ହସ୍ପିଟାଲରେ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନି
ଭୁବନେଶ୍ୱର,୨୭।୭(ବ୍ୟୁରୋ): ସୁପରିଚିତ ଆଦିବାସୀ କବି ଓ ଗାୟିକା ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନି ଅସୁସ୍ଥତା ଯୋଗୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଜ୍ୱର ଓ ଅନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ୭୭ ବର୍ଷୀୟା ପୂର୍ଣ୍ଣମାସୀ ରବିବାର ଅସୁସ୍ଥତା ଅନୁଭବ କରିଥିଲେ। ଫଳରେ ତାଙ୍କୁ କନ୍ଧମାଳ…
ରାଜ୍ୟର ଋଣଭାର ୯୭,୨୦୫ କୋଟି
ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ଋଣଭାର ଅସମ୍ଭାଳ ହେଲାଣି। ମା’ ପେଟର ଛୁଆ ଉପରେ ମୁଣ୍ଡ ପିଛା ଋଣ ୨୨ ହଜାର ଟଙ୍କା। ଗରିବଙ୍କ ସଂଖ୍ୟା ବଢ଼ିଚାଲିଛି। କିନ୍ତୁ ସରକାର ଋଣ କରି ଘିଅ ପିଇବା ନୀତି ଧରିଛନ୍ତି। ରାଜ୍ୟର ଋଣଭାରକୁ ନେଇ ବିରୋଧୀ…
ବୁଧବାର ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ
ଭୁବନେଶ୍ୱର, ୨୬।୭(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମଙ୍ଗଳବାର…
ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୨ର ଫଳ ବୁଧବାର ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ ରେଜଲ୍ଟ ପ୍ରକାଶ କରାଯିବ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ପରୀକ୍ଷାଫଳ ଘୋଷଣା କରିବେ। ଅପରପକ୍ଷେ ଛାତ୍ରୀଛାତ୍ରମାନେ ojee.nic.in. ରେ…
କାଶୀପୁର ଝାଡ଼ାବାନ୍ତିରେ ୧୪ଜଣଙ୍କ ମୃତ୍ୟୁ ହେଲାଣି, ଗୃହ କମିଟି ଗଠନ କରି ଅନୁଧ୍ୟାନ କରାଯାଉ: ବିରୋଧୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଦେଖାଯାଇଥିବା ଝାଡ଼ାବାନ୍ତିରେ ୯ଜଣ ନୁହେଁ ବରଂ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଉତ୍କଳ ଆଲୁମିନା କମ୍ପାନୀର ଦୂଷିତ ଜଳ ମିଶା ପାନୀୟ ଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୨ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ମୃତ୍ୟୁ…
ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ: ମା’ ପେଟ ଛୁଆ ଉପରେ ଏବେ ୨୨ ହଜାର ଟଙ୍କାର ଋଣ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଋଣଭାରକୁ ନେଇ ବିଧାନସଭାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏବେ ଋଣଭାର ୧ ଲକ୍ଷ ୨୭ ହଜାର କୋଟି ଟଙ୍କା ଟପିଲାଣି। ମା’ ପେଟର ଛୁଆ ଉପରେ ମୁଣ୍ଡପିଛା ଋଣ ୨୨ହଜାର ଟଙ୍କା ହେଲାଣି। ରାଜ୍ୟର ବିକାଶ ନାମରେ ବିନାଶ…
ବିଜେଡିରେ ମିଶିଲେ ଶତାଧିକ ଭାଜପା-କଂଗ୍ରେସ କର୍ମୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଗୋପାଳପୁର ଓ ନବରଙ୍ଗପୁରର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ଦଳ ଛାଡି ମଙ୍ଗଳବାର ବିଜେଡିରେ ଯୋଗ ଦେଇଛନ୍ତି । ରାଜ୍ୟ ଯୁବ ବିଜେଡି କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ କର୍ମୀମାନେ ଦଳରେ ସାମିଲ ହୋଇଛନ୍ତି…
‘ମଙ୍କିପକ୍ସ’କୁ ନେଇ ବସିବ ସ୍ବାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଦେଶରେ ଆତଙ୍କ ଖେଳାଉଛି ‘ମଙ୍କିପକ୍ସ’ ଭାଇରସ। ଅଧିକାଂଶ ରାଜ୍ୟରେ ‘ମଙ୍କିପକ୍ସ’ ଆକ୍ରାନ୍ତ ଚିହ୍ନଟ ପରେ ଏବେ ସରକାର ଚିନ୍ତାରେ। ହେଲେ ଓଡ଼ିଶାରେ ଏ ପର୍ଯ୍ୟନ୍ତ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହୋଇ ନାହିଁ। ତଥାପି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାରା…
ବାବୁ ପରିବାର ପାଖକୁ ଫେରି ଖୁସିରେ ସଂସାର କରୁ : ମନ୍ମଥ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି, ତାଙ୍କ ସ୍ତ୍ରୀ ତୃପ୍ତି ଶତପଥୀ, ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ମଙ୍ଗଳବାର ପ୍ରକୃତିଙ୍କ ବାପା ମନ୍ମଥ ମିଶ୍ର ନିଜ ପ୍ରତିକ୍ରିୟା ରଖି କହିଛନ୍ତି, ସେ ଚାହାନ୍ତି ବାବୁସାନ…
ପ୍ରକୃତି ମିଶ୍ରଙ୍କୁ ଘଣ୍ଟାଏ ଜେରା
ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ମାମଲା ଥମିବାର ନାଁ ନେଉନାହିଁ। ଘଟଣାର ୩ ଦିନ ପରେ ପ୍ରକୃତି ଘରକୁ ଫେରିଥିବା ବେଳେ ବାବୁଶାନ ଏ ପର୍ଯ୍ୟନ୍ତ ଫେରିନାହାନ୍ତି। ତେବେ ମଙ୍ଗଳବାର ଖାରବେଳନଗରର ଏକ ପୋଲସ ଟିମ୍…
ବିଧାନସଭାରେ କାଶୀପୁର ଝଡ଼: ଝାଡ଼ାବାନ୍ତି ନିୟନ୍ତ୍ରଣରେ ଅଛି କହିଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହଟ୍ଟଗୋଳ ହୋଇଛି। ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି, ଯେତେବେଳେ ଖବର ପାଇଲୁ କାଶୀପୁରରେ ଝାଡ଼ାବାନ୍ତି ବ୍ୟାପିଛି, ତୁରନ୍ତ…
ଝାଡ଼ାବାନ୍ତିରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ ଦିଅ: ତାରା
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହୋହଲ୍ଲା ହୋଇଥିବା ବେଳେ ଭାଜପା ସରକାରଙ୍କୁ ଟାର୍ଗେଟ କରି କଡ଼ା ସମାଲୋଚନା କରିଛି। ଏହା ସହ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଘଟଣାକୁ ମନୁଷ୍ୟକୃତ କହିଛନ୍ତି।…
Archives


