ମେଟ୍ରୋ

ଉଦ୍ୟାନ କୃଷିରେ ଉତ୍ପାଦନ ନେଇ ଉତ୍ତର ରଖିଲେ କୃଷି ମନ୍ତ୍ରୀ

ଭୁବନେଶ୍ବର,୨୭।୭(ବ୍ୟୁରୋ): ବିଧାନସଭାରେ ବୁଧବାର ୨୦୨୦-୨୧ରେ ଉଦ୍ୟାନ କୃଷିରେ ଉତ୍ପାଦନ ନେଇ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ଅଁଳା, ବେଲ, କଦଳୀ, ପଣସ, ସପୁରି, ଡାଳିମ୍ବ, ସପେଟା ଆଦି…

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ ୪୭ ହଜାର…

ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିଛନ୍ତି । ବିଧାୟକ ରାଜେନ୍ଦ୍ରଙ୍କ ପାଇଁ ବିଧାନସଭାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା…

ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଭୁବନେଶ୍ୱରରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ୬୫୦ କୋଟି ବ୍ୟୟରେ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୧୭୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୧୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୮୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୮୬…

ଭୁବନେଶ୍ୱରରେ ପହଞ୍ଚିଲେ ବାବୁସାନ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଓଲିଉଡ ଅଭିନେତା ବାବୁଶାନ ବୁଧବାର ଭୁବନେଶ୍ୱରରେ ପହଞ୍ଚଛନ୍ତି। ଗତକାଲି ପ୍ରକୃତି ମିଶ୍ର ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ବାବୁଶାନ କେବେ ଫେରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ଏହାପରେ ଆଜି ସକାଳ ପ୍ରାୟ ସାଢେ ୮ଟାରେ ଚେନ୍ନାଇରୁ ବିମାନ ଯୋଗେ…

କଂଗ୍ରେସର ସମସ୍ତେ ଗାନ୍ଧୀ ପରିବାର ସହ ଅଛନ୍ତି: ଶରତ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନାଶନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି ନିର୍ଯାତନା ଦେଉଛି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦରେ…

ରିପୋର୍ଟ ଦେବାକୁ ଅଧିକ ସମୟ ମାଗିିଲା ଏସ୍‌ଆଇଟି

ଭୁବନେଶ୍ୱର(ବ୍ୟୁରୋ),୨୭।୭: ଆଠଗଡ଼ ବନଖଣ୍ଡର ବଡ଼ମ୍ବା ରେଞ୍ଜରୁ ମାଟି ତଳୁ ଜବତ ହୋଇଥିବା ହାତୀ କଙ୍କାଳ ଘଟଣାର ତଦନ୍ତ ଲାଗି ରାଜ୍ୟ ସରକାର ଜୁନ୍‌ ୧୬ରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଥିଲେ। ଏକ ମାସରେ ରିପୋର୍ଟ ଦେବା ପାଇଁ…

ଗୁଳିବିଦ୍ଧ ଦନ୍ତାକୁ ଧରିପାରୁନି ବନ ବିଭାଗ

ଭୁବନେଶ୍ୱର(ବ୍ୟୁରୋ)/ ନରସିଂହପୁର(ସ୍ବ.ପ୍ର.), ୨୭।୭: ଆଠଗଡ଼ ବନଖଣ୍ଡରେ ହାତୀ ଶିକାର ରୋକିବାର ନାଁ ଧରୁନି। ଗତ ମାସରେ ମାଟିତଳୁ ୪ଟି ହାତୀ କଙ୍କାଳ ମିଳିବା ଏବଂ ଗୋଟିଏ ଗୁଳିବିଦ୍ଧ ହାତୀର ମୃତ୍ୟୁ ଘଟଣାକୁ ନେଇ ଆଠଗଡ଼ ବନଖଣ୍ଡ କେବଳ ଓଡ଼ିଶା ନୁହେଁ, ସାରା…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୀନା ମହାପାତ୍ରଙ୍କୁ ଡବ୍ଲ୍ୟୁଓ ସିଡି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଭଦ୍ରକ ପିଡି, ଡିଆର୍‌ଡିଏ ଇନ୍ଦ୍ରମଣି…

ଆଜି ଓଜେଇଇ ରେଜଲ୍ଟ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୨ ରେଜଲ୍ଟ ବୁଧବାର ପ୍ରକାଶ ପାଇବ। ଷ୍ଟେଟ୍‌ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ଭୋକେଶନାଲ ଟ୍ରେନିଂ କନ୍‌ଫରେନ୍ସ ହଲ୍‌ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଏହି…

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri