‘ସଂକ୍ରମଣ ବଢିଲେ ବି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍’
ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ବର୍ତ୍ତମାନ ଯେଉଁ ସଂକ୍ରମଣ ବଢ଼ୁଛି, ସେଥିରେ ଡାକ୍ତରଖାନା ଯିବା ରୋଗୀଙ୍କ ସଂଖ୍ୟା କମ୍ ରହିଛି। ମାତ୍ର ଏକ ପ୍ରତିଶତ ରୋଗୀ ଡାକ୍ତରଖାନା ଯାଉଛନ୍ତି।…
ଆଜି ପୁଣି ଧାରଣାରେ ରୁଚିକାଙ୍କ ମା’
ଭୁବନେଶ୍ୱର,୧୨।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଆଜି ପୁଣି ରୁଚିକାଙ୍କ ମା’ ଧାରଣାରେ ବସିଛନ୍ତି। ରୁଚିକାଙ୍କ ମୃତ୍ୟୁକୁ ୧୧ଦିନ ପୁରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପୋଲିସ ହାତରେ ଠୋସ ପ୍ରମାଣ ଲାଗିିନାହିଁ। ଯାହାକୁ…
୩୬ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୩.୬ କିମି ଉଚ୍ଚତା ଯାଏ ବ୍ୟାପିଛି। ଆଗମୀ ୩୬ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ସ୍ପଷ୍ଠ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା…
ଆଜି ରାଜ୍ୟରେ ୫୦୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୨।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ
ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ ଗାଡ଼ିରେ ବସାଇବା ସହିତ ଆନ୍ଦୋଳନ ସ୍ଥଳରେ ଥିବା ଟେଣ୍ଟକୁ ଭାଙ୍ଗି ଦେଇଛି। ଏଡି ଘଟଣାକୁ…
ଗ୍ୟାସ୍ ଦର ବୃଦ୍ଧି ହାଣ୍ଡିଶାଳକୁ ମହଙ୍ଗା ମାଡ଼: କଂଗ୍ରେସ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ବିଜେଡି ଏବଂ କେନ୍ଦ୍ରରେ ଭାଜପା ସରକାର ସାଧାରଣ ଜନତାଙ୍କୁ ମିଛ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଚାଲିଛନ୍ତି। ଗତ ୨ ବର୍ଷରେ କରୋନା ଯୋଗୁ ସାଧାରଣ ଜନତାଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ସେମାନଙ୍କ…
୨୧ରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୨
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ଅଧିକ କ୍ରିୟାଶୀଳ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହଯୋଗରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ବିଭାଗ ପକ୍ଷରୁ ଜୁଲାଇ ୨୧ ତାରିଖରେ ଭୁବନେଶ୍ୱରଠାରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୨ ଆୟୋଜନ ହେବ।…
ଋଣ ଭାର ୧.୧୨ ଲକ୍ଷ କୋଟି ଟପିବ
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ଏକ ଲକ୍ଷ ୧୨ ହଜାର କୋଟି ଟଙ୍କାକୁ ଟପିଯିବ। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଖର୍ଚ୍ଚ ତୁଲାଇବାକୁ ପ୍ରାୟ ୧୧ହଜାର କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଛନ୍ତି। ଚଳିତ…
ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି। ପାଣିପାଗ ବିଭାଗ ହିସାବ କହୁଛି, ଜୁଲାଇ ମାସରେ ଲଗାତର ୨ଟି ଲଘୁଚାପ ହୋଇଥିବା ବେଳେ…
ଦିବ୍ୟାଂଶୁ ମଲ୍ଲୁ ରାଜ୍ୟ ଟପ୍ପର
ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ (ଏନ୍ଟିଏ) ପକ୍ଷରୁ ସୋମବାର ଜେଇଇ(ମେନ୍) ସେସନ-୧ ରେଜଲ୍ଟ ପ୍ରକାଶ ପାଇଛି। ୧୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍ ରଖିଥିବାବେଳେ ଓଡ଼ିଶାର ଦିବ୍ୟାଂଶୁ ମଲ୍ଲୁ ୯୯.୯୮୯ ପର୍ସେଣ୍ଟାଲ୍ ସହ ରାଜ୍ୟ ଟପ୍ପର ହୋଇଛନ୍ତି। ଏହି ପରୀକ୍ଷା ଜୁନ୍…
୪ ସହରରେ ସଂକ୍ରମଣ ବଢ଼ୁଛି
ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ରାଜ୍ୟରେ ଏବେ କରୋନା ଉପରମୁହାଁ ରହିଛି। ୪ଟି ସହରରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର, କଟକ, ପୁରୀ ଏବଂ ରାଉରକେଲାରେ କରୋନା ସଂକ୍ରମଣ ବଢ଼ୁଥିବା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ଧଳ କହିଛନ୍ତି। ସେ କହିଛନ୍ତି, ଯଦିଓ…
ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…
Archives


