ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ସରିଲା ବଜେଟ ଅଧିବେଶନ
ଭୁବନେଶ୍ବର,୧।୮(ବ୍ୟୁରୋ): ସରିଲା ବିଧାନସଭା ବଜେଟ ଅଧିବେଶନ। ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ବଜେଟ୍ ଅଧିବେଶନ ଶେଷ ହୋଇଛି। ବିରୋଧୀ ଦଳର ହଟ୍ଟଗୋଳ ଯୋଗୁ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରି ନଥିଲା। ଫଳରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ ପାଇଁ ମୁଲତବୀ ଘୋଷଣା…
ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’: ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ବର,୧।୮(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ସେ କହିଛନ୍ତି, ମିଳିମିଳା ଓ ହାଡଫୁଟିଠାରୁ ମଙ୍କିପକ୍ସର…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଦିଲ୍ଲୀ ଯିବେ ୨୬ ବିଧାୟକ
ଭୁବନେଶ୍ୱର,୧।୮(ବ୍ୟୁରୋ): ଓଡ଼ିଶାର ୨୬ ବିଧାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। ସେଥିପାଇଁ ୨୬ ବିଧାୟକ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ମଙ୍ଗଳବାର ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ଭାଜପାର ୬…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ବିଧାନସଭାରେ ଉଠିଲା ଚିଟ୍ଫଣ୍ଡ ପ୍ରସଙ୍ଗ। ଯାହାକୁ ନେଇ ଭାଜପା ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏଥିପାଇଁ ବାଚସ୍ପତି ଅପରାହ୍ନ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଗୃହକୁ ୧୧.୩୦ ଯାଏ ମୁଲତବୀ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩୦ ପୂର୍ବତନ ବିଧାୟକ
ଭୁବନେଶ୍ୱର,୧ା୮(ବ୍ୟୁରୋ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ୩୦ ପୂର୍ବତନ ବିଧାୟକ ଭେଟିଛନ୍ତି। ପେନ୍ସନ୍ ଏବଂ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ସେମାନେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛନ୍ତି। ପୂର୍ବତନ ବିଧାୟକଙ୍କ ସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…
ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୩୯କୁ ବୃଦ୍ଧି
ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୮୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…
ଆଜି ୮୦୦ ତଳେ କରୋନା
ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ସୋମବାର ରାଜ୍ୟରେ ୮୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ତେବେ ଆଜି ରାଜ୍ୟରୁ ୭୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨ରେ ପହଞ୍ଚିଥିବା…
ଆଜିଠୁ ୬,୮୯୧ ନବନିଯୁକ୍ତ ଶିକ୍ଷକଙ୍କୁ ମିଳିବ ପ୍ରଶିକ୍ଷଣ
ଭୁବନେଶ୍ବର,୧ା୮(ବ୍ୟୁରୋ): ରାଜ୍ୟ ସରକାର ୬,୮୯୧ ମାଧ୍ୟମିକ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଉକ୍ତ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବା ଲାଗି ଏକ ୨ ଦିନିଆ ଶିବିର ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ସୋମବାର ଅପରାହ୍ନ ୫ଟା ୧୦ ମିନିଟ୍ରେ କଳିଙ୍ଗ…
୨ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍ର ଜବାବ ଦେବେ ମୋକିମ୍
ଭୁବନେଶ୍ବର,୧ା୮(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ଲାଗି କୌଣସି ହ୍ବିପ୍ ଜାରି କରାଯାଇ ନ ଥିଲା। କଂଗ୍ରେସ ପ୍ରାର୍ଥୀଙ୍କୁ ଯେଉଁମାନେ ଭୋଟ୍ ନ ଦେଇଛନ୍ତି ସେମାନଙ୍କ ବିରୋଧରେ ଦଳର ସାମ୍ବିଧାନିକ ବ୍ୟବସ୍ଥା ଯାହା ରହିଛି ସେହି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଦଳର ସାମ୍ବିଧାନିକ…
ସ୍ମାର୍ଟସିଟିର ବିକଳ ଚିତ୍ର
ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଯୋଜନା ପରେ ଯୋଜନା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ସଫେଇ ବାବଦକୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ ସହରର ବାସ୍ତବ ଚିତ୍ର କିନ୍ତୁ ଭିନ୍ନ।…
ଭିଇଏମ୍ଏସ୍ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ ହୋଇ…
ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ
ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ଲାଗି ରହିଥିଲା।…
Archives


