ମେଟ୍ରୋ

ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଆଜି ନିବେଶକ ସମ୍ମିଳନୀ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ନିବେଶକ ସମ୍ମିଳନୀ ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପୁଞ୍ଜିପତିଙ୍କ ସହ ସିଧାସଳଖ ଆଲୋଚନା କରିବେ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆମନ୍ତ୍ରଣ କରିବେ। ରବିବାର ନବୀନଙ୍କ ଜନ୍ମଦିନ ହୋଇଥିବା ସତ୍ତ୍ବେ ଏହି…

ନିବେଶ ପାଇଁ ଓଡ଼ିଶା ଉତ୍ତମ ସ୍ଥାନ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଭାରତୀୟ ଶିଳ୍ପ ଏବଂ ବାଣିଜ୍ୟ ମହାସଂଘ (ଫିକି) ସହଯୋଗରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୋମବାର ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ପ୍ରତିନିଧି ଦଳ ଏହି ସମ୍ମିଳନୀରେ ଯୋଗଦେବାକୁ ହାଇଦ୍ରାବାଦରେ…

ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ହଷ୍ଟେଲରେ ସବୁ ପ୍ରକାର ସୁବିଧା ରଖିବା ପାଇଁ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ…

ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ସଂକ୍ରାନ୍ତରେ ଶନିବାର ରାଜ୍ୟ ସରକାର ଘୋଷଣା କରିଥିବାବେଳେ ରବିବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ। ଚୁକ୍ତିଭିତ୍ତିକ ଗ୍ରୁପ୍‌ ‘ବି’, ‘ସି’, ‘ଡି’ ପାହ୍ୟାର ନିଯୁକ୍ତି ଉଚ୍ଛେଦ…

ବାକି ରହିଗଲେ ଅନେକ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ରାଜ୍ୟ ସରକାର ଶନିବାର ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ କରାଯାଇଥିବା ନେଇ ଘୋଷଣା କରିବା ପରେ ରବିବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାଦ୍ୱାରା ପ୍ରାୟ ୫୭ ହଜାର ଚୁକ୍ତିଭିତ୍ତିକ କର୍ମଚାରୀ ଯେଉଁମାନେ ୬ ବର୍ଷ…

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୭୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଖାସ୍‌ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନବୀନ ମଧ୍ୟ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି…

୭୭ ବର୍ଷରେ ନବୀନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୭୭ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୯୪୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଏହି ଲୋକପ୍ରିୟ ରାଜନେତା। ତେବେ ଏହି ସ୍ବତନ୍ତ୍ର ଦିନରେ ତାଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି। ରାଜ୍ୟ ରାଜନୀତିରେ ଜଣେ…

ଜେଲ ଭିତରେ ଅର୍ଚ୍ଚନାଙ୍କୁ ଜେରା ଯୋଜନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଜେଲରେ ଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ନେଇ ତଦନ୍ତ ସେପରି ଆଗେଇ ପାରିନାହିଁ। ଇତିମଧ୍ୟରେ ୧୦ରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ କଳା ସାମ୍ରାଜ୍ୟର ପେଡ଼ି ଖୋଲିପାରୁ ନାହିଁ ପୋଲିସ। କେମିତି ନିଜ ନାଗଫାଶରେ ପକାଇ…

୧୬୫୪ କୋଟିର ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଜଳ ଜୀବନ ମିଶନ(ଜେଜେଏମ୍‌) ଯୋଜନାରେ ସରକାର ରାଜ୍ୟର ୪ଟି ଜିଲା ଖୋର୍ଦ୍ଧା,କଳାହାଣ୍ଡି, ବରଗଡ଼ ଓ ନୟାଗଡ଼ ଜିଲାର ୧୧ଟି ବ୍ଲକରେ ଥିବା ୨୩୦ ପଞ୍ଚାୟତର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୫୯୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏଥର ଜମିବ ଦୀପାବଳି: ରାଜଧାନୀର ୭ ସ୍ଥାନରେ ଖୋଲିବ ବାଣ ଦୋକାନ

ଭୁବନେଶ୍ୱର, ୧୫।୧୦ (ବ୍ୟୁରୋ): କୋହଳ ହୋଇଛି କରୋନା କଟକଣା। ଏଣୁ ଏଥର ଜମିବ ଦୀପାବଳି। ବାଣ ବିକ୍ରି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମତି ମିଳିଥିବାରୁ ଆତସବାଜିରେ କମ୍ପିବ ରାଜଧାନୀ। ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ସଚିବ ମାନସ ରଞ୍ଜନ ସାମଲ…

ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ ଶେଷ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଶେଷ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ। ନିଯୁକ୍ତି ପାଇଥିବା ସମସ୍ତ କର୍ମଚାରୀ ନିୟମିତ ହେବେ। ଏହା ଉଚ୍ଛେଦ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ତେବେ ଏଥିନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?