ମେଟ୍ରୋ

ଅଭିନେତା ବାବୁସାନ ଅସୁସ୍ଥ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ଥିବା ତାଙ୍କ ଫ୍ୟାନ୍‌ଙ୍କ ମହଲରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସାଧୀନ ଅଛନ୍ତି। ୬ ଦିନ ତଳେ ତାଙ୍କ ଶରୀରର ଅକ୍ସିଜେନ ମାତ୍ରା କମିଯିବାରୁ ସେ ଅସୁସ୍ଥ…

ରାଜ୍ୟରେ ପ୍ରତିଷ୍ଠା ହେବ ୯ ଅବକାରୀ ଥାନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ରାଜ୍ୟର ଗୋପାଳପୁର, ଖପ୍ରାଖୋଲ, ମୋହନା, ଦାରିଙ୍ଗବାଡ଼ି, ଯୋଡ଼ା, ହାଟଡ଼ିହି, ମୁନିଗୁଡ଼ା, କୋଇଡ଼ା ଓ ସୁକୃଳି ଆଦି ସ୍ଥାନରେ ୯ଟି ଅବକାରୀ ଥାନା ପ୍ରତିଷ୍ଠା ହେବ। ସେହିପରି ଭୁବନେଶ୍ୱର-୨, ଜଳେଶ୍ୱର, ବାସୁଦେବପୁର, ସାଲେପୁର, କାମାକ୍ଷାନଗର, ଆର. ଉଦୟଗିରି, ଭଞ୍ଜନଗର, ପାରାଦୀପ, ଯାଜପୁର…

ସମବାୟ ସମୀକ୍ଷକ ବର୍ଗର ପଦବୀ ସଂଖ୍ୟା ୧୯ରୁ ୩୯କୁ ବୃଦ୍ଧି

ଭୁବନେଶ୍ବର,୨୩ା୯(ବ୍ୟୁରୋ): ପ୍ରଚଳିତ ନିୟମ ବ୍ୟବସ୍ଥାରେ ଓଡ଼ିଶା ସମୀକ୍ଷକ ବର୍ଗର ଅଧିକାରୀମାନଙ୍କୁ ସମବାୟ ସେବା ବର୍ଗରୁ ନିଯୁକ୍ତି ମିଳୁଥିଲା। ଓଡ଼ିଶା ସମବାୟ ସମୀକ୍ଷକ ବର୍ଗକୁ ଓଡ଼ିଶା ସମବାୟ ସେବାବର୍ଗରୁ ପୃଥକୀକରଣ କରି ଏହି ବର୍ଗକୁ ଅନୁଷ୍ଠାନିକ ଭାବେ ସୁସଙ୍ଗଠିତ ଏବଂ ମଜଭୁତ କରାଯାଇଛି।…

ବିହାର ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ନେଇ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ଆରମ୍ଭ କରିଛି। ବିହାରରୁ ନକଲି ଔଷଧ ଆସିଥିବାରୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ବିହାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ…

ବିଳମ୍ବିତ ରାତିରେ ଖୋଲୁନି ଔଷଧ ଦୋକାନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରକୁ ସ୍ମାର୍ଟ ସିଟି କୁହାଯାଉଛି। ଏଠି ହାତ ପାହାନ୍ତାରେ ସବୁ କିଛି ମିଳିଯାଉଛି। ହେଲେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟ ସେବା ଠିକ୍‌ ଭାବେ ମିଳିପାରୁନି। କେଉଁଠି ହସ୍ପିଟାଲରେ ରୋଗୀ ପାଇଁ ବେଡ୍‌ ନାହିଁ ତ ଆଉ କେଉଁଠି ଡାକ୍ତର…

ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ

ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ ଉତ୍ତରଦାୟିତ୍ୱ ବହୁ ମାତ୍ରାରେ ବୃଦ୍ଧି ପାଇଛି। ଏହାର ପ୍ରତିଷ୍ଠା ହେବା ଠାରୁ ମାତ୍ର ଛୋଟିଆ…

୭୦ ହଜାର ହେକ୍ଟର ଜମିକୁ ଜଳସେଚନ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ଯୋଗାଇ ଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜଳାଶୟରୁ ୪୦ଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ୧୧ ଜିଲାର ପ୍ରାୟ ୭୦ ହଜାର ହେକ୍ଟର…

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ଲାଗିଛି। ଏହି ସବୁ ପ୍ରସ୍ତାବ ମଧ୍ୟରେ ବୈତରଣୀ ନଦୀରେ ୨ଟି…

ମାର୍ଚ୍ଚ ୩୧ ସୁଦ୍ଧା ଗାଡିରେ ଲାଗିବ ଟ୍ରାକିଂ ଡିଭାଇସ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସବୁ ବଡ ଗାଡିରେ ଲୋକେସନ ଟ୍ରାକିଂ ଡିଭାଇସ ଏବଂ ପାନିକ ବଟନ ଲାଗିବ। ଏ ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ୨୦୨୨ ଡିସେମ୍ବର ୩୧ ପୂର୍ବରୁ କିଣା…

୨୫ ଜିଲାରେ ସ୍ବାଭାବିକ ବର୍ଷା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଆଜିଠୁ ରାଜ୍ୟରେ ଲଘୁଚାପ ପ୍ରଭାବ କମିଛି। ଯାହା ଫଳରେ ବର୍ଷାର ପରିମାଣ ମଧ୍ୟ କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ୧ ଜୁନରୁ ୨୨ ସେପ୍ଟେମ୍ବର (୧୧୪ ଦିନ) ମଧ୍ୟରେ…

ବ୍ୟବସ୍ଥା ନ କରି ଜରିମାନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ଜନସଂଖ୍ୟା ସହ ଗାଡ଼ିସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଟ୍ରାଫିକ୍‌ ସମସ୍ୟା ଉପୁଜୁଛି। ବିଶେଷକରି ଭୁବନେଶ୍ୱରର କଟକ ରୋଡ୍‌ରେ କୌଣସି ସ୍ଥାନରେ ପାର୍କିଂ ବ୍ୟବସ୍ଥା ନ ଥିବାରୁ ସାଧାରଣ ଲୋକ…

ଏଥର ଓଡ଼ିଆ ଭାଷାରେ ହେବ ଓଏଏସ୍‌ ପରୀକ୍ଷା

ଭୁବନେଶ୍ୱର,୨୨ା୯(ବ୍ୟୁରୋ): ଏଥର ଓଏଏସ୍‌ ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ତେବେ ଇଂରାଜୀ ଭାଷା ସହ ଓଡ଼ିଆରେ ବି ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ପରୀକ୍ଷାର୍ଥୀମାନେ ନିଜ ମନ ମୁତାବକ ଭାଷା ବାଛି ପରୀକ୍ଷା ଦେବେ। ମେନ୍‌ ଓ ଇଣ୍ଟରଭିୟୁ ସବୁ କିଛି ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?