ମେଟ୍ରୋ

୫୦ବର୍ଷରେ ଶାନ୍ତିସ୍ତୂପ ଧଉଳି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଦେଶର ଅନ୍ୟତମ ବୌଦ୍ଧ ଐତିହ୍ୟ ଶାନ୍ତିସ୍ତୂପ ଧଉଳିକୁ ଆସନ୍ତା ୨୮ ତାରିଖରେ ୫୦ବର୍ଷ ପୂରୁଛି। ତେଣୁ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଜେଲରେ ଜଗବନ୍ଧୁଙ୍କୁ ଦେଖି କାନ୍ଦିଲେ ଅର୍ଚ୍ଚନା

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ):ବଡ଼ବଡ଼ିଆ, ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଦିନ କାଟୁଛନ୍ତି ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ…

କିଶୋରଙ୍କୁ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର

ଭୁବନେଶ୍ୱର, ୨୪।୧୦ (ବ୍ୟୁରୋ):ଅର୍ଥ ଅଭାବରୁ ନିଜର ଚିକିତ୍ସା କରାଇ ପାରୁ ନ ଥିଲେ କିଶୋର। ମନୋବଳ ହରାଇ ଦେଇଥିଲେ। ଏହି ସମୟରେ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର ଏବଂ କିଶୋରଙ୍କୁ ମିଳିଲା ବଞ୍ଚିବାର ରାହା। ଭୁବନେଶରସ୍ଥିତ ମଞ୍ଚେଶ୍ୱର ନିକଟବର୍ତ୍ତୀ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲରେ ସିଦ୍ଧିକ୍ଷା ଦ୍ୱିତୀୟ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ):ଦୁବାଇଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ୍‌ କଣ୍ଟେଷ୍ଟରେ ୨ୟ ରନର୍ସ ଅପ୍‌ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଯୁବତୀ ସିଧିକ୍ଷା ପ୍ରିୟଦର୍ଶିନୀ। ଏଥିସହ ଅନ୍ତର୍ଜାତୀୟ ମଡେଲ ଦୁନିଆରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ଧନତେରସ୍‌ ପାଇଁ ଝାଡୁ ଅଭାବ

ବାଲିଅନ୍ତା,୨୪।୧୦(ଡି.ଏନ୍‌.ଏ.): ଧନତେରସରେ ଝାଡୁ ଏବଂ ସୁନା କିଣିଲେ ଶୁଭ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ରବିବାର ଧନତେରସ ପାଇଁ ଝାଡୁର ଅଭାବ ଦେଖିବାକୁ ମିଳିଥିଲା। ବାଲିଅନ୍ତା ହାଟ ବଜାରରେ ଲୋକେ ଝାଡୁ କିଣିବା ପାଇଁ ଲାଇନ ଲଗାଇଥିଲେ। ବଜାରକୁ ଆସିଥିବା ମହିଳାମାନେ…

ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍‌ ତଥା ବାଇକର୍‌ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ ତାଙ୍କ ଆକର୍ଷଣୀୟ ବାଇକ୍‌ ନେଇ ଏଠାରେ ପହଞ୍ଚିବା ପରେ ପ୍ରଶଂସକମାନେ ଭିଡ଼ ଜମାଇଥିଲେ। ଏପରିକି…

ଦୀପାବଳିରେ ଭିଜିବ ଉପକୂଳ

ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ସୁରକ୍ଷା ଖୋଜୁଛି ସୁରକ୍ଷାକବଚ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର, ୨୪।୧୦(ଡି.ଏନ୍‌.ଏ):ହେନ୍ତାଳ ହେଉଛି ଲବଣ ପ୍ରତିରୋଧୀ ପ୍ରଜାତିର ବୃକ୍ଷ, ଯାହାକି ସମୁଦ୍ର ଉପକୂଳ ଏବଂ ନଦୀ ମୁହାଣରେ ଥିବା ଆର୍ଦ୍ର ଅଞ୍ଚଳରେ ଦେଖିବାକୁ ମିଳିଥାଏ। ଏହା ବାତ୍ୟା, ଜୁଆର ସମୟରେ ମାଡ଼ି ଆସୁଥିବା ସମୁଦ୍ର ପାଣିରୁ ଉପକୂଳକୁ ସୁରକ୍ଷା ଦେଇଥାଏ। ସମୁଦ୍ର…

ଜିମ୍‌ ସେଣ୍ଟରରେ ନିଆଁ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱର ଜାଗମରାସ୍ଥିତ ଏକ ଫିଟ୍‌ନେସ୍‌ ସେଣ୍ଟର (ଜିମ୍‌)ରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଦୁଇ ମହଲା ବିଶିଷ୍ଟ କୋଠାରେ ଏହି ଜିମ୍‌ ସେଣ୍ଟର ରହିଛି। ଏହାର ପ୍ରବେଶ ପଥରେ ପ୍ରଥମେ ନିଆଁ ଲାଗି ଚାରିଆଡ଼େ ବ୍ୟାପୀ ଯାଇଥିଲା। ଏହି ସମୟରେ…

ଅଳଙ୍କାର କିଣିବାକୁ ଆକର୍ଷଣୀୟ ସୁବିଧା

ଭୁବନେଶ୍ୱର,୨୩।୧୦: ଗତ ୨ ବର୍ଷ ପରେ ଚଳିତ ବର୍ଷ ଏକ ସୁସ୍ଥ ପରିବେଶରେ ଧନ୍‌ତେରସ ପାଳନ ପାଇଁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପରିକି ଗତ ୩ ବର୍ଷ ତୁଳନାରେ ଚଳିତ ବର୍ଷର ସୁନା, ରୁପା…

ବଢ଼ିଲା ସୁନା, ରୁପା ଦର

ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଧନ ତ୍ରୟୋଦଶୀ ବା ଧନ୍‌ ତେରସ୍‌ରେ ସୁନା ଓ ରୂପା କିଣିଲେ ଘରକୁ ଲକ୍ଷ୍ମୀଙ୍କ ବିରାଜମାନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଏହି ଦିନରେ ସୁନାରୂପା ବ୍ୟବସାୟ ଅଧିକମାତ୍ରାରେ ହୋଇଥାଏ। ଚଳିତବର୍ଷ ରବିବାର ଧନ୍‌ତେରସ ପଡ଼ୁଥିବାରୁ ଜୁଏଲେରୀ…

ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ

ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍‌ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌ତେରସରେ ଧନପ୍ରାପ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?