ମେଟ୍ରୋ

କେନ୍ଦ୍ରକୁ ଯିବେ ରାଜ୍ୟ ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତଥା ୧୯୯୦ ବ୍ୟାଚ ଆଇଏଏସ ସଞ୍ଜୀବ ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ଏଣିକି ସେ କେନ୍ଦ୍ର ସରକାରରେ ଖାଦ୍ୟ ଓ ସାଧାରଣ ବଂଟନ ବିଭାଗର ସଚିବ ଭାବେ କାର୍ଯ୍ୟ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୯୫୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

‘ପିସିସି ସଭାପତିଙ୍କ ଦମ ଥିବା ଦରକାର’

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ମହମ୍ମଦ ମୋକିମଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପିସିସି ସଭାପତିଙ୍କ ଦମ ଥିବା ଦରକାର। କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତିଏମିତି କହିଛନ୍ତିି । ସେ କହିଛନ୍ତି, ବିଧାୟକ ମହମ୍ମଦ ମୋକି ଏଆଇସିସି ଅଧ୍ୟକ୍ଷ ପଦ ପାଇଁ ଭୋଟ ଦେଇନାହାନତି…

ହାଇକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଲେ ମୋକିମ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଓଆରଏଚ୍‌ଡିସି ଋଣ ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ରାୟ ପ୍ରକାଶ ପରେ ବିଧାୟକ ମହମ୍ମଦ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ କୃତଜ୍ଞ, ନ୍ୟାୟପାଳିକା ଉପରେ ବିଶ୍ୱାସ ଥିଲା । ମୋ ନିର୍ବାଚନମଣ୍ଡଳୀର ଭୋଟରଙ୍କ ପାଖରେ ମୁଁ…

ଦଳର ନିଷ୍ପତ୍ତିକୁ ସ୍ବାଗତ କରୁଛି: ରାଜେନ୍ଦ୍ର

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଭାପତିଙ୍କ ନିଷ୍ପତ୍ତିକୁ ସ୍ବାଗତ କରୁଛି। ଲୋକଙ୍କ ସହ ଅଛୁ, କାର୍ଯ୍ୟାନୁଷ୍ଠାନ ବଡ କଥା ନୁହଁ। ଲୋକଙ୍କ ସେବା କରିବାକୁ ରାଜନୀତି କରୁଛି।…

ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର

ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ ଲଢୁଛନ୍ତି ରାଜେନ୍ଦ୍ର।…

ଆଜି ରାଜ୍ୟରେ ୭୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୮ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୦ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଏମ୍‌ସ ଡାକ୍ତର ଗିରଫ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଭୁବନେଶ୍ୱର ଏମ୍‌ସ ହୃଦ୍‌ରୋଗ ବିଭାଗ (କାର୍ଡିଓଲୋଜି)ର ଡାକ୍ତର ଜୟଦୀପ ଦାସଗୁପ୍ତାଙ୍କୁ ମଙ୍ଗଳବାର ମହିଳା ଥାନା ପୋଲିସ ଗିରଫ କରିଛି। ଜୟଦୀପଙ୍କ ଘର ପଶ୍ଚିମବଙ୍ଗ ସାଉଥଚବିଶ ପ୍ରଗଣା ଜିଲା ହରିଦେବପୁର…

ସକାଳଠୁ ରାତି ପର୍ଯ୍ୟନ୍ତ ପୋଲିସ ନାକେଦମ୍‌

ଭୁବନେଶ୍ୱର/ବାଲିଅନ୍ତା,(ଡି.ଏନ୍‌.ଏ.),୧୯ା୧୦: ଚାଷୀଙ୍କ ବିଭିନ୍ନ ଦାବି ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ପାଇଁ ମଙ୍ଗଳବାର କମିଶନରେଟ ପୋଲିସ ସକାଳଠାରୁ ରାତି ପର୍ଯ୍ୟନ୍ତ ନାକେଦମ୍‌ ହୋଇଛି। ନବନିର୍ମାଣ କୃଷକ ସଙ୍ଗଠନର ହଜାର ହଜାର କର୍ମକର୍ତ୍ତାଙ୍କୁ ରାଜଧାନୀ ଭିତରକୁ ପ୍ରବେଶ…

ଫାଷ୍ଟଫୁଡ୍‌ ଦୋକାନୀଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କିଛିଦିନର ନୀରବତା ପରେ ରାଜଧାନୀରେ ପୁଣି ଖଣ୍ଡା ବୁଲିଛି। ବିଶେଷକରି ବସ୍ତି ଅଞ୍ଚଳରେ ଅପରାଧୀମାନେ ଅଧିକ ସକ୍ରିୟ ହୋଇଉଠିଛନ୍ତି। ମଙ୍ଗଳବାର ସାରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ଜଣେ ଫାଷ୍ଟଫୁଡ ଦୋକାନୀଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ହାଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା…

କୋଲକାତାରୁ ଜେଟେକ୍ସ ଓସିଏନ୍‌ଏୟାର୍‌ ଏମ୍‌ଡି ଗିରଫ

ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ଓଡ଼ିଶାରେ ବହୁଗୁଣ ସୁଧ ଦେବାର ପ୍ରତିଶ୍ରୁତି ଦେଇ ୨.୬୨ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିଟ୍‌ଫଣ୍ଡ ସଂସ୍ଥା ‘ଏମ୍‌/ଏସ୍‌ ଜେଟେକ୍ସ ଓସିଏନ୍‌ଏୟାର ପ୍ରାଇଭେଟ ଲିଃ’ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି)ଙ୍କୁ କୋଲକାତାରୁ ଗିରଫ…

ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଛି। ଏବେ ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ ଧରପଗଡ଼ ଜୋର୍‌ଦାର ନିଆଯିବା ସହିତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?