ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ରାଜଧାନୀରେ ଟିକାକରଣ କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍ ଡୋଜ୍ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇଛି। ପୂର୍ବରୁ…
ପୋଷ୍ଟର ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଟୁଇଟ୍ ଯୋଗେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ…
‘କାଶୀପୁରରେ ସୁଧୁରୁଛି ସ୍ଥିତି’
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ ଥିଲା, ପାଖପାଖି ସ୍ଥାନକୁ ଏହା ଆକ୍ରାନ୍ତ କରିଛି । ପ୍ରଥମେ ଅବସ୍ଥା ଖରାପ…
ସାପ ହେଲେ ବି ମା’: ଭୋକରେ ମରିଗଲା, ହେଲେ ଛୁଆଙ୍କୁ ଖାଇଲାନି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ ଛୁଆଙ୍କୁ…
ଗୁରୁବାର ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ
ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍ସାଇଟ ମାଧ୍ୟମରେ ଦେଖିପାରିବେ।
ଗାଁ ମାଟିରେ ଆଇଏଲ୍ଏସ୍ ନିର୍ଦ୍ଦେଶକଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ାଙ୍କ ମରଶରୀର ଗୌହାଟୀରୁ ବୁଧବାର ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଡ. ପରିଡ଼ାଙ୍କ ମୃତଦେହ ପହଞ୍ଚିବା ପରେ ବିମାନବନ୍ଦରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଜନ୍ମମାଟି ଯାଜପୁର ଜିଲା ଭଗବାନପୁରରେ ଆଜି ତାଙ୍କ…
ଉପରମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ ପଜିଟିଭ୍
ଭୁବନେଶ୍ୱର,୨୦।୭(ବ୍ୟୁରୋ) : ରାଜ୍ୟରେ ସଂକ୍ରମଣ ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ…
ବ୍ୟାପକ ହେବ ଆଇଟି କ୍ଷେତ୍ର
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଓଡ଼ିଶାରେ ସୂଚନା ଓ ପ୍ରଯୁକ୍ତି (ଆଇଟି) କ୍ଷେତ୍ରକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏହି କ୍ଷେତ୍ରରେ ଅଧିକରୁ ଅଧିକ ଯେପରି ପୁଞ୍ଜିନିବେଶ ହୋଇପାରିବ ସେଥି ନିମନ୍ତେ ଦେଶ ବିଦେଶର ଆଇଟି କମ୍ପାନୀଗୁଡ଼ିକୁ ଆକୃଷ୍ଟ…
ସ୍କୁଲରେ ଆୟୋଜନ ହେବ ମାଥ୍ମେଟିକ୍ସ ମେଳା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି। ସେହିଭଳି ପିଲାଙ୍କ ମଧ୍ୟରେ…
ରାଜଧାନୀରେ ଟିକାକେନ୍ଦ୍ର ସଂଖ୍ୟା ୨୭କୁ ବୃଦ୍ଧି
ଭୁବନେଶ୍ୱର,୨୦।୭(ବ୍ୟୁରୋ): କରୋନା ମହାମାରୀ କାୟା ବିସ୍ତାର କରୁଥିବାବେଳେ ଏଥିରୁ ରକ୍ଷା ପାଇବା ପାଇଁ ସରକାର ଟିକାକରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରରେ ମହାମାରୀର ପ୍ରକୋପ ଅଧିକ ରହୁଥିବାରୁ ଏଠାରେ ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ବିଏମ୍ସି ପକ୍ଷରୁ ବିଭିନ୍ନ ପଦକ୍ଷେପ…
ଓଡ଼ିଶା ବନ୍ଦର ଆଂଶିକ ପ୍ରଭାବ
ଭୁବନେଶ୍ୱର,୨୦।୭ (ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତି ରାଗିଂ ସହି ନ ପାରି ଗତ ଜୁଲାଇ ୨ରେ କାରୁବାକୀ ହଷ୍ଟେଲରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ୧୮ଦିନ ବିତିଥିଲେ ସୁଦ୍ଧା ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ…
Archives


