‘ରାଜ୍ୟରେ ୧୩ ଲକ୍ଷ ବୁଷ୍ଟର ଡୋଜ୍ ମହଜୁଦ ଅଛି’
ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍ ଦିଆଯାଉଛି। ୨୩୨୦ କେନ୍ଦ୍ରରେ ଏହି ଟିକାକରଣ ଚାଲିଛି। ଏ ବୟସ ବର୍ଗରେ ୨…
ରାଜଧାନୀରେ ୧୨ କେନ୍ଦ୍ରରେ ଦିଆଯିବ ବୁଷ୍ଟର ଡୋଜ୍
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍ ଦିଆଯିବ। ରାଜଧାନୀର ୟୁନିଟ-୪ ସହାରଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଏମ୍ସି କମିଶନର ଏହି ଟିକାକରଣର ଶୁଭାରମ୍ଭ କରିବେ। ସହରରେ ମୋଟ ୧୨ଟି ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି। କ୍ୟାପିଟାଲ ହସ୍ପିଟାଲ,…
ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍
ଭୁବନେଶ୍ୱର,୧୫।୭(ବ୍ୟୁରୋ):ରାଜ୍ୟରେ ଆଜିଠୁ ମାଗଣାରେ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ୭୫ ଦିନ ପର୍ଯ୍ୟନ୍ତ ଟିକାକରଣ ମାଗଣାରେ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…
ଆଜି ରାଜ୍ୟରେ ୧୦୦୦ ଟପିଲା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଆଜି ରାଜ୍ୟରେ ୧୦୦୦ ଟପିଛି କରୋନା ସଂକ୍ରମଣ। ଶୁକ୍ରବାର ୧୦୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଘରୋଇ ସ୍କୁଲ ଆର୍ଥିକ କାରବାରର ଅଡିଟ୍ ହେଉ
ଭୁବନେଶ୍ୱର,୧୫।୭ (ବ୍ୟୁରୋ): ଘରୋଇ ସ୍କୁଲଗୁଡିକର ଆର୍ଥିକ କାରବାରରେ ସ୍ବଚ୍ଛତା ପାଇଁ ସରକାର ପ୍ରତି ବର୍ଷ ଅଡିଟ କରିବାକୁ ଦାବି କରିଛି ଓଡିଶା ଅଭିଭାବକ ମହାସଂଘ। ଏନେଇ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଚିଠି ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଓ ଗଣଶିକ୍ଷା…
ଅବହେଳିତ ଅବସ୍ଥାରେ ପ୍ରାଚୀନ ମନ୍ଦିର
ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ସେବତୀପୁର-ପଶ୍ଚିମପାରି ଗ୍ରାମରେ ଅବହେଳିତ ଅବସ୍ଥାରେ ଥିବା ଏକ ପ୍ରାଚୀନ ମନ୍ଦିରର ସନ୍ଧାନ ମିଳିଛି। ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପ୍ ଓ ହେରିଟେଜ ଆଣ୍ଡ କଲ୍ଚର କ୍ଲବ, ଆଇଆଇଟିଟିଏମ୍ ଅନୁଷ୍ଠାନର ଏକ ମିଳିତ ଐତିହ୍ୟ-ଅନୁସନ୍ଧାନକାରୀ…
ଆଜିଠାରୁ ଶିକ୍ଷାନୁଷ୍ଠାନରେ ଦସ୍ତଖତ ଅଭିଯାନ
ଭୁବନେଶ୍ୱର,୧୫।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନ୍ୟାୟ ପ୍ରଦାନ ସହ ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ରାଗିଂ ମୁକ୍ତ କରାଇବା ପାଇଁ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍ଏଫ୍) ପକ୍ଷରୁ ରାଜ୍ୟବ୍ୟାପୀ ଦସ୍ତଖତ ସଂଗ୍ରହ ଅଭିଯାନ ପାଇଁ ନିଷ୍ପତ୍ତି…
କଲେଜରେ ହେବ ଟିକାକରଣ
ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି। ଗତ କିଛି ଦିନ ହେବ ଲଗାତର ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା…
ଏଣିକି କଲେଜରେ ଦିଆଯିବ ଟିକା
ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ ଶିକ୍ଷାନୁଷ୍ଠାନରେ କୋଭିଡ୍ ଟିକା ଦିଆଯିବ। ସେହିପରି ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଟିକାକରଣକୁ ଜୋରଦାର…
ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ କିଛି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଆଉ କେତେକ ଜିଲାରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି। ସେହିପରି ଆଉ କିଛି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ। ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ଭାଜପା…
Archives


