ମେଟ୍ରୋ

ମହାନଦୀ ଜଳ ବିବାଦ: ସରକାର ଖର୍ଚ୍ଚ କଲେଣି ୯୨ ଲକ୍ଷ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ମହାନଦୀ ପାଣିକୁ ଛତିଶଗଡ଼ ବଡ଼ ବଡ଼ ବ୍ୟାରେଜ କରି ଅଟକାଇଛି। ଅଣମୌସୁମୀ ବେଳେ ନଦୀର ଜଳସ୍ରୋତ ହ୍ରାସ ପାଇଛି। ଏହାକୁ ନେଇ ବହୁ ତୁମ୍ବିତୋଫାନ ହୋଇଛି। ମାମଲା ଏବେ ମହାନଦୀ ଟ୍ରିବ୍ୟୁନାଲରେ ରହିଛି। ଏ ପର୍ଯ୍ୟନ୍ତ ଫଳାଫଳ ଆସି ନାହିଁ।…

ଆଉ ଏକ ଗୁଳିିବିଦ୍ଧ ଦନ୍ତା ଗୁରୁତର

ଭୁବନେଶ୍ୱର(ବ୍ୟୁରୋ)/ନରସିଂହପୁର (ସ୍ବ.ପ୍ର.)୨୯।୭: ଆଠଗଡ଼ ବନଖଣ୍ଡ ନରସିଂହପୁର ଜଙ୍ଗଲରେ ଗତ ୬ଦିନ ହେଲା ବୁଲୁଥିବା ଗୁଳିବିଦ୍ଧ ଦନ୍ତାକୁ ବନ ବିଭାଗ ଗୁରୁବାର ଠାବ କରି ଚିକିତ୍ସା ଆରମ୍ଭ କରିଛି। ନରସିଂହପୁର ପ୍ରାଣୀଧନ ଚିକିତ୍ସକ ବିଜୟ କୁମାର ସେନାପତି, ନନ୍ଦନକାନନ ଏବଂ ସାତକୋଶିଆର ବନ୍ୟପ୍ରାଣୀର…

୨୫% ସଂରକ୍ଷଣରେ ନାମ ନ ଲେଖାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ)-୨୦୦୯ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ହେଲେ ବହୁ ଘରୋଇ ସ୍କୁଲ ଏହାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରୁ ନ ଥିବାରୁ ରାଜ୍ୟ ସରକାର…

ବାବୁସାନ୍‌ ପାରିବାରିକ ବିବାଦ: ଆପୋସ ସମାଧାନ ପାଇଁ ଉଦ୍ୟମ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ପାରିବାରିକ ବିବାଦର ଆପୋସ ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ବାବୁସାନ୍‌ଙ୍କ ଓକିଲ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଘଟଣାକୁ ନେଇ ବାବୁସାନ୍‌ ମଧ୍ୟ ଅନୁତାପ କରୁଛନ୍ତି ସେ…

ଅକ୍ଟୋବର ୧୬ରେ ହେବ ଓଏଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ପ୍ରିଲିମ୍‌ ପରୀକ୍ଷା ପାଇଁ ଗୁରୁବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୧୬ ତାରିଖରେ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏ ସମ୍ପର୍କିତ ସବିଶେଷ…

ରାଜ୍ୟରୁ ସୁସ୍ଥ ହେଲେ ୧୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୫,୧୫୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

ଠିକ୍‌ ସମୟରେ ଠିକ୍‌ କଥା କହିବି: ବାବୁସାନ୍‌

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ବିବାଦରେ ଫସିଥିବା ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଗୁରୁବାର ଘରର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି, ଠିକ୍‌ ସମୟରେ ଠିକ୍‌ କଥା କହିବି। ଏବେ ମୁଁ ମୋ’ ପରିବାର ସହ ଖୁସିରେ ଅଛି। ଅପରପକ୍ଷରେ ବାବୁସାନ୍‌ଙ୍କ ମା’ ଅପରାଜିତା…

ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୭(ବ୍ୟୁରୋ): କରୋନା ନେଲା ଆଉ ଏକ ମୁଣ୍ଡ। ଗୁରୁବାର ପୁଣି ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକଜଣଙ୍କ ହେଉଛନ୍ତି କଟକର ୬୭ ବର୍ଷୀୟ ବୃଦ୍ଧ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…

ରାଜଧାନୀରେ ଗଡ଼ିବ ଇ-ବସ୍‌, ଇ-ରିକ୍ସା: ଆସନ୍ତା ୨୯ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ରାଜଧାନୀରେ ଗଡିବ ଇ-ବସ ଏବଂ ଇ-ରିକ୍ସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଇ-ବସ୍‌ର ସଫଳ ପରୀକ୍ଷଣ ପରେ କ୍ରୁଟ ପକ୍ଷରୁ ଏହାକୁ ସାମିଲ କରାଯାଇଛି । ପ୍ରାଥମିକ…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ଗୁରୁବାର ପୂର୍ବାହ୍ନରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ପାର୍ଲାମେଣ୍ଟ ଅଧିବେଶନରେ କଂଗ୍ରେସ ଏମ୍‌ପି ଅଧୀର ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଆଜି…

ବଢ଼ୁଛି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ ଆକ୍ରାନ୍ତ; ଜାଣନ୍ତୁ କେଉଁ ଜିଲାରୁ …

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୩ କ୍ୱାରାଣ୍ଟାଇନ୍‌ରୁ ଓ ୪୨୭ ଲୋକାଲ କେସ୍‌ ରହିଛି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୭୯ଆକ୍ରାନ୍ତ…

ଭରସା ତୁଟିବା ପରେ ଚରମ ପଦକ୍ଷେପ

ସତ୍ୟଜିତ୍‌ ରାଉତ ଭୁବନେଶ୍ୱର,୨୮।୭(ବ୍ୟୁରୋ): କୌଣସି ଲୋକ ଥାନାରେ ଅଭିଯୋଗ କଲେ, ପୋଲିସ ତାହାକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ତଦନ୍ତ କରିବା କଥା। ହେଲେ ଅନେକ ଘଟଣାର ତଦନ୍ତରେ ପୋଲିସ ଅବହେଳା କରୁଥିବା ଅଭିଯୋଗ ଆସୁଛି। ଅଭିଯୋଗକାରୀ ବାରମ୍ବାର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri