ମେଟ୍ରୋ

୨୦ରେ ଲଘୁଚାପ!

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ସୂଚନା ମିଳିଛି।

ବ୍ୟକ୍ତିଗତ ଯୋଗାଯୋଗ କରିବାକୁ ଡାକପାଳଙ୍କୁ ପରାମର୍ଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ଓଡ଼ିଶା ଡାକ ପରିମଣ୍ଡଳ ଡାକଜୀବନ ବୀମା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରସ୍ଥିତ ମୁଖ୍ୟ ମହାଡାକପାଳଙ୍କ କାର୍ଯ୍ୟାଳୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଉପମଣ୍ଡଳ ପ୍ରବନ୍ଧକ ସର୍ବେଶ୍ୱର ମିଶ୍ର ଉଦ୍‌ଘାଟନ କରି ଡାକ ଜୀବନ ବୀମା ଓ ଗ୍ରାମୀଣ ଡାକ ଜୀବନ…

ଷ୍ଟାର ପ୍ରଚାରକରୁ ବାଦ୍‌ ପଡିଲେ ବିଧାୟକ ମୋକିମ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି। ବିଜେଡି ଓ ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା…

ସରିଲା ନାମାଙ୍କନ, ଆଜି ପ୍ରାର୍ଥିପତ୍ର ଯାଞ୍ଚ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବାବେଳେ…

ରାଜ୍ୟରୁ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୮ ବର୍ଷ…

ଭାଜପାର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା…

ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ…

ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ…

ଆରମ୍ଭ ହେଲା ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଭୁବନେଶ୍ୱର (ଆଇଡିଏଫ୍‌ଏଫ୍‌ବି)ର ତୃତୀୟ ସଂସ୍କରଣ ଶୁକ୍ରବାର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟରଠାରେ ଆରମ୍ଭ ହୋଇଛି। ଫିଲ୍ମ ସୋସାଇଟି ଅଫ୍‌ ଭୁବନେଶ୍ୱର (ଏଫଏସ୍‌ବି) ପକ୍ଷରୁ ଆୟୋଜିତ ଏହି ୩ଦିନିଆ ଫେଷ୍ଟିଭାଲରେ ବିଭିନ୍ନ ସ୍ଥାନରୁ ସିନେପ୍ରେମୀ, ନିର୍ମାତାଙ୍କ…

ସତ୍ୟବିହାର-ମଞ୍ଚେଶ୍ୱର କେନାଲ ରାସ୍ତା ନିର୍ମାଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୫ ଅନ୍ତର୍ଗତ ଜାତୀୟ ରାଜପଥ ୧୬ର ରିଲାଏନ୍ସ ଫ୍ରେସ୍‌ ନିକଟ ସତ୍ୟବିହାରରୁ ବାହାରି ମଞ୍ଚେଶ୍ୱର ଗାଁ ପର୍ଯ୍ୟନ୍ତ ଲମ୍ବିଥିବା କେନାଲ ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହାର ସମାଧାନ ପାଇଁ ସାମ୍ବାଦିକ ତଥା…

ଆସିଲେନି ଦୀନେଶ, ଆଲୋଚନା ବିଫଳ

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ବ୍ରହ୍ମପୁର ବଡ଼ବଜାର ଦେଶୀବେହେରା ସାହିର କେ. ଦୀପିକା ଓ କେ. ଦୀନେଶ ବିବାଦ ଜଟିଳ ହେବାରେ ଲାଗିଛି। ଆପୋସ ସମାଧାନ ଲାଗି ଉଭୟଙ୍କୁ ମହିଳା କମିଶନରଙ୍କ ନିକଟରେ ଅକ୍ଟୋବର ୧୪ରେ ହାଜର ହେବାକୁ ନୋଟିସ କରାଯାଇଥିଲା। ତେବେ ଦୀପିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?