ମେଟ୍ରୋ

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ ଉପରେ ରୋକ୍‌

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏ ସମ୍ପର୍କିତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ୩ ମାସ ପାଇଁ ରହିତାଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ...

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ: ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଜାରି କରିଛନ୍ତି । ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ( ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ୩ ମାସ ପାଇଁ ଏହି ସଂଶୋଧିତ...

୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ: ୩ ଦିନର ସ୍ବତନ୍ତ୍ର ଛୁଟି ଘୋଷଣା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ମେ’ ୩୧ରେ ବ୍ରଜରାଜନଗର ଉପ-ନିର୍ବାଚନ। ଏଥିନିମନ୍ତେ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ନିର୍ବାଚନମଣ୍ଡଳୀ ବାହାରେ ରହୁଥିବା ଭୋଟରମାନେ ୩ ଦିନ ଛୁଟି ନେଇପାରିବେ। ଭୋଟ ପୂର୍ବ ଦିନ, ଭୋଟ ଦିନ ଓ ପରଦିନ ଭୋଟର ଛୁଟି ନେଇପାରିବେ ।...

ଘୁଞ୍ଚିଲା ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ରେ ଶେଷ ହେବାର ଥିଲା। ହେଲେ ମେ’ ୩୧ରେ ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଉକ୍ତ ଦିନ ହେବାକୁ ଥିବା ପରୀକ୍ଷା...

‘ଟମାଟୋ ଫ୍ଲୁ’: ଖୁବଶୀଘ୍ର ଜାରି ହେବ ଗାଇଡ୍‌ଲାଇନ

ଭୁବନେଶ୍ବର,୨୦।୫(ବ୍ୟୁରୋ) : ‘ଟମାଟୋ ଫ୍ଲୁ’କୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ରାଜ୍ୟର ଶିଶୁରୋଗ ବିଶେଜ୍ଞମାନଙ୍କ ସହିତ ଗୁରୁବାର ଏ ସଂପର୍କରେ ଆଲୋଚନା କରାଯାଇଥିଲା। ତେବେ ଯେଉଁ ଶିଶୁମାନେ ଏଥିରେ ଆକ୍ରାନ୍ତ ହେବେ ଦେମାନଙ୍କର ନମୁନା ପଠାଇବାକୁ...

୨୪ ଘଣ୍ଟାରେ କାଳବୈଶାଖୀ: ଏସବୁ ଜିଲାକୁ ସତର୍କ ଜାରି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ,...

ଆଜି ରାଜ୍ୟରୁ ୧୦ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୪୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ଚିହ୍ନଟ...

ନୂଆ ଓଡ଼ିଆ ଚ୍ୟାନେଲ ‘ଷ୍ଟାର୍‌ କିରଣ’ର ଶୁଭାରମ୍ଭ

ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଟିଭି ନେଟ୍‌ୱର୍କ ଡିଜ୍‌ନୀ ଷ୍ଟାର୍‌ ପକ୍ଷରୁ ରାଜ୍ୟରେ ଏକ ଉସତ୍ର୍ଗୀକୃତ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ‘ଷ୍ଟାର୍‌ କିରଣ’ର ଶୁଭାରମ୍ଭ ହୋଇଯାଇଛି। ଏହାର ପ୍ରିମିୟର ଚଳିତ ବର୍ଷ ଜୁନ୍‌ ୬ରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ହେବ। ସେହିଭଳି...

ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ବୋମାମାଡ଼ ଖବର ପାଇ ସହିଦନଗର...

ମୁକୁଳା ଡ୍ରେନ୍‌ ନେଉଛି ଜୀବନ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଭୁବନେଶ୍ୱର, କଟକ ସମେତ ରାଜ୍ୟର ଛୋଟବଡ଼ ସହରରେ ଅନେକ ଡ୍ରେନ୍‌ ମୁକୁଳା ହୋଇ ପଡ଼ିଛି। ସ୍ବେରେଜ ଓ ଡ୍ରେନେଜ କାମ ବାହାନାରେ ଠିକାଦାରମାନେ ଦୀର୍ଘଦିନ ଧରି ଖୋଲା ଛାଡ଼ି ଦେଉଛନ୍ତି। ଏଥିପାଇଁ କାହାରିକୁ ଉତ୍ତରଦାୟୀ କରାଯାଉ ନ ଥିବାରୁ...

ସେପଟେ ପାଣି, ଏପଟେ ବାଲି

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ୍‌, ୨୦।୫: ସେପଟେ ଢେଉ ଖେଳୁଛି ଅକାତକାତ ଜଳରାଶି। ଏପଟେ ରାଶି ରାଶି ବାଲି। ମରୁଭୂମିର ଭ୍ରମ। ଶୁଖିଲା ପଡ଼ିଛି ନଦୀ ଶଯ୍ୟା। ସୀମାନ୍ତ ଛତିଶଗଡ଼ର କଲ୍‌ମା ବ୍ୟାରେଜ୍‌ ଉପରୁ ମହାନଦୀର ଉଭୟ ପଟକୁ ଚାହିଁଲେ ଏଭଳି କିଛି...

ମାଳିସାହି ଅଞ୍ଚଳରୁ ହଟିଲା ଜବରଦଖଲ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକେ ଜବରଦଖଲ କରି ବେଆଇନ ଭାବେ ବାସଗୃହ, ଦୋକାନ ଆଦି ଗଢୁଛନ୍ତି। ସମ୍ପୃକ୍ତ ସ୍ଥାନ ଖାଲି କରିବା ପାଇଁ ସରକାରଙ୍କ ପକ୍ଷରୁ ବାରମ୍ବାର ସେମାନଙ୍କୁ ତାଗିଦ୍‌ କରିବା ସତ୍ତ୍ୱେ ଏହାକୁ ହେୟ ଜ୍ଞାନ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri