ମେଟ୍ରୋ

୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ ଜିଲାରେ କାଳବୈଶାଖୀ ଆଶଙ୍କା କରାଯାଉଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି ଜିଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।...

ଜବତ ବ୍ରାଉନସୁଗାର ନଷ୍ଟ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଏକ କେଜି ବ୍ରାଉନସୁଗାରକୁ ଏସ୍‌ଟିଏଫ୍‌ ଟିମ୍‌ ନଷ୍ଟ କରିଛି। ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁସାରେ ବ୍ରାଉନସୁଗାର ଜବତ କରାଯାଇଛି। ସେକ୍ସନ ୫୨ ଓ କେମିକାଲ ରିପୋର୍ଟ ମିଳିବା ପରେ ଏହାକୁ ନଷ୍ଟ କରାଯାଇଛି । ଏ ନେଇ ଏସ୍‌ଟିଏଫ ଡିଆଇଜି...

ଖରା ଛୁଟି ପରେ ନୂଆ ଶିକ୍ଷା ନିୟମାବଳୀ, ଜାଣନ୍ତୁ…

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକ ଭାବେ ଶିକ୍ଷାଦାନ...

ବାରବାଟୀ ମ୍ୟାଚ୍‌: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କଟକ ବାରବାଟୀରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ଘଣ୍ଟି ବଜାଇ ମ୍ୟାଚ ଆରମ୍ଭ ହେବାର ସଙ୍କେତ ଦେବା ନେଇ ଯୋଜନା ହୋଇଛି। ତେବେ ସେ ମୁଖ୍ୟ ଅତିଥି ଭାବେ ଯୋଗ...

ଓଏଲ୍‌ଏକ୍ସରେ ମିଳୁଛି ବାରବାଟୀ ଟିକେଟ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରବିବାର ବାଟବାଟୀରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ପାଇଁ କ୍ରିକେଟ ପ୍ରେମୀଙ୍କ ଭିତରେ ଉତ୍କଣ୍ଠା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ କିଛି ଦଲାଲ ଟିକେଟ ବ୍ଲାକ କରୁଥିବା ଦେଖିବାକୁ ମିଳିଛି । ଓଏଲ୍‌ଏକ୍ସରେ ଟିକେଟ ଗୋଟିଏକୁ...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା,୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଶ୍ୱସ୍ତିକର ଖବର ଆସିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏ ନେଇ ଏସ୍‌ଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଏବଂ ଲୋକାଲ କେସ...

୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ଆଉ ୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ ବ୍ୟବସ୍ଥା ହେବ। ୩୧ ଡିଏଚ୍‌ଏଚ୍‌, ୧୧ ଏମ୍‌ସିଏଚ୍‌ ଓ ୧୦୬ ୟୁପିଏଚ୍‌ସିଠାରେ କଷ୍ଟୋମାଇଜ୍‌ଡ ହସ୍ପିଟାଲ ମ୍ୟାନେଜମେଣ୍ଟ ଇନ୍‌ଫରମେଶନ୍‌ ସିଷ୍ଟମ୍‌ ଲାଗୁ କରାଯିବ। ଏଥିପାଇଁ ଶୁକ୍ରବାର ରାଜ୍ୟ ସରକାର ଓ...

ଅକ୍ଟୋବର ୧୪ରୁ ଚାଷୀ ସତ୍ୟାଗ୍ରହ

ଭୁବନେଶ୍ୱର, ୧୧।୬ (ବ୍ୟୁରୋ): ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ମାତ୍ର ଏଠାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ଚେଷ୍ଟା କରୁନାହାନ୍ତି। ରାଜ୍ୟ ସରକାର ବଜେଟକୁ ମନଇଚ୍ଛା ଗୋଷ୍ଠୀଖଳା, ମଶାଣି, ଗାଧୁଆଘର, କଲ୍ୟାଣ ମଣ୍ଡପ ଭଳି ଅଣ ଉତ୍ପାଦନ...

ଦାୟିତ୍ୱ ନେଲେ ପିସିସି ସଭାପତି

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍‌ଥାନ-ପତନ ଲାଗି ରହିବ। ସମସ୍ତେ ଏକଜୁଟ୍‌ ହେବା ସହ ଶୃଙ୍ଖଳିତ ଭାବେ କାର୍ଯ୍ୟ କଲେ ନିଶ୍ଚିତ...

‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ...

ବାରବାଟୀ ମ୍ୟାଚ: ଦର୍ଶକଙ୍କ ପାଇଁ ସ୍ବତନ୍ତ୍ର ମୋ ବସ୍‌ ବ୍ୟବସ୍ଥା

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ମ୍ୟାଚକୁ ନେଇ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି । ଟିକେଟ୍‌ କାଉଣ୍ଟର ଆଗରେ ଲୋକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri