ରାଜ୍ୟରୁ ସୁସ୍ଥ ହେଲେ ୧୦୨୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୦୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ଏହାକୁ ମିଶାଇ ରାଜ୍ୟରେ ୧୨,୮୭,୯୪୧ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…
ଆସନ୍ତା ୨୫ରୁ ଗଡ଼ିବ କଟକ-ପାରାଦୀପ ମେମୁ ଟ୍ରେନ୍
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରୁ ପାରାଦୀପରୁ କଟକ ଓ କଟକରୁ ପାରାଦୀପ ଦୁଇଟି ମେମୁ ଟ୍ରେନ ଯାତାୟାତ କରିବ। ପ୍ରତି ଦିନ କଟକରୁ ଦିନ ୧୧ଟା ୩୦ରେ ଏହି ଟ୍ରେନ ଛାଡ଼ି ଥିବା ବେଳେ ପାରାଦୀପରୁ ଅପରାହ୍ନ ୨ଟାରେ କଟକ ଅଭିମୁଖେ…
ରାତି ସୁଦ୍ଧା ସବୁ ଜିଲାରେ ପହଞ୍ଚିବ ଟିକା
ଭୁବନେଶ୍ବର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହାକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ଓଡ଼ିଶାରେ ଏବେ ତିନି ପ୍ରକାର ଟିକାକରଣ ପ୍ରକ୍ରିୟା ଜାରି…
କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ
ଭୁବନେଶ୍ୱର,୨୧ା୭(ବ୍ୟୁରୋ): ସୋନିଆ ଗାନ୍ଧୀଙ୍କୁ ଇଡି ସମନ ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ଭବନରୁ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ବାହାରିଥିଲେ। ରାଜମହଲ ଛକରେ ପୋଲିସ ଅଟକାଇବାରୁ କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ ହୋଇଥିଲେ। ସୂଚନାଯୋଗ୍ୟ, ନ୍ୟାଶନାଲ ହେରାଲ୍ଡ…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ବିଧାନସଭା ଅଧିବେଶନରେ ଉଠିଲା ଇଡିର ଜେରା ପ୍ରସଙ୍ଗ । ଏହାକୁ ନେଇ ବିଧାନସଭାରେ ଭାଜପା ଓ କଂଗ୍ରେସ ସଦସ୍ୟଙ୍କ ହୋହାଲ୍ଲା ଓ ହଟ୍ଟଗୋଳ ଯୋଗୁ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ସୂଚନାନୁଯାୟୀ, ବିଧାନସଭା ଗୁରୁବାର…
ଶପିଂମଲ୍ରେ ବୁଷ୍ଟର ଡୋଜ୍
ଭୁବନେଶ୍ୱର,୨୧ା୭(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ କରୋନା ମାଡ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଟିକାକରଣକୁ ବ୍ୟାପକ କରିଛି। ରାଜଧାନୀର ବିଭିନ୍ନ ମଲ୍ରେ ବୁଷ୍ଟର ଡୋଜ୍ ବ୍ୟବସ୍ଥା କରିଛି ବିଏମ୍ସି। ଆଜି ପାତ୍ରପଡ଼ା ଡିଏନ ରେଗାଲିଆ ମଲ୍, ହଂସପାଳ ସିମ୍ଫୋନି ମଲ୍…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଆର୍.ମାଧବନ
ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବଲିଉଡ୍ ଓ ସାଉଥ ଫିଲ୍ମ ଦୁନିଆର ପ୍ରସିଦ୍ଧ ଅଭିନେତା ଆର. ମାଧବନ ଏବଂ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଧବନ ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍ ପ୍ରଶଂସା କରିଥିଲେ। ନବୀନ ମଧ୍ୟ ମାଧବନଙ୍କ ପୁଅ…
ଓଟିଡିସି ମ୍ୟାନେଜର ଗିରଫ
ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନୀଲ ଘଡ଼େଇ ୬ ମାସରେ ୧୭ ଲକ୍ଷ ୫୦ ହଜାର…
୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ
ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଉଛି। ଭିତ୍ତିଭୂମି ବିକାଶ ସହ ଆଧୁନିକୀକରଣ କରାଯାଉଛି। ହେଲେ ଶିକ୍ଷକ ଅଭାବ…
ପରଲୋକରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରଲୋକରେ ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୨୦୧୯ରେ ମସ୍କିଷ୍କ ଏବଂ ଫୁସ୍ଫୁସ୍ କ୍ୟାନ୍ସରରେ ପୀଡ଼ିତ ଥିବା ନେଇ ରାଜେଶ୍ୱରୀ ଫେସ୍ବୁକ୍…
ଡରାଇଲାଣି କରୋନା: ଚିହ୍ନଟ ହେଲେ ଆଉ ୧୧୯୬ ଆକ୍ରାନ୍ତ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ବେଳକୁ ବେଳ କାୟା ବିସ୍ତାର କରୁଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୪୯୭ ଲୋକାଲ୍ କେସ୍…
୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ
ଭୁବନେଶ୍ୱର, ୨୦।୭(ବ୍ୟୁରୋ) – ରାଜ୍ୟର ୧୦ଟି ଜିଲାର ୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କେଉଁ କେଉଁ ସ୍ଥାନରେ ଡିଗ୍ରୀ କଲେଜ ଓ କେତେ ପିଲା ପଢ଼ୁଛନ୍ତି ଏବଂ କେଉଁ…
Archives


