ମେଟ୍ରୋ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ…

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କ ୧.୦୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୪।୧୦(ବ୍ୟୁରୋ):ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର କଟକ ଓ ଭୁବନେଶ୍ୱର ଶାଖାରେ ହୋଇଥିବା ଠକେଇ ମାମଲାର ଅର୍ଥ କାରବାର ସଂକ୍ରାନ୍ତରେ ତଦନ୍ତ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତ ତଥା ଉକ୍ତ ବ୍ୟାଙ୍କର ପୂର୍ବତନ ହେଡ୍‌ କ୍ୟାଶିୟର ବେଦବ୍ୟାସ ବାରିକ ଓ…

କ୍ରୁଟ୍‌ ମହାପ୍ରବନ୍ଧକଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆୱାର୍ଡ’

ଭୁବନେଶ୍ୱର, ୪।୧୦ (ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ମହାପ୍ରବନ୍ଧକ ଦୀପ୍ତି ମହାପାତ୍ରଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆଓ୍ବାର୍ଡ’ ମିଳିଛି। ରବିବାର ତୁର୍କୀର ବାଲିକେସିର୍‌ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱର ଏହି…

ଆନ୍ତଃରାଜ୍ୟ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ବର,୪ା୧୦(ବ୍ୟୁରୋ):ଦୁର୍ଗାପୂଜା ଦେଖିବାକୁ ଯାଉଥିଲେ ସାବଧାନ। ସହରରେ ମାତିଛନ୍ତି ଏକାଧିକ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌। ଭିଡ଼ ଭିତରେ ପକେଟରୁ, ବ୍ୟାଗ୍‌ରୁ ସବୁକିଛି ଲୁଟିନେଉଛନ୍ତି। ପିଲାଙ୍କଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ ବେକରୁ ସୁୁନାଚେନ୍‌ ବି ଝାମ୍ପିନେଉଛନ୍ତି। ଟିକିଏ ସତର୍କ ନ ରହିଲେ ଏସବୁ ତ ହରାଇବେ,…

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଅଧିକାଂଶ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୋମବାର କେତେକ…

୧୭ରେ ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ

ଭୁବନେଶ୍ବର, ୪ା୧୦(ବ୍ୟୁରୋ):ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ୨୦୨୨ର ତୃତୀୟ ସଂସ୍କରଣ’ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଚଳିତ ମାସ ୧୭ରେ ହାଇଦ୍ରାବାଦରେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି ସହଯୋଗରେ…

ପୁରୁଣାଙ୍କୁ ପୁଣି ସୁଯୋଗ

ଭୁବନେଶ୍ୱର, ୪ା୧୦:ରାଜ୍ୟରେ ବେରୋଜଗାରି ବଢ଼ିବାରେ ଲାଗିଛି। ଯୁବଗୋଷ୍ଠୀ ସରକାରୀ ଚାକିରିଟିଏ ପାଇବା ପାଇଁ ଦୀର୍ଘ ବର୍ଷ ଧରି ଅପେକ୍ଷା କରି ରହୁଛନ୍ତି। ସେଣ୍ଟ୍ରାଲ୍‌ ଫର ମନିଟରିଂ ଇଣ୍ଡିଆନ ଇକୋନୋମି(ସିଏମ୍‌ଆଇଇ) ରିପୋର୍ଟ ଅନୁଯାୟୀ, ସାରା ଦେଶରେ ବେକାର ହାର ଗତ ଅଗଷ୍ଟରେ ୮.୩%…

ଉପନିର୍ବାଚନକୁ ନେଇ ସରଗରମ ରାଜନୀତି: କାହାକୁ ପ୍ରାର୍ଥୀ କରିବେ ୩ ଦଳ

ଭୁବନେଶ୍ୱର,୩।୯(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ଆଉ ମାସେ ରହିଲା। ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ପରେ ସୋମବାର ଉପ ର୍ନିବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ନିର୍ବାଚନ ତାରିଖ ଘୋଷଣା ପରେ ୩ ପ୍ରମୁଖ ଦଳ କାହାକୁ ପ୍ରାର୍ଥୀ କରିବେ ତାହାକୁ ନେଇ…

କଣ୍ଠଶିଳ୍ପୀ ମୁରଲୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩।୯(ବ୍ୟୁରୋ): ଷ୍ଟେଜ୍‌ରେ ଗୀତ ଗାଉଥିବା ବେଳେ କୋରାପୁଟ ଜିଲା ଜୟପୁରର ଜଣାଶୁଣା କଣ୍ଠଶିଳ୍ପୀ ମୁରଲୀ ମହାପାତ୍ରଙ୍କ ପରଲୋକ ହୋଇଛି। ହୃଦଘାତରେ ସେ ପ୍ରାଣ ହରାଇଥିବା ସ୍ପଷ୍ଟ ହୋଇଛି । ଅନ୍ୟପକ୍ଷେ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ…

ଖୁବ୍‌ଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ: ବିରୋଧୀ ଦଳନେତା

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିରୋଧୀ ଦଳନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ଯେ କହିଛନ୍ତି, ଉପନିର୍ବାଚନ ପାଇଁ ଆମ ଦଳ ସବୁବେଳେ ପ୍ରସ୍ତୁତ ଅଛି। ଧାମନଗର ଲୋକଙ୍କର ବିଷ୍ଣୁ ସେଠୀଙ୍କ ପ୍ରତି ଭଲ…

ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ପଶ୍ଚିମକେନ୍ଦ୍ରୀୟ ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଅକ୍ଟୋବର ୭ରେ ଏହାକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?