ମେଟ୍ରୋ

ଉପରାଷ୍ଟ୍ରପତି ପଦବୀକୁ ନେଇ ଚାଲିଛି ଅଙ୍କକଷା: ଓଡ଼ିଶାରୁ ହେବେ କି? ଏହି ନାଁ ଉପରେ ଜୋର୍‌ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୭: ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ରାଜନୌତିକ ମହଲ ଗରମ ରହିଛି। ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଏହି ସମୟରେ ଅନେକ ରାଜନେତାଙ୍କ ନାଁ ସାମ୍ନାକୁ ଆସୁଛି। କୁହାଯାଉଛି...

ଧାନ ବିକ୍ରି ସମସ୍ୟା: ମାର୍ଗଦର୍ଶିକା ସର୍ତ୍ତାବଳୀରେ କୋହଳ କରିବେ ସରକାର

ଭୁବନେଶ୍ୱର,୨୨।୭: ଚାଷୀଙ୍କ ଧାନ ବିକ୍ରି ନେଇ ମଙ୍ଗଳବାର ଲୋକ ସେବା ଭବନରେ ଏକ ବଡ଼ ବୈଠକ ହୋଇଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବୈଠକରେ ଯୋଗଦେଇ ବିଭାଗୀୟ ଅଧିକାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଚାଷୀଙ୍କ ଧାନ ବିକ୍ରି...

ପୁରୀରେ ବସ୍‌ଷ୍ଟାଣ୍ଡ ନିକଟରେ ତିନି ଭଉଣୀଙ୍କୁ ଅସଦାଚରଣ: ଦୁଇ ଅଭିଯୁକ୍ତଙ୍କୁ ଧରି ପୋଲିସରେ ଦେଲେ ପରିବାର ଲୋକେ

ପୁରୀ,୨୨।୭: ପୁରୀ ସଦର ଥାନା ଅଧୀନ କଣ୍ଠାପୁର ଅଞ୍ଚଳରେ ଥିବା ଏକ ବସ୍‌ଷ୍ଟାଣ୍ଡ ନିକଟରେ ସୋମବାର ସନ୍ଧ୍ୟାରେ ଛଅ ଜଣ ମଦ୍ୟପାୟୀ ଯୁବକ ତିନି ଭଉଣୀଙ୍କୁ ଉତ୍ତ୍ୟକ୍ତ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ତିନି ଭଉଣୀ ସେମାନଙ୍କ ଘରୁ...

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୨।୭: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ...

ପୁଣି ଲଘୁଚାପ: ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୭: ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି,...

ଭୁଲ୍‌ ବୁଝାମଣା

କେତେକ କ୍ଷେତ୍ରରେ କୌଣସି ନା କୌଣସି କାରଣରୁ ତ କେତେକ କ୍ଷେତ୍ରରେ କୌଣସି କାରଣ ନ ଥାଇ ଭୁଲ୍‌ ବୁଝାମଣା ସୃଷ୍ଟି ହୁଏ। ତେବେ ଭୁଲ୍‌ ବୁଝାମଣା ସୃଷ୍ଟି ଓ ବଢିବା ହେବା ମୂଳରେ ରହୁଛି ଜଣେ ଅନ୍ୟଜଣଙ୍କୁ କିମ୍ବା...

ଆଇନମନ୍ତ୍ରୀଙ୍କ ଘରକୁ ଗଲେ ରାଜ୍ୟପାଳ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୨।୭(ସୁନୀତ ମିଶ୍ର):ରାଜ୍ୟପାଳ ହରିବାବୁ କମ୍ଭମପାଟି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସୋମବାର ତାଙ୍କ ସରକାରୀ ବାସଭବନଠାରେ ଭେଟିଛନ୍ତି। ତେବେ ରାଜ୍ୟପାଳ ଆଇନମନ୍ତ୍ରୀଙ୍କୁ ଭେଟିବା ପାଇଁ ତାଙ୍କ ସରକାରୀ ବାସଭବନକୁ ଯିବା ବିଷୟକୁ ନେଇ ଚର୍ଚ୍ଚା ଜୋର ଧରିଛି।...

ପାଣ୍ଡରାରେ ୨.୬୦୦ ଏକର ସରକାରୀ ଜମି କବ୍‌ଜା କରିଛନ୍ତି ପ୍ରଭାବଶାଳୀ

ଭୁବନେଶ୍ୱର, ୨୨ା୭(ବନ୍ଦନା ସେଠୀ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡରା ମୌଜାରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ କରାଯାଇଛି। ଦୀର୍ଘଦିନ ଧରି ୨ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମିକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ମାଡ଼ିବସି ଘର, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ନିର୍ମାଣ...

ବିମାନ ଚଳାଚଳରେ ନୂଆ ମାଇଲଖୁଣ୍ଟ: ଓଡ଼ିଶାରେ ମିଳିବ ଏମ୍‌ଆର୍‌ଓ ସୁବିଧା

ଭୁବନେଶ୍ୱର, ୨୨ା୭(ଅନୁରାଧା ମହାରଣା):ରାଜ୍ୟ ସରକାରଙ୍କ ‘ନୂଆ ଗନ୍ତବ୍ୟନୀତି’ ଦ୍ୱାରା ପରିଚାଳିତ ତଥା ବାଣିଜ୍ୟ ଓ ପରିବହନ ବିଭାଗର ନେତୃତ୍ୱରେ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ବିମାନ ସଂଯୋଗକୁ ପ୍ରୋତ୍ସାହିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ବିମାନ ରକ୍ଷଣାବେକ୍ଷଣ, ମରାମତି...

ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ...

ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର

ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ...

ରାଜନୀତିରେ ହଇଚଇ: ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନେତାଙ୍କ ଛାତି ଧଡ଼ଧଡ଼

ଭୁବନେଶ୍ୱର,୨୧।୭: ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri