ମେଟ୍ରୋ

ପିଜି ସ୍ପଟ୍‌ ନାମଲେଖା ପାଇଁ ଆଜି ମେଧା ତାଲିକା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍‌ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବାକୁ…

ମୁହଁ ଖୋଲିଲେ, ତଥାପି ଲୁଚାଇଲେ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଟଙ୍କା ପାଇଁ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଇ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ କଳାକାରନାମା ଧୀରେ ଧୀରେ ପଦାକୁ ଆସୁଛି। ଗତ ଗୁରୁବାର…

ନିଗମ ଅଧ୍ୟକ୍ଷ ତାଲିକା ଘୋଷଣା କଲେ ସରକାର

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ସରକାର ରବିବାର ବିଳମ୍ବିତ ସାରେ ନିଗମ ଏବଂ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ବହୁ ନେତାଙ୍କୁ ଏହି ତାଲିକାରେ ଥଇଥାନ କରାଯାଇଛି। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪ ନିର୍ବାଚନକୁ…

ଅର୍ଚ୍ଚନା ଏବଂ ଅଧିକାରୀ

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ରାଜ୍ୟର ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣାକୁ ନେଇ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସିବାରେ ଲାଗିଛି। ବଡ଼ବଡ଼ିଆଙ୍କୁ ପ୍ରେମ ଜାଲରେ ପକାଇ ସେମାନଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତ ସମୟର ଭିଡିଓ କରିବା ପରେ ତାକୁ ଧରି…

ଧାମନଗର ଉପନିର୍ବାଚନ: ସୂର୍ଯ୍ୟବଂଶୀ ସୂରଜ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ତେବେ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାଜପା କେନ୍ଦ୍ରୀୟ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କରୋନା ପଜିଟିଭ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ଜଣ ଥିବା ବେଳେ ୩୬ ଲୋକାଲ କେସ୍‌ ରହିଛି। ସେହିଭଳି ୬ ଜଣଙ୍କ ବୟସ ୧୮ ବର୍ଷରୁ କମ୍‌ ରହିଥିବା ନେଇ ରାଜ୍ୟ…

ବ୍ଲାକ୍‌ମେଲ୍‌ ସହ ନିଶା ଲିଙ୍କ୍‌: ହୋଟେଲରେ ଡିଲ୍‌ ବେଳର ଭିଡିଓ ଭା ଇରାଲ

ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ କେବଳ ବଡ଼ ବଡ଼ିଆ ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକ୍‌ମେଲ୍‌ କରୁ ନ ଥିଲେ ବରଂ ନିଶା କାରବାର ମଧ୍ୟ କରୁଥିବା କୁହାଯାଉଛି। ତେଣୁ ନିଜର କଳା ସାମ୍ରାଜ୍ୟ ବିଷୟରେ କାଳେ କିଏ ଜାଣିଦେବ,…

କୁଆଁର ପୂନେଇଁ ଉତ୍ସବରେ ଓଡ଼ିଆ ପରମ୍ପରାର ଝଲକ

ଭୁବନେଶ୍ୱର,୯।୧୦(ବ୍ୟୁରୋ):ଓଡ଼ିଶାର ପ୍ରଥା, ପରମ୍ପରା, ସଂସ୍କୃତିକୁ ନେଇ ନୃତ୍ୟ ମାଧ୍ୟମରେ ପାରମ୍ପରିକ ଢଙ୍ଗରେ ପାଳନ ହୋଇଛି କୁଆଁର ପୂନେଇଁ ଉତ୍ସବ। ଶନିବାର ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଏହି ଉତ୍ସବ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଓଡ଼ିଶୀ…

ଜୟନ୍ତୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍‌.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍‌ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଛି। ଏହି ଅବସରରେ ସେଠାରେ…

ବେଙ୍ଗାଲୁରୁରୁ ଓଡ଼ିଆ ସ୍ବିଗି ବୟ ଉଦ୍ଧାର

ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି…

୧୪ ଯାଏ ବର୍ଷା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ। ବିଶେଷ କରି ଦିନରେ ଅସରାଏ ଲେଖା ବର୍ଷା ହେବ।…

ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏ ନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?