ମେଟ୍ରୋ

ବିଧାନସଭାରେ ଚୁଡ଼ା, ମୁଢ଼ି ଝଡ଼

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଧନୀ, ଗରିବ ସମସ୍ତ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ। ଏହା ଏବେ ମହଙ୍ଗା ହୋଇଯାଇଛି। କେନ୍ଦ୍ର ସରକାର ଏହି ଖାଦ୍ୟ ସାମଗ୍ରୀ ଉପରେ ୫% ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲଗାଇଛନ୍ତି। କେବଳ ଏହି ୩ଟି…

‘ବର୍ଦ୍ଧିତ କୋଇଲା ରୟାଲ୍‌ଟି ମିଳୁନି’

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ ମେ’ ସୁଦ୍ଧା ନିଜସ୍ବ ରାଜସ୍ବ ବାବଦକୁ ୧୫, ୯୮୯ କୋଟି ୮୭ ଲକ୍ଷ ଟଙ୍କା ସଂଗ୍ରହ କରାଯାଇଛି। ସେଥିରୁ ନିଜସ୍ବ ଟିକସ ବାବଦକୁ ୬,୬୬୩ କୋଟି ୫୮ ଲକ୍ଷ, ନିଜସ୍ବ ଅଣଟିକସ ରାଜସ୍ବ ବାବଦକୁ ୯,…

ଏମ୍‌ସରେ ଅଗଷ୍ଟରୁ ବୃକ୍‌କ ପ୍ରତିରୋପଣ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବହୁ ପ୍ରତୀକ୍ଷିତ ବୃକ୍‌କ ପ୍ରତିରୋପଣ (ରେନାଲ୍‌ ଟ୍ରାନ୍ସପ୍ଲାଣ୍ଟ) ସର୍ଜରି ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ଏମ୍‌ସ ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଡା. ମୁକେଶ ତ୍ରିପାଠୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ପ୍ରକ୍ରିୟା ଆରମ୍ଭ…

ପୂର୍ବତନ ତହସିଲଦାରଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୭ (ବ୍ୟୁରୋ): ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସ ନବୀକରଣ ପାଇଁ ଯାଞ୍ଚ ରିପୋର୍ଟ ଦେବାକୁ ୫୦୦ ଟଙ୍କା ଲାଞ୍ଚ ମାମଲାର ରାୟ ୧୩ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ସମ୍ପୃକ୍ତ ଅଭିଯୁକ୍ତ ତଥା…

ସରିଯିବ କୋଭିଶିଲ୍ଡ ଟିକା

ଭୁବନେଶ୍ୱର, ୧୯।୭(ବ୍ୟୁରୋ):କରୋନା ପ୍ରତିଷେଧକ ଭାବେ ରାଜ୍ୟରେ ବ୍ୟବହାର କରାଯାଉଥିବା କୋଭିଶିଲ୍ଡ ଟିକା ଆସନ୍ତା ଦୁଇତିନି ଦିନ ଭିତରେ ସରିଯିବ। ସବୁ ଜିଲାରେ କମ୍‌ ସଂଖ୍ୟକ କୋଭିଶିଲ୍ଡ ଟିକା ମହଜୁଦ ଥିବାବେଳେ ରାଜ୍ୟରେ ମାତ୍ର ୨ ଲକ୍ଷ ୨୧ ହଜାର ଡୋଜ୍‌ ରହିଛି।…

ରୁଚିକାଙ୍କୁ ନ୍ୟାୟ: ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଆତ୍ମହତ୍ୟା କରିଥିବା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ କୃଷକ ସଂଗଠନ ଏବଂ ନବନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ…

ରାଷ୍ଟ୍ରପତି ନିର୍ବାଚନ: ମତଦାନ କଲେ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ ନିଜର ମତ ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୮୫,୩୭୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଲକ୍ଷପତି ଆଶାରେ କରୁଥିଲେ ବ୍ରାଉନସୁଗାର ବ୍ୟବସାୟ: ବାନ୍ଧିଲା ଅବକାରୀ ଟିମ୍‌

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ବର ଅବକାରୀ ବିଭାଗ ୩୪ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ କପିଳେଶ୍ବରର ଛବି ଭୋଇ। ଛବି ଲକ୍ଷପତି ହେବା…

‘ସରିଆସିଲାଣି କୋଭିସିଲ୍ଡ଼ ଟିକା, ଆଉ ୨ ଦିନ ଯାଏ ହୋଇପାରିବ ଟିକାକରଣ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ତେବେ ଟିକାକରଣକୁ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା…

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ: ‘ଭ୍ୟାକ୍ସିନେଶନ ଉପରେ ଦିଆଯାଉଛି ଫୋକସ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜିଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେଶନ ବଢ଼ାଇବା ଉପରେ…

ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା । ଏହାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଜିଏସ୍‌ଟି ହଟାଇବାକୁ କଂଗ୍ରେସ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri