ମେଟ୍ରୋ

ଶାନ୍ତି ପଦଯାତ୍ରାରେ ବିଶ୍ୱଶାନ୍ତିର ବାର୍ତ୍ତା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ):ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ବିଶ୍ୱର ବିଭିନ୍ନ ଦେଶରୁ ବୌଦ୍ଧ ସନ୍ନ୍ୟାସୀଙ୍କ ସମାଗମ ହୋଇଛି। ଗୁରୁବାର ଏହି ବୌଦ୍ଧ ସନ୍ନ୍ୟାସୀମାନେ ଶାନ୍ତି ପଦଯାତ୍ରା ମାଧ୍ୟମରେ ଭୁବନେଶ୍ୱରରୁ ବିଶ୍ୱଶାନ୍ତିର ବାର୍ତ୍ତା ଦେଇଛନ୍ତି। ସକାଳ ପ୍ରାୟ ୯ଟାରେ…

ଦୋଷୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ: ଭାଜପା

ଭୁବନେଶ୍ବର,୨୮ା୧୦(ବ୍ୟୁରୋ): ମହିଳାଙ୍କୁ ନିର୍ଯାତନା, ଯୁବକଙ୍କୁ ବେକାର, ଭ୍ରଷ୍ଟାଚାର, ଦୁର୍ନୀତି, ଯୌନ କେଳେଙ୍କାରୀ, ଅପରାଧ ଓ ସମାଜକୁ ନଷ୍ଟ କରିବା ଭଳି ବିଭିନ୍ନ କାର୍ଯ୍ୟ ବିଜେଡି ଦୀର୍ଘ ୨୨ ବର୍ଷ ଶାସନରେ କରିଛି। ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା…

ଘରୋଇ ଡାକ୍ତରଖାନାକୁ ରୋଗୀଙ୍କୁ ପଠାଉଛନ୍ତି ଦଲାଲ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ବହୁ ଦୂରଦୂରାନ୍ତରୁ ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ପ୍ରଲୋଭିତ କରି ଦଲାଲମାନେ ଘରୋଇ ହସ୍ପିଟାଲକୁ ପଠାଉଛନ୍ତି। ଫଳରେ ରୋଗୀମାନେ ଖର୍ଚ୍ଚାନ୍ତ ହେବା ସହ ସରକାରୀ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ସାହାଯ୍ୟ କରିବା ବାହାନରେ ଦଲାଲମାନେ ରୋଗୀଙ୍କୁ ସରକାରୀ…

୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଉ ୩ ଦିନ ପାରଦ ଆହୁରି…

ଶୁକ୍ରବାର ପ୍ରଚାର ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରିବାରେ ଲାଗିପଡିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ। ଅନ୍ୟପଟେ, ଆସନ୍ତା…

୩୦ ଯାଏ ପାଗ ଶୁଖିଲା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ତେବେ ୩୧ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା…

ଧାମନଗର ଉପନିର୍ବାଚନ: ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ଭୋଟରକୁ ଲାଞ୍ଚ ଦେବା, ଭୋଟ ପାଇଁ ଧମକାଇବା ଭଳି ଅଭିଯୋଗ ଆସିବା…

ଇଡିକୁ ଏଫ୍‌ଆଇଆର୍‌ କପି ହସ୍ତାନ୍ତର କଲା ପୋଲିସ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପୋଲିସ ଅଧିକାରୀଙ୍କୁ ମାୟାଜାଲରେ ଫସାଇ ଟଙ୍କା ହଡ଼ପ କରିଥିବା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଜେଲ୍‌ରେ ଅଛନ୍ତି। ବର୍ତ୍ତମାନ ଏହି ମାମଲାକୁ ନେଇ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ତେବେ…

ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଯୁକ୍ତ୨ ଉତ୍ତରଖାତା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଏଣିକି ଯୁକ୍ତ୨ ପରୀକ୍ଷାର ଉତ୍ତରଖାତା ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ। କେଉଁ ପ୍ରଶ୍ନର ଉତ୍ତରରେ କେତେ ମାର୍କ ପାଇଛନ୍ତି ତାହା ନିଜେ ଛାତ୍ରୀଛାତ୍ର ଦେଖିପାରିବେ। ଏଥିଲାଗି ପୂର୍ବରୁ ଯୋଜନା ହୋଇଥିଲେ ମଧ୍ୟ କରୋନା ଯୋଗୁ ଗତ ୨ବର୍ଷ ହେବ ପରୀକ୍ଷାରେ ସମସ୍ୟା…

୨୮ରେ ସକାଳ ୮ରୁ ଦିନ ୧ଟା ପର୍ଯ୍ୟଟକଙ୍କୁ ଧଉଳି ମନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଶାନ୍ତିସ୍ତୂପ ଧଉଳିର ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୮ତାରିଖରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯିବ। ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧ ଭିକ୍ଷୁ, ସାଧୁ ସନ୍ଥ ଏବଂ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଶାନ୍ତିସ୍ତୂପର ମୁଖ୍ୟ ଦର୍ଶନ ପୀଠ…

ଡ.ଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ସମାଜରେ କଳାକାର, ଲେଖକଙ୍କ ପ୍ରତି ପୁରସ୍କାର ହେଉଛି ଏକ କୃତଜ୍ଞତା। ଏହା ସୃଜନଶୀଳତା ପ୍ରତି ବିଶ୍ୱାସ ଆଣିବା ସହ ଉକ୍ତ ବ୍ୟକ୍ତିଙ୍କ ପ୍ରତି ଦାବି ଆଣିଥାଏ ଯେ ସେ ଆମର। ଅଦ୍ୱିତୀୟତା କଳା, ସାହିତ୍ୟର ଉପହାର। ସମସ୍ତେ ନିଜ ନିଜ…

ଖଣ୍ଡଗିରି ପାଦଦେଶରେ ଅଳିଆ ପାହାଡ଼

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳିଗୁଡ଼ିକୁ ଆକର୍ଷଣୀୟ କରାଯାଉଛି। ହେଲେ ଦେଶର ଅନ୍ୟତମ ଐତିହ୍ୟସ୍ଥଳ ଖଣ୍ଡଗିରିରେ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ଏହାର ପାଦଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?