ମେଟ୍ରୋ

ଉପରମୁହାଁ କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୧୧୩୦ ପଜିଟିଭ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ) : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ…

ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ସ୍ମାର୍ଟସିଟିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଭୟ ସରକାର ଓ ବିଏମ୍‌ସି କର୍ତ୍ତୃପକ୍ଷ ସବୁ ବର୍ଗର ଟିକାକରଣ ସାଙ୍ଗକୁ ବୁଷ୍ଟର ଡୋଜ୍‌ ଟିକା ପ୍ରଦାନକୁ ଗୁରୁତ୍ୱ ଦେଇଛନ୍ତି। ଏଭଳି ସମୟରେ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ପୁଣି ଥରେ ସ୍ଥାନୀୟ ପ୍ରଶାସନକୁ ସହାୟତାର…

ବ୍ଲାକ୍‌ମେଲ କରି ସାଇବର ସୁନ୍ଦରୀ ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ମାଟ୍ରିମୋନି ସାଇଟରେ ଜୀବନ ସାଥୀ ଖୋଜୁଥିବା ଜଣେ ଆଇଟି ଇଞ୍ଜିନିୟରଙ୍କୁ ମିଛ ଜାଲରେ ଫସାଇ ମହିଳା ସାଇବର ଠକ କିଛି ଦିନ ତଳେ ୨୪ଲକ୍ଷ ଲୁଟି ନେଇଥିଲେ। ଏବେ ରାଜଧାନୀରେ ପୁଣି ଜଣେ ସରକାରୀ ଟେଲିକମ୍‌ କମ୍ପାନୀର ଅବସରପ୍ରାପ୍ତ କର୍ମଚାରୀ…

ବିଧାନସଭାରେ ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇଲେ ସବୁ ଦଳ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ସମସ୍ତ ଦଳ ଏହି ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଧନ୍ୟବାଦ ପ୍ରସ୍ତାବ ବିଧାନସଭାରେ ଆଗତ କରିବାକୁ ଭାଜପା ପକ୍ଷରୁ…

ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ସୂଚନା ଓ…

ରାଜ୍ୟବାସୀଙ୍କ ତରଫରୁ ଦ୍ରୌପଦୀଙ୍କୁ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ବର, ୨୨ା୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାର ଲାଗିଛି। ଦ୍ରୌପଦୀଙ୍କୁ ଏହି ବିପୁଳ ଭୋଟ ବ୍ୟବଧାନର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ୍‌ କରି ଶୁଭେଚ୍ଛା…

ଚିଲିକା ପାଇଁ ସ୍ବତନ୍ତ୍ର ନୀତି ହେଉ: ବିରୋଧୀ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ସରକାର ଉଭୟ ଚିଲିକାର ଗୁଣବତ୍ତା ଓ ମତ୍ସ୍ୟଜୀବୀମାନଙ୍କର ଜୀବିକାକୁ ସାମଗ୍ରିକ ଓ ସାମୂହିକ ଭାବେ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ। ଶୁକ୍ରବାର ବିରୋଧୀଙ୍କ ଆଗତ ମୁଲତବୀ ଆଲୋଚନା ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ…

ସୂର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ…

ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ଏନେଇ…

୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ…

ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌, ୨ ସପ୍ତାହ ଭିତରେ ଜବାବ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ  ନୋଟିସ୍‌। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମଙ୍କୁ…

୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାକୁ ନେଇ ବିରୋଧୀ ବାଚସ୍ପତିଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri