ମେଟ୍ରୋ

ବଢିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି

ଭୁବନେଶ୍ବର,୩୦।୯(ବ୍ୟୁରୋ): ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧିକୁ ବୃଦ୍ଧି କରାଯିବ। ଏ ସମ୍ପର୍କିତ ମାମଲାର ଶୁଣାଣି ହାଇକୋର୍ଟରେ ଚାଲିଥିବା ବେଳେ ଆଉ ମାସେ ସମୟସୀମା ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଶୁକ୍ରାର ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ…

ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର,୩୦।୯(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗେ ଦେବେ। ତେବେ ବୈଠକରେ କ୍ୟାବିନେଟର ୧୦ରୁ ଅଧିକ…

ଆଜି ରାଜ୍ୟରୁ ୨୦୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୦ ଜଣ ଚିହ୍ନଟ ହୋଇଥିବା…

ଭାଙ୍ଗିଲା ନିର୍ମାଣାଧୀନ ତୋରଣ

ଭୁବନେଶ୍ୱର,୩୦।୯ (ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅନ୍ତର୍ଗତ ଟଙ୍କପାଣିରୋଡ୍‌ସ୍ଥିତ ବ୍ରହ୍ମେଶ୍ୱର ଦୁର୍ଗାପୂଜା କମିଟି ପକ୍ଷରୁ ନିର୍ମାଣ କରାଯାଉଥିବା ଲାଇଟ୍‌ ତୋରଣ ଗୁରୁବାର ହୋଇଥିବା ବର୍ଷା ଓ ପବନରେ ଭାଙ୍ଗି ପଡିଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଘଣ୍ଟାଏରୁ…

ଭସାଣରେ ପଞ୍ଜାବୀ ଢୋଲକ ମୁଖ୍ୟ ଆକର୍ଷଣ

ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ କରି ଆଗରେ ରହିବାକୁ ବିଭିନ୍ନ କମିଟି…

‘ମୁଁ ଓଲ୍ଡଟାଉନ୍‌ ଗୁଣ୍ଡା, ୫୦ହଜାର ଘରେ ନ ପହଞ୍ଚତ୍ଲେ ଭଲ ହେବନି’

ଭୁବନେଶ୍ୱର,୩୦।୯(ବ୍ୟୁରୋ): ବର୍ଷକୁ କୋଟି କୋଟି କମାଉଛୁ, କିନ୍ତୁ ପଚାଶ ହଜାର ଦେବୁ ନାହିଁ କାହିଁକି? ମୁଁ ଓଲ୍ଡଟାଉନ୍‌ ଗୁଣ୍ଡା, ମୋର କିଛି ଶୁଣିବାର ନାହିଁ। ଦୁର୍ଗା ପୂଜା ପୂର୍ବରୁ ୫୦ ହଜାର ଟଙ୍କା ଘରେ ଦେଇଆସିବୁ। ନହେଲେ ଭଲ ହେବନି। ଜଣେ…

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି…

୧୩ ଲକ୍ଷ ଟଙ୍କାର ଅଷ୍ଟ୍ରେଲିଆନ୍‌ କୋଇଲା ଜବତ

ଭୁବନେଶ୍ୱର,୩୦ା୯ (ବ୍ୟୁରୋ): ଯାଜପୁର ଅଞ୍ଚଳକୁ ଚୋରା ଚାଲାଣବେଳେ ଭଦ୍ରକ ଜିଲା ଧୁଷୁରୀ ଥାନାଞ୍ଚଳରୁ ବିପୁଳ ପରିମାଣର ଅଷ୍ଟ୍ରେଲିଆନ କୋଇଲା ସହ ଟ୍ରକକୁ ଜବତ କରିଛି କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)। ଏଥିସହ ଟ୍ରକ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ…

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ ପ୍ରକାଶ: ପାସ୍‌ ହାର ୯୧.୮୨%

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ପାସ୍‌ ହାର ୯୧.୮୨% ରହିଛି। ରାଜ୍ୟରେ ମୋଟ ୧,୧୮୭ଜଣ ଛାତ୍ରୀଛାତ୍ର ଇନ୍‌ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧,୦୯୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌ ହାର ୯୩.୧୫% ଥିବାବେଳେ ବିଜ୍ଞାନରେ ୮୮%,…

ଗୋଟିଏ ଦିନରେ ବିଜେଡି କାର୍ଯ୍ୟକ୍ରମ କରିବାକୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ବର,୩୦ା୯(ବ୍ୟୁରୋ): ଭାଜପା କାର୍ଯ୍ୟକ୍ରମକୁ ବିଜେଡି ଡରୁଛି କି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସଭା ଯେଉଁଦିନ ସେଦିନ କାହିଁକି ବିଜେଡି ସମ୍ମିଳନୀ କଲା। ଭାଜପାକୁ ସେମାନଙ୍କ ଏତେ ଭୟ କାହିଁକି ବୋଲି ପ୍ରଶ୍ନକରି ବର୍ଷିଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ।…

ନକଲି ସରକାରକୁ ଫିଙ୍ଗିଦିଅ: ନଡ୍ଡା

ଭୁବନେଶ୍ବର,୩୦ା୯(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଏହା ପୂର୍ବରୁ ଶାସକ ବିଜେଡି ଏବଂ ଭାଜପା ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ ବଳ କଷାକଷି ଆରମ୍ଭ କରିଦେଇଛନ୍ତି। ଗୋଟିଏ ପଟେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡା ଗୁରୁବାର ପ୍ରଥମ…

ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଆମ ଦଳ ଲୋକଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ତାହା ଉପରେ ଧ୍ୟାନ ଦିଅ। ଗୁରୁବାର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?