ମେଟ୍ରୋ

ଟୁଙ୍ଗୁରୁ ଭୋଳ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ମହିଳାଙ୍କୁ ବଳାତ୍କାର କରିବା ଓ ତାଙ୍କ ସହିତ ପ୍ରେମ ସମ୍ପର୍କିତ ଭିଡିଓ ଭାଇରାଲ କରିବା ଅଭିଯୋଗରେ ଆଲୋକ ଭୋଳ ଓରଫ ଟୁଙ୍ଗୁରୁଙ୍କୁ ଭରତପୁର ଥାନା ପୋଲିସ ଗୁରୁବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ…

ଏଣିକି ସିଟ୍‌ ବେଲ୍ଟ ନ ପିନ୍ଧିଲେ ଦେବାକୁ ପଡିବ ଜରିମାନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଏଣିକି କାର୍‌ରେ ବସୁଥିବା ଲୋକଙ୍କ ପାଇଁ ସିଟ୍‌ ବେଲ୍ଟ ବାଧ୍ୟତାମୂଳକ ହେବ। ଏ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପରିବହନ କମିଶନରଙ୍କୁ ଚିଠି ଲେଖାଯାଇଛି । ସିଟ୍‌ ବେଲ୍ଟ ନ ପିନ୍ଧିଲେ ୧୦୦୦ଟଙ୍କା ଜରିମାନା ହେବ ବୋଲି ଜଣାପଡିଛି।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୩,୪୩୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ…

ପୁରୀ ସ୍ବର୍ଗଦ୍ୱାରରେ ଜୟନ୍ତୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା…

ପଦଯାତ୍ରା ପୂର୍ବରୁ ବିଜେଡିର ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ତେବେ ପଦଯାତ୍ରା ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ହେବାକୁ ଥିବା ପଦଯାତ୍ରା ବିଷୟରେ ଆଲୋଚନା…

୩ରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ…

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକ ବୁଧବାର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୦ବର୍ଷ ହୋଇଥିଲା। ସେ ଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ଅସୁସ୍ଥ ଥିଲେ। ଏକ ଘରୋଇ ହସ୍ପିଟାଲରେ…

ଆଜିଠୁ ନଡ୍ଡାଙ୍କ ୨ଦିନିଆ ଓଡ଼ିଶା ଗସ୍ତ, ବରମୁଣ୍ଡା ପଡ଼ିଆରେ ବିଜେଡିର ଦୁଇ ଦିନିଆ ସମ୍ମିଳନୀ ଆରମ୍ଭ

ଭୁବନେଶ୍ବର,୨୯ା୯(ବ୍ୟୁରୋ): ଭୁବନେଶ୍ୱରରେ ଗୁରୁବାର ହାଇଭୋଲ୍‌ଟେଜ୍‌ ରାଜନୈତିକ ଟକ୍କର ଦେଖିବାକୁ ମିଳିବ। ଦଳୀୟ କାର୍ଯ୍ୟକ୍ରମ ବାହାନାରେ ଉଭୟ ବିଜେଡି ଏବଂ ଭାଜପା ନିଜ ନିଜର ଶକ୍ତି ପ୍ରଦର୍ଶନ କରିବେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଓଡ଼ିଶା ଗସ୍ତ ଲାଗି ଭାଜପା କରିଥିବା…

ଗଣଶିକ୍ଷା ମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର,୨୮ା୯(ବ୍ୟୁରୋ): ପୁରୀ ଜିଲା ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାକୁ ନେଇ ଆନ୍ଦୋଳନ ତେଜିବାରେ ଲାଗିଛି। ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଦାୟୀ କରିଛନ୍ତି ବିରୋଧୀ ଭାଜପା ଓ…

ଆଜି ରାଜ୍ୟରେ ୨୦୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଗୁରୁବାର ଓଡ଼ିଶା ଆସିବେ ନଡ୍ଡା, ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏଥିପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଆସନ୍ତାକାଲି ସକାଳ ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?