ମେଟ୍ରୋ

୩୫ ଓଏଏସ୍‌ ଅଫିସରଙ୍କୁ ବଦଳି କଲେ ସରକାର

ଭୁବନେଶ୍ବର,୧୫ା୧୦(ବ୍ୟୁରୋ): ୧୩୯ଜଣ ଓଏଏସ୍‌ ଅଫିସରଙ୍କୁ ଗୁରୁବାର ବଦଳି କରିବା ପରେ ଶୁକ୍ରବାର ପୁଣି ୩୫ଜଣ ଓଏଏସ୍‌ ଅଫିସରଙ୍କ ବଦଳି ତାଲିକା ପ୍ରକାଶ ପାଇଛି। ତହସିଲଦାର ଓ ବିଡିଓ ସ୍ତରର ଅଫିସରଙ୍କୁ ବଦଳି କରାଯାଇ ଶନିବାର ସୁଦ୍ଧା ନୂଆ ସ୍ଥାନରେ ଯୋଗଦେବାକୁ ନିର୍ଦ୍ଦେଶ…

ପାକ୍ସ କମ୍ପ୍ୟୁଟରୀକରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫୧୦(ବ୍ୟୁରୋ): ୧୫ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ଡିସିସିବି)ରେ ୩୮୪ ବ୍ୟାଙ୍କିଂ ସହାୟକ ଯୋଗ ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣର ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଫଳରେ ୨୦୬୩ଟି ପ୍ୟାକ୍ସ କୋର୍‌ ବ୍ୟାଙ୍କିଂ…

୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ)-ଦିଲ୍ଲୀ, ମୁମ୍ବାଇ, ବାଙ୍ଗୋଲୋର ପରେ ଆସନ୍ତା ୧୭ ତାରିଖରେ ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍‌ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ। ଆସନ୍ତା ନଭେମ୍ବର ୩୦ରେ ଆରମ୍ଭ…

ଜାମିନ ଆବେଦନ କଲେ ଅର୍ଚ୍ଚନା,ଏପରି ଯୁକ୍ତି ବାଢ଼ିଲେ ତାଙ୍କ ଓକିଲ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ସପ୍ତାହରୁ ଅଧିକ ଦିନ ବିତିଛି। ଇତିମଧ୍ୟରେ ଜେଲରେ ଥିବା ଅଭିଯୁକ୍ତା ଅର୍ଚ୍ଚନା ଶୁକ୍ରବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ତାଙ୍କ ପକ୍ଷରୁ ଓକିଲ ଦେବାଶିଷ…

ଭୁବନେଶ୍ୱରରେ ପହଞ୍ଚିଲେ ଖାର୍ଗେ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ। ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା ଆସିଥିବା ସୂଚନା…

ହାଇକୋର୍ଟରେ ପହଞ୍ଚିଲା ଅର୍ଚ୍ଚନା ନାଗ ମାମଲା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଛି। ଏଥିରେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବ, ଗୃହ ବିଭାଗ, ପୋଲିସ ଡିଜି, ଖଣ୍ଡଗିରି ପୋଲିସ ଅଧିକାରୀ ଏବଂ…

୧୮ରେ ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆସନ୍ତା ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢିବା…

ଆଜି ହେବ ଦୀପିକା,ଦିନେଶ ମାମଲାର ଶୁଣାଣି

ଭୁବନେଶ୍ୱର, ୧୪ ।୧୦(ବ୍ୟୁରୋ): ବ୍ରହ୍ମପୁରର ଚର୍ଚ୍ଚିତ ଦୀପିକା ଓ ଦିନେଶ ମାମଲାର ଶୁଣାଣି ଶୁକ୍ରବାର ମହିଳା କମିଶନଙ୍କ ନିକଟରେ ହେବ । ପୂର୍ବରୁ ଦୀପିକା ମହିଳା କମିଶନଙ୍କ ନିକଟରେ ହାଜର ହୋଇ ନିଜ ପକ୍ଷ ରଖିଥିବା ବେଳେ ଶୁକ୍ରବାର ଦିନେଶଙ୍କୁ ହାଜର…

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ…

ମାୟାଜାଲରେ ୨୫ରୁ ଊର୍ଦ୍ଧ୍ୱ ନେତା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାରେ ଦିନକୁ ଦିନ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ ଆସିବାରେ ଲାଗିଛି। ରାଜ୍ୟର ବିଭିନ୍ନ…

ମାସକ ଭିତରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆସନ୍ତା ୧ମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ କୁହାଯାଇଛି। ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ…

ଆଜି ଦୀପିକା-ଦିନେଶ ବିବାଦର ଶୁଣାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ବ୍ରହ୍ମପୁରର କେ. ଦୀପିକା ଗୁରୁବାର ହାଜର ହୋଇଛନ୍ତି। ନିଜକୁ ସ୍ତ୍ରୀ ଓ ତାଙ୍କ ସନ୍ତାନକୁ ପରିଚୟ ମାନ୍ୟତା ଦାବିରେ ଦୀର୍ଘ ୭୨ଦିନ ଧରି ସେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଥିଲେ। ହେଲେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?