ମେଟ୍ରୋ

ବଢୁଛି କର୍କଟ ରୋଗୀ, ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, ୨ା୮(ବ୍ୟୁରୋ): କର୍କଟ ରୋଗ ଏବେ ରାଜ୍ୟରେ ବଢ଼ିଚାଲିଛି। ଗତ ୩ ବର୍ଷର ସରକାରୀ ରିପୋର୍ଟ ଉପରେ ନଜର ପକାଇଲେ ଏକଥା ସ୍ପଷ୍ଟ ହୋଇଛି। ତେବେ କର୍କଟ ଭଳି ରୋଗକୁ ହ୍ରାସ କରିବା ପାଇଁ ସରକାର ରାଜ୍ୟରେ ପଦକ୍ଷେପ ନେବାରେ ବିଫଳ…

ନଦୀ ପାଇଁ ଚିନ୍ତା ନାହିଁ

ଭୁବନେଶ୍ବର, ୨ା୮(ବ୍ୟୁରୋ): ନଦୀଗୁଡ଼ିକ ଉପରେ ମାନବ ସଭ୍ୟତା ସର୍ବଦା ନିର୍ଭରଶୀଳ। ଓଡ଼ିଶାର ପ୍ରାୟ ସାଢ଼େ ୪ କୋଟି ଲୋକ ତାଙ୍କ ଦୈନନ୍ଦିନ ଜୀବନରେ ନଦୀ ଉପରେ ନିର୍ଭର କରିବା ସହ କୃଷି, ପଶୁପାଳନ ପାଇଁ ମଧ୍ୟ ସର୍ବଦା ନିର୍ଭର କରିଥାଆନ୍ତି। ମହାନଦୀ,…

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି

ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ। ସୋମବାର…

‘ଦ୍ୱିତୀୟ ଇନିଂସ୍‌ରେ ଦେଖାହେବ’

ଭୁବନେଶ୍ୱର,୨।୮(ବ୍ୟୁରୋ):ଅଭିନେତା ବାବୁସାନ୍‌ ମହାନ୍ତି, ସ୍ତ୍ରୀ ତୃପ୍ତି ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ଉପୁଜିଥିବା ବିବାଦରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିବ ତାହାକୁ ନେଇ ପ୍ରଶଂସକମାନେ ଚାହିଁ ରହିଛନ୍ତି। ଏପରି ସ୍ଥିତିରେ ବାବୁସାନ୍‌ଙ୍କ ସହ ସମ୍ପର୍କକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତ୍ରୀ…

ଖୋ ଖୋ ଭଳି ସ୍ବଦେଶୀ ଖେଳକୁ ପ୍ରୋତ୍ସାହନ ଉପରେ ଫୋକସ

ଭୁବନେଶ୍ୱର, ୨।୮ (କ୍ରୀଡ଼ା ପ୍ରତିନିଧି):ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଭାଗନେବାକୁ ଯାଉଥିବା ଓଡ଼ିଶା ଜଗରନଟ୍ସର ଜର୍ସି ଉନ୍ମୋଚନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌ର ଜର୍ସି ଉନ୍ମୋଚନ କରିଛନ୍ତି।…

‘ବାୟୁସେନାରେ ସଶକ୍ତ ଯୁବଗୋଷ୍ଠୀଙ୍କ ଆବଶ୍ୟକତା ରହିଛି’

ଭୁବନେଶ୍ୱର, ୨।୮(ବ୍ୟୁରୋ):ବାୟୁସେନା ମୁଖ୍ୟାଳୟ ନୂଆଦିଲ୍ଲୀସ୍ଥିତ ବାୟୁଭବନରୁ ଏୟାର ମାର୍ଶଲ ଏସ୍‌.କେ. ଝା, ଏଭିଏସ୍‌ଏମ୍‌, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରସ୍ଥିତ ୱାଲର୍‌ଡ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରିଥିଲେ। ଭାରତୀୟ ବାୟୁସେନାର ଅଗ୍ନିପଥ ଯୋଜନାରେ କିଭଳି…

ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର କଳିଙ୍ଗ ହକି ଷ୍ଟାଡିୟମ୍‌ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବିଜୟ ନାୟକଙ୍କୁ ରାଷ୍ଟ୍ରପତିଙ୍କ ଅତିରିକ୍ତ ସଚିବ ଦାୟିତ୍ୱ

ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ସଚିବ(ପ୍ରେସ୍‌) ଭାବେ ପୂର୍ବତନ ପ୍ରଶାସନିକ ଅଧିକାରୀ ବିଜୟ ନାୟକଙ୍କୁ ନିଯୁକ୍ତି ଦିଆଯାଇଛି। ବିଜୟ ନାୟକ ବର୍ତ୍ତମାନ ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସ୍‌ଡି ଭାବେ କାର୍ଯ୍ୟରତ ଅଛନ୍ତି। ସେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିଲେ।…

କମର୍ସିଆଲ ଗ୍ୟାସ୍‌ ମୂଲ୍ୟ ୩୬ ଟଙ୍କା ହ୍ରାସ

ଭୁବନେଶ୍ୱର,୨/୮: କ୍ରମାଗତ ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ପାଉଛି। ତା’ର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି। ବିଶେଷକରି ଗତ କିଛି ମାସ ହେବ ଦେଶରେ ତୈଳ ଉତ୍ପାଦଗୁଡ଼ିକର ମୂଲ୍ୟ ପରିବର୍ତ୍ତନ ହେଉଛି। ଏପରିକି କମର୍ସିଆଲ ଗ୍ୟାସ୍‌ ଏବଂ…

ଚାରା ରୋପଣରେ ଦୁର୍ନୀତି

ଭୁବନେଶ୍ୱର,୨ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ହୋଇଛି। ଜଙ୍ଗଲ ଧ୍ୱଂସ ଏହାର ଏକ ପ୍ରମୁଖ କାରଣ। ବନୀକରଣ ଉପରେ ସବୁସ୍ତରରେ ଜୋର ଦିଆଯାଉଛି। କିନ୍ତୁ ଓଡ଼ିଶା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରେ ହେଉଥିବା ଅନିୟମିତତା ରାଜ୍ୟର…

ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ଗ୍ରହଣ କଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ବର,୧।୮(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ନେଲେ ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର। ଗୃହରେ ବାଚସ୍ପତିଙ୍କ ଘୋଷଣା ପରେ ସୋମବାର ଆନୁଷ୍ଠାନିକ ଭାବେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନିକଟରେ ବିଧାୟକ ପ୍ରଦୀପ୍ତ ନାଏକ ଅସୁସ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri