ମେଟ୍ରୋ

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ ଗିରଫ କରିଛି। ସେମାନେ ହେଲେ କଟକ-ପୁରୀ ବାଇପାସ୍‌ ରୋଡରେ ଖୋଲିଥିବା ୨ଜଣ ରେଷ୍ଟୁରାଣ୍ଟ…

୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ ହୋଇଥିବାବେଳେ ମଧ୍ୟପ୍ରଦେଶ ସବୁଠାରୁ ଅଧିକ କ୍ଷତି ସହିଛି। ଓଡ଼ିଶା ସରକାର ଅଂଶଧନକୁ ୫୦…

ବଜେଟ୍‌କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି।ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା…

ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ବଡ଼ ପ୍ରଶ୍ନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ବଡ଼…

ନନ୍ଦନକାନନ ନୂଆ ନିର୍ଦ୍ଦେଶକ ହେଲେ IFS  ସନତ କୁମାର ଏନ

ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ । ତେବେ ନିର୍ଦ୍ଦେଶକ ଥିବା ମନୋଜ ଭି. ନାୟରଙ୍କୁ SPCB ମେମ୍ବର ସେକ୍ରେଟାରୀ ଦାୟିତ୍ୱ…

ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଡ୍ରେସକୋର୍ଡ

ଭୁବନେଶ୍ବର,୨।୨: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ । ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି । ସେମାନଙ୍କର…

ରାଜ୍ୟ ସଭା ନିର୍ବାଚନ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, ରାଜ୍ୟ ସ୍ବାର୍ଥ ପାଇଁ ନବୀନଙ୍କୁ ଭେଟିବି

ଭୁବନେଶ୍ୱର,୨ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ଆଜି ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଦାସ । ମର୍ଯ୍ୟାଦା ପାଇଁ ରାଜ୍ୟ ସଭା ନିର୍ବାଚନ ଲଢ଼ିବୁ ବୋଲି କହିଛନ୍ତି। ରାଜ୍ୟର ବୃହତ ସ୍ବାର୍ଥ ପାଇଁ ଦିନେ ଦୁଇଦିନ ଭିତରେ ନବୀନଙ୍କ ସହ…

୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨ା୨(ବନ୍ଦନା ସେଠୀ): ରାଜ୍ୟରେ ଏବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଅତ୍ୟଧିକ କୁହୁଡି ପାଇଁ ଜନଜୀବନ ପ୍ରଭାବିତ ହେଉଛି। ସୋମବାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଏବଂ ପୁରୀରେ ଘନ କୁହୁଡି ହେବା ନେଇ ୟେଲୋ…

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?