ଜମିଦାର ପରିବାରରେ ରକ୍ତର ଛିଟା: ୪ ଦିନର ଶିଶୁକନ୍ୟା କଥା ଭାବିଲେନି, ସ୍ତ୍ରୀଙ୍କୁ ମାରିଦେଲେ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ପାରିବାରିକ କଳହକୁ ନେଇ ରାଜଧାନୀରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ଘଟିବାରେ ଲାଗିଛି । କେଉଁଠି ବାପା ପୁଅକୁ ହତ୍ୟା କରୁଛି ତ ପୁଣି କେଉଁଠି ସ୍ବାମୀ ସ୍ତ୍ରୀକୁ , ଆଉ କେଉଁଠି ଭାଇ ଭାଇକୁ ହତ୍ୟା...
ଭାରତର ଟୁରିଜମ୍ ଡେଷ୍ଟିନେଶନ ହେବ ଓଡ଼ିଶା
ଭୁବନେଶ୍ୱର,୧୦।୬:ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ ବିକାଶ ଇକୋ ରିସର୍ଟସ୍ ଚିଲିକାର ବରକୁଳଠାରେ ରାଜ୍ୟର ପ୍ରଥମ ବିଳାସପୂର୍ଣ୍ଣ ହାଉସ୍ ବୋଟ୍ ‘ଗରୁଡ଼’ର ଶୁଭାରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମୋଡ୍ରେ ଏହାର ଉଦ୍ଘାଟନ କରି କହିଥିଲେ, ଏଭଳି ମନଲୋଭା...
ରାଜଧାନୀରେ ବୀଭତ୍ସ ଘଟଣା: ସ୍ତ୍ରୀଙ୍କ ଗଳାକାଟି ହତ୍ୟା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପାରିବାରିକ ଅଶାନ୍ତିକୁ ନେଇ ରାଜଧାନୀ ଭୁବନେଶ୍ୱରରେ ଆଉଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଛୁରିରେ ସ୍ତ୍ରୀଙ୍କ ଗଳା କାଟି ଅତି ନୃଶଂସ ଭାବେ ହତ୍ୟା କରିଛନ୍ତି ସ୍ବାମୀ। ଏତିକିରେ ସନ୍ତୁଷ୍ଟ ନ ହୋଇ ଦେହସାରା ଛୁରିକୁ ଭୁସିବା ସହ ପେଟରୁ...
ତାପମାତ୍ରାରେ ରେକର୍ଡ କଲା ବଲାଙ୍ଗୀର
ଭୁବନେଶ୍ୱର,୯।୬(ବ୍ୟୁରୋ): ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଆଜି ବଲାଙ୍ଗୀର ୪୫. ୩ ଡିଗ୍ରୀ ତାପମାତ୍ରା ରେକର୍ଡ କରି ଉତ୍ତପ୍ତ ସହର ପାଲଟିଛି। ସେହିପରି ଟିଟିଲାଗଡ଼ ତାପମାତ୍ରା ୪୫. ୨ ଡିଗ୍ରୀ ରେକର୍ଡ କରାଯାଇଛି । ବରଗଡ଼ରେ...
ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ
ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦବୀରୁ ଇସ୍ତଫା ଦେବା ପରେ ପଦ ଖାଲି...
ଲାଞ୍ଚ ନେଇ ଧରାପଡିଲେ ବିଇଓ
ଝାରବନ୍ଧ,୯।୬(ଡି.ଏନ୍.ଏ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଇଓ। ଶିକ୍ଷକମାନଙ୍କ ବକେୟା ଦରମା ବିଲ୍ କରାଇଦେବାକୁ କହି ଲାଞ୍ଚ ନେଉଥିବା ବେଳେ ବରଗଡ଼ ଜିଲା ଝାରବନ୍ଧ ବ୍ଲକର ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ସୂଚନାନୁସାରେ, ଗତମାସ ୨୫...
ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜଧାନୀରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ମୃତକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହୋଇଥିବା ସୂଚନା ମିଳିଛି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ...
ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ...
ବିମାନବନ୍ଦର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କଲେ ଡିସିପି
ଭୁବନେଶ୍ୱର,୯।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ। ଶୁକ୍ରବାର ଭୁବନେଶ୍ବରରେ ଖେଳାଳି ପହଞ୍ଚିବେ। ତେବେ ଖେଳାଳି ଆସିବା ପୂର୍ବରୁ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାର କଡାକଡି ଯାଞ୍ଚ କରିଛନ୍ତି କମିଶନରେଟ ପୋଲିସ। ଭୁବନେଶ୍ୱର...
ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୧ତମ ଜନ୍ମ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲ୍ଆଇସି ଅଫିସ୍ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ...
୨୪ ଘଣ୍ଟାରେ ୩୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୧୩ ଲୋକାଲ କେସ୍ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷ...
ଡ୍ରେନ୍ ପାଇଁ କଟାହେଲା ଗଛ
ଭୁବନେଶ୍ୱର,୯।୬(ବ୍ୟୁରୋ): ବିକାଶ ନାଁରେ ପରିବେଶ ସୁରକ୍ଷା କଥା ଭୁଲି ଯାଉଛନ୍ତି ଅଧିକାରୀ। ବିଭିନ୍ନ ନିର୍ମାଣ ପାଇଁ ରାଜଧାନୀ ଭୁବନେଶ୍ୱରରେ କଟା ଚାଲିଛି ଗଛ। ନିକଟରେ ବିଧାୟକଙ୍କ କ୍ୱାର୍ଟର୍ସ ନିର୍ମାଣ ଲାଗି ଗଛକଟାକୁ ତୀବ୍ର ବିରୋଧ ଜାରି ରହିଛି। ଆନ୍ଦୋଳନ ପରେ...
Archives


