ମେଟ୍ରୋ

ଇଣ୍ଡିଆ ଫ୍ୟାଶନ କାର୍ନିିଭାଲ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଲାଗି ‘ଦ ଲିଡିଙ୍ଗ୍‌ ଏଜ୍‌’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ‘ଇଣ୍ଡିଆ ଫ୍ୟାଶନ କାର୍ନିଭାଲ’ ଆୟୋଜିତ ହୋଇଯାଇଛି। ଏଭଳି କାର୍ଯ୍ୟକ୍ରମ ରାଜ୍ୟ ତଥା ଦେଶରେ ପ୍ରଥମଥର ଆରମ୍ଭ ହୋଇଛି। ଓଡ଼ିଶାର କଳାକୁ…

ସେଲିବ୍ରିଟିଙ୍କ ହାଇଡ୍ରାମା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ଶନିବାର ଓଲିଉଡ ସେଲିବ୍ରିଟିଙ୍କ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଚେନ୍ନାଇ ଯିବା ଲାଗି ଶନିବାର ସକାଳୁ ଅଭିନେତା ବାବୁସାନ ସତ୍ୟନଗର ଅଞ୍ଚଳକୁ ଆସି ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ନେଇ ବିମାନ ବନ୍ଦର ଅଭିମୁଖେ ଯାଉଥିଲେ। ହେଲେ ଏତିକି ବେଳେ…

ଏସ୍‌ଏଚ୍‌ଜି ଗ୍ରୁପ୍‌ଙ୍କୁ ମହୁ ମିଶନରେ ଅନ୍ତର୍ଭୁକ୍ତ କରାଉଛି କେଭିଆଇସି

ଭୁବନେଶ୍ୱର,୨୪।୭: ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ମହୁ ମିଶନ କାର୍ଯ୍ୟକ୍ରମ ଜରିଆରେ ଶନିବାର ଖୋର୍ଦ୍ଧା ଜିଲା, ଧଉଳି ଗ୍ରାମପଞ୍ଚାୟତର ନାଖୁର ଗାଁର ପାଲକ ଏସ୍‌ଏଚ୍‌ଜିର ୧୦ ଜଣ ସଦସ୍ୟଙ୍କୁ ମହୁମାଛି କଲୋନୀ, ଲୁହା ଷ୍ଟାଣ୍ଡ ଏବଂ ୧୦ଟି ସେଟ୍‌ ଟୁଲ୍‌କିଟ୍‌…

ହ୍ବାଟ୍ସଆପ୍‌ ନମ୍ବର ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ଗତ ୨୦ ତାରିଖରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଶନିବାର ସୁଦ୍ଧା ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ…

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ ରାଜ୍ୟ…

ବୋହୂ ତୃପ୍ତିଙ୍କୁ ଧରି ଥାନାରେ ପହଞ୍ଚିଲେ ଅପରାଜିତା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ଏବଂ ପ୍ରକୃତି ମିଶ୍ରଙ୍କୁ ନେଇ ହାଇଡ୍ରାମା ବେଳକୁ ବେଳ ନୂଆ ମୋଡ଼ ନେଉଛି। ଅଭିନେତାଙ୍କ ସ୍ତ୍ରୀ ତୃପ୍ତିଙ୍କ ବାପାଙ୍କ ବିରୋଧରେ ପ୍ରଥମେ ପ୍ରକୃତିଙ୍କ ବାପାମା’ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ବୋହୂ ତୃପ୍ତିଙ୍କ ସହ…

ଅପରାହ୍ନ ୪ଟାଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ ସୋନିଆଙ୍କୁ ଇଡି ସମନ ପ୍ରସଙ୍ଗ ଉଠିଛି। ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ-ଭାଜପା ମୁହାଁମୁହିଁ ହୋଇଛନ୍ତି, ଯାହାକୁ ନେଇ ବିଧାନସଭାକୁ ପ୍ରଥମେ ୧୦ ମିନିଟ ଏବଂ ପରେ ଅପରାହ୍ନ ୪ଟାଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ କରିଛନ୍ତି।…

ଷ୍ଟାର୍‌ଙ୍କ କଳି: ଥାନାରେ ଦ୍ୱାରସ୍ଥ ହେଲେ ପ୍ରକୃତିଙ୍କ ମା’ବାପା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଏକ ଭିଡ଼ିଓ ଭାଇରାଲ ହେଉଛି। ଯାହାକୁ ନେଇ ସବୁଆଡେ ଚର୍ଚ୍ଚା ହେଉଛି। ଏମିତି କି ବାବୁସାନଙ୍କ ସ୍ତ୍ରୀ ଅଭିନେତ୍ରୀ ପ୍ରକୃତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଏହି…

ରାସ୍ତା ମଝିରେ ପ୍ରକୃତିଙ୍କୁ ମାଡ଼ ମାରିଲେ ବାବୁସାନଙ୍କ ସ୍ତ୍ରୀ: ଭାଇରାଲ ହେଲା ଭିଡ଼ିଓ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଏକ ଭିଡ଼ିଓ ଭାଇରାଲ ହେଉଛି। ଯାହାକୁ ନେଇ ବର୍ତ୍ତମାନ ସବୁଆଡେ ଚର୍ଚ୍ଚା ହେଉଛି। ତେବେ ଭିଡ଼ିଓରେ ବାବୁସାନଙ୍କ ସ୍ତ୍ରୀ ଅଭିନେତ୍ରୀ ପ୍ରକୃତିଙ୍କୁ ମାଡ଼ ମାରୁଥିବା ଦୃଶ୍ୟ ସାମ୍ନାକୁ ଆସିଛି।…

୩ ଦିନ ପ୍ରବଳ ବର୍ଷିବ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ତେବେ ଶନିବାର ରାଜ୍ୟର ୮ ଜିଲାରେ ପ୍ରବଳରୁ ଅତି ପ୍ରବଳ ହୋଇପାରେ। ସେହିପରି ୭ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି)…

ଉପରମୁହାଁ କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୧୧୩୦ ପଜିଟିଭ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ) : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ…

ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ସ୍ମାର୍ଟସିଟିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଭୟ ସରକାର ଓ ବିଏମ୍‌ସି କର୍ତ୍ତୃପକ୍ଷ ସବୁ ବର୍ଗର ଟିକାକରଣ ସାଙ୍ଗକୁ ବୁଷ୍ଟର ଡୋଜ୍‌ ଟିକା ପ୍ରଦାନକୁ ଗୁରୁତ୍ୱ ଦେଇଛନ୍ତି। ଏଭଳି ସମୟରେ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ପୁଣି ଥରେ ସ୍ଥାନୀୟ ପ୍ରଶାସନକୁ ସହାୟତାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri