ଓ ଅଭାବ ଅସୁବିଧା ଲାଗି ରହିଛି। ଏଥିରେ ସୁଧାର ଆଣିବା ଲାଗି ଗଣଶିକ୍ଷା ବିଭାଗ ଯୋଜନା କରିବା ସହ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ରାଜ୍ୟର ସମସ୍ତ ୫୮ହଜାର ୮୯ଟି ସରକାରୀ…

କ୍ରିପ୍ଟୋ କାରବାରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ କଳାଧନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଜନତାଙ୍କ ଟଙ୍କାରେ ବିଳାସମୟ ଜୀବନ ବିତାଉଛନ୍ତି। ଇତିମଧ୍ୟରେ ଅନେକ ଦୁର୍ନୀତିଗ୍ରସ୍ତ ବାବୁ ଭିଜିଲାନ୍ସ ଜାଲରେ ପଡିବା ପରେ ସେମାନଙ୍କ କଳାଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?