ମେଟ୍ରୋ

ବାତ୍ୟା ଦୋହଲାଉଛି ଆର୍ଥିକ ମେରୁଦଣ୍ଡ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟକୁ ବାତ୍ୟା ଭୟ ଘେରି ରହିଛି। ଏଥିଯୋଗୁ ଦୋହଲିଯାଉଛି ଲୋଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ମାଡ଼ରୁ ଅଣ୍ଟା ସଳଖିବାକୁ ଅନେକବର୍ଷ ଲାଗିଯାଉଛି। ଗୋଟିଏ ବାତ୍ୟାଜନିତ କ୍ଷତ ଭରି ନ ଥିବା ବେଳେ ପୁଣି ଆଉ ଏକ ସାମୁଦ୍ରିକ ଝଡ଼ ଅଧାଗଢ଼ା…

ସୈନିକ ସ୍କୁଲରେ ନାମଲେଖା: ଜାନୁୟାରୀ ୮ରେ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା,ନଭେମ୍ବର ୩୦ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ) – ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍‌ଏସ୍‌ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in…

ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୮।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ ହୋଇପାରି ନାହାନ୍ତି।…

ନନ୍ଦନକାନନରେ ଆଖି ବୁଜିଲା ପ୍ରେମା

ବାରଙ୍ଗ,୨୮।୧୦(ଡି.ଏନ୍‌.ଏ.): ବଞ୍ଚାଇପାରିଲେନି ପ୍ରେମା ହାତୀର ଜୀବନ। ଗୁରୁବାରଠାରୁ ସମ୍ପୂର୍ଣ୍ଣ ରୂପରେ ଅସୁସ୍ତ ହୋଇ ହାତୀ ସଫାରୀର ହାତୀ ଶାଳରେ ତଳେ ପଡ଼ିଯାଇଥିଲା। ତେବେ ବହୁ ଚେଷ୍ଟା ସତ୍ତ୍ୱେ ସେ ଉଠି ନ ଥିଲା। ସେଠାରେ ନନ୍ଦନକାନନ ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଥିଲେ।…

ଆସନ୍ତା ୩୧ରୁ ଓଡ଼ିଶାରେ ଭାରତ ଯୋଡୋ ଯାତ୍ରା ଆରମ୍ଭ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୩୧ରୁ କଂଗେସ ଓଡ଼ିଶାରେ ଭାରତ ଯୋଡୋ ଯାତ୍ରା ଆରମ୍ଭ କରିବ। ଏନେଇ ଖବରଦାତା ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଯାତ୍ରା ଆଇଜି ପାର୍କରୁ ନଖରାର ଲୋକେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଚାଲିବ। ଧାମନଗର ଉପନିର୍ବାଚନ ପାଇଁ ୨…

ନଭେମ୍ବର ୪ରେ କୋଲକାତା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ କୋଲକାତା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ନବୀନ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ୫ରେ କୋଲକାତା ରାଜ୍ୟ ସଚିବାଳୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ…

ଆଜି ରାଜ୍ୟରୁ ୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭ ଜଣ ଚିହ୍ନଟ ହୋଇଥିବା…

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳେ ତାଙ୍କ ଘର ସମେତ ଏକାକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ, ଅଫିସ, ଖୋର୍ଦ୍ଧା,…

ଭାରତ ଆଜି ନ୍ୟୁଜିଲାଣ୍ଡକୁ ଭେଟିବ

ଭୁବନେଶ୍ୱର, ୨୮ା୧୦: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ରେ ଭାରତୀୟ ପୁରୁଷ ହକି ଦଳ ସେମାନଙ୍କ ଉଦ୍‌ଘାଟନୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବେ। ଏଥି ସହିତ ଦଳ ଏହାର ବିଶ୍ୱକପ୍‌ ପ୍ରସ୍ତୁତି ଆରମ୍ଭ କରିବ। ଭାରତ ରବିବାର ଏହାର ପରବର୍ତ୍ତି ମ୍ୟାଚ…

ପଲିଥିନ ନିଷେଧ ପାଇଁ ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରେ ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ମାତ୍ର ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ପଲିଥିନ କଟକଣାକୁ କଡ଼ାକଡ଼ି କରିବା ପାଇଁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି) ସମ୍ପୂର୍ଣ୍ଣ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଛି। ପ୍ରଦୂଷଣ…

ସ୍ମାର୍ଟ କିଓସ୍କ: ବିଏସ୍‌ସିଏଲ୍‌ର ଯୋଜନା ଫେଲ୍‌

ଭୁବନେଶ୍ୱର,୨୮।୧୦(ବ୍ୟୁରୋ):ରାଜଧାନୀବାସୀଙ୍କ ଜୀବନଶୈଳୀକୁ ସରଳ ଓ ସ୍ମାର୍ଟ କରିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସହରରେ ସ୍ମାର୍ଟ କିଓସ୍କ ସ୍ଥାପନ କରି ସ୍ମାର୍ଟ ଟେକ୍ନୋଲୋଜି ମାଧ୍ୟମରେ ସହରବାସୀଙ୍କୁ ହାତ ପାଆନ୍ତାରେ ସେବା ଯୋଗାଇଦେବାକୁ ଲକ୍ଷ୍ୟ…

ସିଇସିଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ବର,୨୮ା୧୦(ବ୍ୟୁରୋ):ଧାମନଗର ଉପନିର୍ବାଚନ ନେଇ ବିଜେଡି ଏବଂ ଭାଜପା ପରସ୍ପର ମଧ୍ୟରେ ଦୋଷ ଲଦାଲଦି ପର୍ବ ଜାରି ରଖିଛନ୍ତି। ବୁଧବାର ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ଭାରତୀୟ ନିର୍ବାଚନ ଆୟୋଗ(ସିଇସି)ଙ୍କ ନିକଟରେ ଫେରାଦ ହୋଇ ଶାସକ ଦଳ ଧାମନଗରରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?