ମେଟ୍ରୋ

ବୁଧବାରକୁ ଘୁଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦନ ମାମଲା

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ରାଜଧାନୀ ଲେଡି ବ୍ଲାକମେଲର୍‌ ଘଟଣାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ମାମଲା ବୁଧବାରକୁ ଘୁଞ୍ଚିଛି । ଭୁବନେଶ୍ୱର ଏସ୍‌ଡିଜେଏମଙ୍କ କୋର୍ଟରେ ମଙ୍ଗଳବାର ଭିସି ମାଧ୍ୟମରେ ଶୁଣାଣି କରାଯାଇଥିଲା । ଅର୍ଚ୍ଚନା ଝାରପଡା ଜେଲରୁ ଭିସିରେ…

ବର୍ଜ୍ୟ ଜଳ ଜଣାଇବ ଏସବୁ ରୋଗର ସ୍ଥିତି

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ବର୍ଜ୍ୟ ଜଳରୁ କୋଭିଡ୍‌ ସ୍ଥିତି ଜାଣି ହେବ । ବର୍ଜ୍ୟ ଜଳର କ’ଣ ରହିଛି ସ୍ଥିତି ଏବଂ ସଂକ୍ରମଣ ବଢିବାର ଆଶଙ୍କା ରହିଛି କି ନାହିଁ ସେ ବାବଦରେ ମଧ୍ୟ ଜାଣିହେବ ବୋଲି ମଙ୍ଗଳବାର ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର…

ଆଜି ରାଜ୍ୟରେ ୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୭…

ମାୟା ଜାଲରେ ଫସିଥିବା ବଡ଼ବଡ଼ିଆ ଚୁପ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କୁ ନେଇ ଚର୍ଚ୍ଚା ଥମୁନାହିଁ। ହେଲେ ଅର୍ଚ୍ଚନାଙ୍କ ମାୟା ଜାଲରେ ଫସିଥିବା ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ…

ଜାରିହେଲା ନିର୍ଦ୍ଦେଶନାମା, ଏଣିକି ଜରିମାନା

ଭୁବନେଶ୍ୱର, ୧୧।୧୦ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଅଧିକ ପରିଷ୍କାର ରଖିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ଏହାକୁ ସଫଳ କରିବା ପାଇଁ କମିଶନର ନିଜେ ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ମୋଟା ଅଙ୍କର…

ଆଜି କଂଗ୍ରେସ, ୧୨ରେ ବିଜେଡିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୧୧ା୧୦ (ବ୍ୟୁରୋ):ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗର ଉପ ନିର୍ବାଚନ ପାଇଁ ସୂର୍ଯ୍ୟବଂଶୀ ସୁରଜ୍‌ଙ୍କୁ ଭାଜପା ପ୍ରାର୍ଥୀ କରିଛି। ମଙ୍ଗଳବାର ଭାଜପା ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଥିବା ବେଳେ କଂଗ୍ରେସ…

ସମ୍ଭାବ୍ୟ ବାତ୍ୟା ଲାଗି ପ୍ରସ୍ତୁତ ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟାପ୍ରବଣ ହୋଇ ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ସହିତ ଅକ୍ଟୋବର ଓ ନଭେମ୍ବରରେ ରାଜ୍ୟରେ ଭୀଷଣ ବାତ୍ୟା ଅନୁଭୂତ ହୁଏ। ବେଳେବେଳେ ଏହା ଡିସେମ୍ବର ୧୫ ପର୍ଯ୍ୟନ୍ତ…

ଦେଖିବାକୁ ମିଳୁନି ବିଜୁ ଗାଁ ଗାଡ଼ି

କଟକ ଅଫିସ, ୧୧।୧୦: ରାଜ୍ୟର ଗ୍ରାମାଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଇଁ ଗମନାଗମନ ସୁବିଧା କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ୨୦୧୪ ଫେବୃୟାରୀରେ ବିଜୁ ଗଁା ଗାଡ଼ି ଯୋଜନା ଆରମ୍ଭ କରିଥିଲେ। ବିଶେଷକରି ରାଜ୍ୟର ଉପାନ୍ତ ଅଞ୍ଚଳର ଅର୍ଥନୈତିକ…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱରସ୍ଥିତ ସରକାରୀ କାର୍ଯ୍ୟାଳୟ, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ନିକଟ ଗାଣ୍ଡିକାପୁରସ୍ଥିତ…

ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆସନ୍ତା ୨ ଦିନ ଯାଏ ବିଭିନ୍ନ ଜିଲାରେ ବର୍ଷା ଜାରି…

୨ ମାସରେ ପ୍ରସ୍ତାବିତ ଖଣିର ସ୍ଥିତି ଜଣାଅ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ଖଣିଗୁଡ଼ିକ ନିଲାମ ପରେ ଉତ୍ତୋଳନ କରିବା ନେଇ ଅନେକ ସମୟ ଗଡ଼ିଯାଉଛି। ତେଣୁ ପ୍ରସ୍ତାବିତ ଖଣିଗୁଡ଼ିକର ବାସ୍ତବିକ ସ୍ଥିତି କ’ଣ ସେ ସମ୍ପର୍କରେ ଏକ ସାର୍ଟିଫିକେଟ ଦେବାକୁ ଖଣି ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ରହିଛି। ହେଲେ ଏହି ସାର୍ଟିଫିକେଟ…

‘ୱାର୍ଲଡ ସ୍କିଲ୍‌ ସେଣ୍ଟର ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ହେବ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନ ସୋମବାର ୱାର୍ଲଡ ସ୍କିଲ୍‌ ସେଣ୍ଟର(ଡବ୍ଲ୍ୟୁଏସ୍‌ସି) ପରିଦର୍ଶନରେ ଆସି ଏହାର ପରିଚାଳନା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶାର ଯୁବଗୋଷ୍ଠୀଙ୍କୁ ବିଶ୍ୱସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?