ମେଟ୍ରୋ

୧ରୁ ବଢିବ ବର୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ପୁରସ୍କୃତ ହେବେ ରାଜ୍ୟର ୧୧ ସହର

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ପହିଲାରେ ନୂଆଦିଲ୍ଲୀସ୍ଥିତ ତାଲ୍‌କାତୋରା ଷ୍ଟାଡିୟମ୍‌ଠାରେ ସ୍ବଚ୍ଛ ସର୍ବେକ୍ଷଣ- ୨୦୨୨ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ସର୍ବେକ୍ଷଣରେ ରାଜ୍ୟର ୧୧ଟି ସହର ପୁରସ୍କୃତ ହେବେ। ସେହି ସହରଗୁଡ଼ିକ ହେଲା, ବ୍ରହ୍ମପୁର, ଭୁବନେଶ୍ୱର, ବରଗଡ଼, ବାସୁଦେବପୁର, ପାରାଦୀପ,…

ମୋ ବସ୍‌ ସେବା ପାଇଁ କୃଷିମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର,୨୮।୯(ବ୍ୟୁରୋ): ମଙ୍ଗରାଜପୁର, ଆଗ୍ରାହାଟ, ଗୁରୁଡ଼ିଝାଟିଆ, ଗୋବରା, ଘଣ୍ଟିଖାଲ, ମଞ୍ଚେଶ୍ୱର ଆଦି ଅଞ୍ଚଳରୁ କଟକକୁ ଯିବା ଆସିବା କରିବା ନିମନ୍ତେ ପର୍ଯ୍ୟାପ୍ତ ସରକାରୀ ବସ୍‌ ସେବାରେ ଅଭାବ ରହିଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ବର୍ତ୍ତମାନ ଚଳାଚଳ କରୁଥିବା ମୋ…

ଆପାର୍ଟମେଣ୍ଟ କ୍ରେତାଙ୍କୁ ମିଳିବ ସୁରକ୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆପାର୍ଟମେଣ୍ଟ କିଣୁଥିବା କ୍ରେତାଙ୍କୁ ମିଳିବ ସୁରକ୍ଷା। ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ (ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ରୁଲ୍‌ସ-୨୦୧୭ର ସଂଶୋଧନ କରିଛନ୍ତି। ଓଡ଼ିଶା ରିୟଲ ଇଷ୍ଟେଟ(ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ସଂଶୋଧିତ ରୁଲ୍‌ସ-୨୦୨୨ କାର୍ଯ୍ୟକାରୀ ହେବ। ସଂଶୋଧନ ରୁଲ୍‌ସ ଅନୁଯାୟୀ ନିର୍ମାତା…

ଭାରତ ପ୍ରଥମେ ସ୍ପେନ୍‌କୁ ଭେଟିବ

ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ…

ଆଜି ବେଙ୍ଗାଲୁରୁ ଇନ୍‌ଭେଷ୍ଟର୍ସ ମିଟ୍‌

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦିଲ୍ଲୀ, ମୁମ୍ବାଇ ପରେ ବେଙ୍ଗାଲୁରୁଠାରେ ବୁଧବାର ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଏକ ପ୍ରତିନିଧି ଦଳ ସହ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବୁଧବାର ସନ୍ଧ୍ୟାରେ ଓଡ଼ିଶା ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ…

ଯୁକ୍ତ ୨ ନାମଲେଖା: ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ; ୧ରେ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା…

ଯୁକ୍ତ ୩ ସ୍ପଟ୍‌ ନାମଲେଖା: ବୁଧବାର ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଯୁକ୍ତ ୩ ସ୍ପଟ୍‌ ନାମଲେଖା ପାଇଁ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ବୁଧବାର ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ବୁଧବାରଠାରୁ ଏହି ନାମଲେଖା ମଧ୍ୟ ଆରମ୍ଭ ହେବ। ମନୋନୀତ ଛାତ୍ରୀଛାତ୍ରମାନେ ବୁଧବାର ଅପରାହ୍ନ ୨ଟାରୁ ଅକ୍ଟୋବର ୧ ତାରିଖ…

ପୂଜାରେ ଭିଜିବ ଓଡ଼ିଶା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର…

ଧର୍ମେନ୍ଦ୍ରଙ୍କ ଘଣ୍ଟା, ସିସିଟିଭି ହାର୍ଡଡିସ୍କ ହେବ ଯାଞ୍ଚ

ଭୁବନେଶ୍ବର,୨୭।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା ରହସ୍ୟ ଘେରରେ ରହିଛି। ଏହାକୁ ନେଇ ତଦନ୍ତ ଜାରି ରହିଥିବା ବେଳେ ମଙ୍ଗଳବାର ପୋଲିସ ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ…

ଅକ୍ଟୋବର ୨ରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟରେ କାର୍ଯ୍ୟ କରିବାକୁ ଦଳର ସଭାପତି ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି…

ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?