ମେଟ୍ରୋ

୨୮ ଜିଲାକୁ ପଛରେ ପକାଇଲା ଖୋର୍ଦ୍ଧା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ୨୯ ଜିଲାରୁ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଖୋର୍ଦ୍ଧାର ସର୍ବାଧିକ ୬୮୪ଜଣ ଥିବା ବେଳେ ଅନୁଗୋଳର ୨୫, ବାଲେଶ୍ୱରର ୧୩୮, ବରଗଡ଼ର ୧୨୪, ଭଦ୍ରକର ୪୦, ବଲାଙ୍ଗୀରର ୩୫, କଟକର ୩୩୭, ଦେବଗଡ଼ର...

ବନ୍ଧନ ବ୍ୟାଙ୍କ୍‌ ଅଧିକାରୀଙ୍କଠାରୁ ଟଙ୍କା ଲୁଟ୍‌ ମାମଲା: ଗ୍ୟାଙ୍ଗ୍‌ ଲିଡର ପାଟୁ ସମେତ ୪ ଗିରଫ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ବନ୍ଧନ ବ୍ୟାଙ୍କ୍‌ର ଯୋଗାଯୋଗ ଅଧିକାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ସ୍ପେଶାଲ ସ୍କ୍ବାଡ୍‌। ଏଥିରେ ପାଟୁ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ଥିବା ଜଣାପଡିବା ପରେ ଖଣ୍ଡଗିରି ପୋଲିସ ସହ...

ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ଥିଲେ ବିଧାୟକଙ୍କ ପିଏସ୍‌ଓ

ଭୁବନେଶ୍ୱର, ୩୦। ୮ (ବ୍ୟୁରୋ): କରୋନା ମହାମାରୀରେ ୨୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉଜଣେ କରୋନା ଯୋଦ୍ଧା ଆଖି ବୁଜିଛନ୍ତି। ସେ ହେଲେ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବ୍ୟକ୍ତିଗତ ସୁରକ୍ଷା...

ଏନ୍‌ସିଆର୍‌ବି ରିପୋର୍ଟ ପ୍ରକାଶ: ଜେଲ ବିଭାଗରେ ୬୦୮ ପଦବୀ ଖାଲି

ଭୁବନେଶ୍ୱର,୩୦। ୮(ବ୍ୟୁରୋ): ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ କାରାଗାର ପରିସଂଖ୍ୟାନ ରିପୋର୍ଟ-୨୦୧୯ ଶନିବାର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ରାଜ୍ୟ ଜେଲ ବିଭାଗର ଖାଲି ପଡିଥିବା ପଦବୀ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ବଜେଟ୍‌ ଅନୁଦାନ ମଧ୍ୟ...

ଜେଇଇ ପାଇଁ ହେବନି ଲକ୍‌ଡାଉନ, ଶଟ୍‌ଡାଉନ୍‌

ଭୁବନେଶ୍ୱର,୩୦। ୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍‌) ଏବଂ ୧୩ ତାରିଖରେ  ଏନ୍‌ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ...

ମହାନଦୀ ବିପଦ: ଆଜି ମୁଣ୍ଡଳୀରେ ପ୍ରବାହିତ ହେବ ୧୦.୫୦ ଲକ୍ଷ କ୍ୟୁସେକ ଜଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ପଡ଼ୋଶୀ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ଓଡ଼ିଶା ପାଇଁ ବିପଦ ହୋଇ ମାଡ଼ିଆସୁଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍‌ ଖୋଲାଯାଇଥିବାରୁ ମହାନଦୀ ଭୟଙ୍କର ରୂପଧାରଣ କରିଛି। ଫଳରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଜିଲା...

ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ...

ବନ୍ୟା ମୁକାବିଲା ପାଇଁ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ. ସିଂହଙ୍କୁ...

CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍‌ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍‌ ସେବାର ସଦସ୍ୟ...

୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା...

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା...

୫ କୋଟିର ବ୍ୟାଙ୍କ ଠକେଇ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍‌ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍‌ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ...

ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର ୧୨ ଦିନ ପରେ ଘଟଣାର ପର୍ଦ୍ଦାଫାଶ କରିଛି ସିସିଟିଭି। ଦୁଇ କୁକୁର ସାପ...

ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧...

ପେଟ୍ରୋଲ ୧୧ ପଇସା ବଢ଼ିଲା

ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧...

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି।...