ମେଟ୍ରୋ

୨ ଦିନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁଣି ଭିଜିବ ଓଡ଼ିଶା। ଆଗାମୀ ୪ ଦିନ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨୮ ଏବଂ ୨୯…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍‌ ରାଜ୍ୟରୁ ୧୩,୨୨,୮୩୧ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧,…

ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱର-କଟକରେ ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି। ସେ କହିଛନ୍ତି, ଟ୍ବିନ୍‌ ସିଟିରେ ଜନସଂଖ୍ୟା ବଢୁଥିବାରୁ ମେଟ୍ରୋ ଟ୍ରେନ୍‌ର ଆବଶ୍ୟକତା ରହିଛି। ବର୍ତ୍ତମାନ ଭୁବନେଶ୍ୱର ଓ କଟକର ଲୋକସଂଖ୍ୟା ମିଶି…

ଏଣିକି ହାଇସ୍କୁଲରେ ପଢିବେ ଏକାଦଶ, ଦ୍ବାଦଶ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଏଣିକି ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ର ହାଇସ୍କୁଲରେ ପଢିବେ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକାଦଶ ଶ୍ରେଣୀ ପାଇଁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇ ଥିବା ବେଳେ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ…

ଆସିଲା ନୂଆ ନିୟମ: ଧାର୍ଯ୍ୟ ସମୟ ପୂର୍ବରୁ ବୁକିଂ କରିଥିଲେ ଦେବାକୁ ପଡିବନି ଫାଇନ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌କୁ ନେଇ ରାଜ୍ୟ ସଡ଼କ ପ୍ରାଧିକରଣ ପକ୍ଷରୁ ସୋମବାର ନୂଆ ନିୟମ ଲାଗୁ କରାଯାଇଛି। ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାକୁ ପଡିବନି। ତେବେ ଅନ୍‌ଲାଇନ ବୁକିଂ ସ୍ଲିପ ଦେଖାଇଲେ ଚେକିଂରୁ ରକ୍ଷା…

ଆସିଲା ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ବ୍ୟବଚ୍ଛେଦ ରିପୋର୍ଟ ସୋମବାର ଆସିଛି। ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହେବା ସହ ଶରୀରର ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ…

ଫୋରେନ୍‌ସିକ୍‌ ଲ୍ୟାବ୍‌କୁଗଲା ଜବତ ମୋବାଇଲ

ଭୁବନେଶ୍ୱର,୨୬ା୯ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ରବିବାର ୨ଦିନ ବିତିଛି। ମୃତ୍ୟୁକୁ ନେଇ ରହସ୍ୟ ଲାଗି ରହିଥିବାବେଳେ ଏହା ଆତ୍ମହତ୍ୟା…

ଆଜି ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୩୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ ଚିହ୍ନଟ ହୋଇଥିବା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଲେଖିକା ତେଜସ୍ବିନୀ ପଣ୍ଡାଙ୍କ ପୁସ୍ତକ ‘ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ଲୋକାର୍ପଣ ଉତ୍ସବ ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ରକ୍ଷକ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଯେତେବେଳେ ସାହିତ୍ୟ…

ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡ଼ମ୍ବରରେ ପାଳନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର…

ପୂଜା ଭିଡ଼ ନିୟନ୍ତ୍ରଣ ପାଇଁ ଆଉ ୫ ଟ୍ରାଫିକ୍‌ ମୋବାଇଲ ବାଇକ୍‌

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରବିବାର ଟ୍ରାଫିକ ପରିଚାନାରେ ଆଉ ୫ଟି ମୋବାଇଲ ବାଇକ ସାମିଲ କରାଯାଇଛି। ଭୁବନେଶ୍ୱରରେ ୨ଟି ଓ କଟକରେ ୩ଟି କାର୍ଯ୍ୟ କରିବ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହାକୁ ଉଦ୍‌ଘାଟନ…

ପୋର୍ଟାଲ ଖୋଲିଛି, ଇନ୍‌ଭେଷ୍ଟର୍ସ ନାହାନ୍ତି

ଭୁବନେଶ୍ବର,୨୬ା୯(ବ୍ୟୁରୋ): କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ରାଜ୍ୟସ୍ତରୀୟ ରେଜିଷ୍ଟ୍ରେଶନ ଭେଇକିଲ ସ୍କ୍ରାପିଂ ଫାସିଲିଟି(ଆର୍‌ଭିଏସ୍‌ଏଫ୍‌) ଘୋଷଣା ପାଇଁ କୁହଯାଇଛିି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଏକ ଗେଜେଟ୍‌ ନୋଟିଫିକେଶନ ଜାରି କରାଯାଇଛିି। ଓଡ଼ିଶାରେ ୨୦ ବର୍ଷରୁ ଅଧିକ ୧୪.୭୪ଲକ୍ଷ ନନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?