ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ସୂଚନା ଓ…
ରାଜ୍ୟବାସୀଙ୍କ ତରଫରୁ ଦ୍ରୌପଦୀଙ୍କୁ ନବୀନଙ୍କ ଶୁଭେଚ୍ଛା
ଭୁବନେଶ୍ବର, ୨୨ା୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାର ଲାଗିଛି। ଦ୍ରୌପଦୀଙ୍କୁ ଏହି ବିପୁଳ ଭୋଟ ବ୍ୟବଧାନର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ୍ କରି ଶୁଭେଚ୍ଛା…
ଚିଲିକା ପାଇଁ ସ୍ବତନ୍ତ୍ର ନୀତି ହେଉ: ବିରୋଧୀ
ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ସରକାର ଉଭୟ ଚିଲିକାର ଗୁଣବତ୍ତା ଓ ମତ୍ସ୍ୟଜୀବୀମାନଙ୍କର ଜୀବିକାକୁ ସାମଗ୍ରିକ ଓ ସାମୂହିକ ଭାବେ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ। ଶୁକ୍ରବାର ବିରୋଧୀଙ୍କ ଆଗତ ମୁଲତବୀ ଆଲୋଚନା ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ…
ସୂର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ…
ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ଏନେଇ…
୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ…
ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍, ୨ ସପ୍ତାହ ଭିତରେ ଜବାବ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୨।୭(ବ୍ୟୁରୋ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମଙ୍କୁ…
୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାକୁ ନେଇ ବିରୋଧୀ ବାଚସ୍ପତିଙ୍କ…
ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ: ଜିଲାପାଳଙ୍କୁ ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ ପ୍ରଦାନ
ଖୋର୍ଦ୍ଧା ଅଫିସ,୨୨ା୭: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧାସ୍ଥିତ ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ହେବ। ପାଇକ ବିଦ୍ରୋହର ସ୍ମୃତିଚିହ୍ନସ୍ବରୂପ ଗଡ଼ଖୋର୍ଦ୍ଧା ଛକରେ ରହିଛି ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, କୃତ୍ତିବାସ ପାଟ୍ଟଶାଣୀ, ମାଧବ ଚନ୍ଦ୍ର ରାଉତରାୟ ଓ ପିଣ୍ଡିକି…
ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ ସବୁ ସିଆର୍ସିସିଙ୍କୁ କାର୍ଯ୍ୟାନ୍ତର କରିବା ଲାଗି ଗଣଶିକ୍ଷା ବିଭାଗ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି…
ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୯୦ ଜଣ ଚିହ୍ନଟ ହୋଇଥିବା…
ରାଜ୍ୟ ସରକାର-ଆଇଏଫ୍ସି ବୁଝାମଣାପତ୍ର ସ୍ବାକ୍ଷର
ଭୁବନେଶ୍ବର,୨୨ା୭(ବ୍ୟୁରୋ): ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରୀକରଣ ଓ ପୁନଃ ବିନିଯୋଗ ପାଇଁ ରାଜ୍ୟ ସରକାର ଓ ବିଶ୍ୱବ୍ୟାଙ୍କର ଅନ୍ତର୍ଜାତୀୟ ଅର୍ଥ ନିଗମ (ଆଇଏଫ୍ସି) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ…
Archives


