ମେଟ୍ରୋ

ମତ ବଦଳାଇଲେ ବିଧାୟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଜେଡିରୁ କୋଣଠେସା ହେବାପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଡ଼କୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଢଳୁଥିବା ଦେଖିବାକୁ ମିଳିଛି। ଗୁରୁବାର ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଋଣ ଓଡ଼ିଶାବାସୀ କେବେ…

ଆଜି ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ଲାଗି ପ୍ରାୟ ସବୁ ରାଜ୍ୟ ଗସ୍ତ କରୁଥିବାବେଳେ ଏହି କ୍ରମରେ ସେ…

ଯୁକ୍ତ ୨ରେ ସିଟ୍‌ ପାଇବା ଚିନ୍ତା ବଢ଼ିଲା

ଭୁବନେଶ୍ୱର,୮ା୭(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଆଶାତୀତ ଫଳ ହୋଇଛି। ୨୦୨୦ରେ ମାଟ୍ରିକ ପରୀକ୍ଷାଫଳ ୭୮.୭୬ ପ୍ରତିଶତ ହୋଇଥିବା ବେଳେ ଚଳିତବର୍ଷ ୯୦.୫୫ ପ୍ରତିଶତ ପିଲା ପାସ୍‌ କରିଛନ୍ତି। ମୋଟ ୫ ଲକ୍ଷ ୨୬…

ଓଡ଼ିଶା ବିମୁଖ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ର ଏକପ୍ରକାର ବିପର୍ଯ୍ୟସ୍ତ ହୋଇଛି। ଦେଶ ଭିତରର କିଛି ପର୍ଯ୍ୟଟକ ରାଜ୍ୟର କେତେକ ଅଞ୍ଚଳ ବୁଲାବୁଲି କରୁଥିବା ବେଳେ ବିଦେଶୀ ପର୍ଯ୍ୟଟକ ଓଡ଼ିଶା ବିମୁଖ ଥିବା ଦେଖିବାକୁ ମିଳିଛି। କୋଭିଡ୍‌ ମହାମାରୀକୁ ୨ ବର୍ଷ…

ଶୁକ୍ରବାର ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଷ୍ଟ୍ରପତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଶା ଆସିବେ। ତେବେ ଓଡ଼ିଶାରେ ପହଞ୍ଚିବା ପରେ ବିଭିନ୍ନ ଦଳର ବିଧାୟକ ଏବଂ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିବେ ବୋଲି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୧୮ ଜଣ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ୧୨ଲକ୍ଷ ୮୦ହଜାର ୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ଲଘୁଚାପ ପ୍ରଭାବ: ୧୨ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉପକୂଳ ଓଡ଼ିଶାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓ ପର୍ଯ୍ୟନ୍ତ ସବୁଠି ବର୍ଷା ଲାଗି ରହିଛି। ତେବେ ଗୁରୁବାର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲାରେ ପ୍ରବଳ…

ବିଜେବି କଲେଜ ନାଁରେ ଆଉ ଏକ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୭ା୭(ବ୍ୟୁରୋ): ବିଜେବି କଲେଜ ନାଁରେ ପୁଣି ର଼୍ୟାଗିଂ ଅଭିଯୋଗ ହୋଇଚି। ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ରୁଦ୍ର ନାରାୟଣ ପାତ୍ରଙ୍କୁ ହଷ୍ଟେଲରେ ରହୁଥିବା ତାଙ୍କର ଜଣେ ସହପାଠୀ ଗାଡ଼ି…

ଆସନ୍ତାକାଲି ଅପରାହ୍ନରୁ ଆଉ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ

ପୁରୀ ଅଫିସ,୭ା୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି। ଆସନ୍ତାକାଲି ସନ୍ଧ୍ୟା ଦର୍ଶନ ଏବଂ ତା’ ପରଦିନ ବାହୁଡ଼ାଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା…

ବିଲରୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୭ା୭(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ସିଶୋଲୋ ଗାଁ ନିକଟସ୍ଥ ଏକ ବିଲ ଭିତରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ଜଣଙ୍କ ହେଲେ ଆଶିଷ ଓଝା। ତାଙ୍କ ଘର ସିଶୋଲୋରେ ବୋଲି ଜଣାଯାଇଛି। ଗୁରୁବାର ସକାଳେ ଆଶିଷଙ୍କ ମୃତଦେହ ବିଲରେ…

ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ବଜେଟ୍‌ ଆଲୋଚନା ବିରତି ପାଇଁ ଜୁଲାଇ ୭ରୁ ୧୨ ଯାଏ ବିଧାନସଭା ସାମୟିକ ଭାବେ ବନ୍ଦ ରହିବ। ଆସନ୍ତା ୧୨ରୁ ଅଧିବେଶନରା ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri