ମେଟ୍ରୋ

ଓଭରବ୍ରିଜ୍‌କୁ ବିପଦ ଗଛ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନର ଉନ୍ନତୀକରଣ ପାଇଁ ବଡ଼ ବଡ଼ ଗଛ କାଟି ପଦା କରିଦିଆଯାଉଛି। ହେଲେ ଯେଉଁ ସ୍ଥାନରେ ଗଛ ନ ଉଠିବା କଥା ସେଠାରେ ଉଠୁଥିଲେ ସୁଦ୍ଧା ଏହା ଉପରେ କାହାର ନଜର ପଡ଼ୁନାହିଁ। ଓଭରବ୍ରିଜ୍‌ର କାନ୍ଥରେ…

୩୦ କୋଟିର ହିସାବ ଦେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ମାୟାଜାଲରେ ଫସାଇ ଟଙ୍କା ହଡ଼ପ କରିଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବେ ଝାରପଡ଼ା ଜେଲରେ ଥିବା ବେଳେ ଏହି…

ବଢ଼ିବ ଥଣ୍ଡା

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ସମ୍ଭାବ୍ୟ ବାତ୍ୟା ବିପଦ ମଧ୍ୟ ଟଳିଯାଇଛି। ବାତ୍ୟାର ବ୍ୟାସାର୍ଦ୍ଧ ୯୦୦ରୁ ୧୧୦୦ କିମି ମଧ୍ୟରେ ରହିଥିଲା। ଏହା ଏକ ବୃହତ୍‌ ଅଞ୍ଚଳରେ ରହିଥିବାରୁ ଜଳୀୟକଣା ଯୋଗାଡ଼ କରିପାରି ନ ଥିଲା।…

୨୦ ମିନିଟ୍‌ ଦୃଶ୍ୟମାନ ହେଲା ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୬ା୧୦(ବ୍ୟୁରୋ): ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ମଙ୍ଗଳବାର ଦୃଶ୍ୟମାନ ହୋଇଛି। ଏହା ଏସିଆ ଓ ୟୁରୋପରେ ଦୃଶ୍ୟମାନ ହୋଇଥିଲା। ୟୁରୋପ ମହାଦେଶରେ ଏହା ଅଧିକ ମାତ୍ରାରେ ଦୃଶ୍ୟମାନ ହୋଇଥିବାବେଳେ ଏସିଆରେ ଆଂଶିକ ଭାବେ ଦେଖାଯାଇଛି। ଓଡ଼ିଶାରେ ମଧ୍ୟ ଆଂଶିକ ସୂର୍ଯ୍ୟୋପରାଗ…

ଏଥର ତାପମାତ୍ରା କମିବ: ଶୀତ ବଢ଼ିବ

ଭୁବନେଶ୍ୱର, ୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର- ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶରେ ସ୍ଥଳଭାଗ ଛୁଇଁ ଅବପାତରେ ପରିଣତ ହୋଇଛି । ଏହା ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ…

ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ। ଏହା ଆଗାମୀ ୩ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସଦୃଶ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଲୋକାଲ କେସ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍‌…

ବ୍ଲାକ୍‌ମେଲର ଦମ୍ପତ୍ତି ଗିରଫ ଘଟଣା: ତଦନ୍ତ କରିବ ଇଡି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପଯୋଜକ, ବ୍ୟବସାୟୀ,ପୋଲିସ ଅଧିକାରୀଙ୍କୁ ନିଜ ଜାଲରେ ଫସାଇ ଅର୍ଥ ହଡପ କରିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତ୍ତି ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ଜେଲରେ ଅଛନ୍ତି। ବେଆଇନ ଅର୍ଥ କାରବାର ନେଇ ଇଡି(ପ୍ରବର୍ତ୍ତନ ନିର୍ଦେଶାଳୟ) ଏହି…

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଆଲୋକର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଲୋକର ପର୍ବ ଦୀପାବଳି ଓ ପବିତ୍ର କାଳୀପୂଜା ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିଜ…

ଆଜି ରାଜ୍ୟରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧ ଚିହ୍ନଟ ହୋଇଥିବାବେଳେ…

ଦୀପାବଳି ପାଇଁ ରାଜଧାନୀରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଆଲୋକର ପର୍ବ ଦୀପାବଳି ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଛି। କରୋନା ପ୍ରକୋପରେ ଦୀପାବଳି ଓ ପୂଜା ଦୀର୍ଘ ୨ ବର୍ଷ ଧରି ବନ୍ଦ ଥିବାରୁ ଚଳିତବର୍ଷ ଧୁମଧାମରେ ଏହାକୁ ପାଳନ କରିବେ ରାଜଧାନୀବାସୀ । ତେବେ ଏହାକୁ ଶାନ୍ତିଶୃଙ୍ଖଳାର ସହ ପାଳନ…

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର, ୨୪।୧୦ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବାକୁ ଉଦ୍ୟମ ଚାଲିଛି। ସ୍ବଚ୍ଛ, ସୁନ୍ଦର କରି ଗଢ଼ିତୋଳିବା ପାଇଁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି। ହେଲେ ଭିକାରି ଓ ଯାଯାବରଙ୍କ ପାଇଁ ସହରର ଛବି ମଳିନ ପଡୁଛି। ସହରରୁ ଭିକ୍ଷୁକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?