ମେଟ୍ରୋ

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨ା୨: ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ…

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ରବିନାରାୟଣ ଜେନା): ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହେଲେ କ୍ଷମତା ଅଧିକାରୀଙ୍କୁୁ ଏଭଳି…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବଜେଟ୍ ଏକ ଅଭିବୃଦ୍ଧି ମୂଳକ ବଜେଟ୍…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍‌ ଉପରେ ମୁଁ ମୋର ନିରାଶା ପ୍ରକାଶ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ ମିଥ୍ୟା ଅଭିଯୋଗରେ ପୋଲିସର ଗିରଫଦାରୀ ପ୍ରତିବାଦରେ ଗ୍ରାମବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କର୍ତ୍ତୃପକ୍ଷ କୁମ୍ଭୀରଙ୍କ ପୋଷ୍ଟମର୍ଟମ କରିଛନ୍ତି…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ନିକୋଟିନ…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?