ମେଟ୍ରୋ

ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ ଫଳାଫଳ ପ୍ରକାଶ ପାଇଛି। ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଯୋଗେ କହିଛନ୍ତି, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ…

ମାଟ୍ରିକ ରେଜଲ୍ଟ: ଏଥର ମଧ୍ୟ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ବୁଧବାର ପ୍ରକାଶ ପାଇଛି। ଏଥର ବି ଝିଅମାନେ ପାସ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି । ୨, ୬୦, ୯୭୦ ଜଣ ଝିଅ ପାସ କରିଥିବା ବେଳେ ୨, ୫୬, ୮୭୭ ଜଣ…

ଜୁଲାଇ ୧୧ରୁ ରି-ଚେକିଂ ଲାଗି କରିପାରିବେ ଆବେଦନ

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ ରହିଛି।…

‘ଭୁବନେଶ୍ୱରକୁ ମଡେଲ ସିଟି କରିବାକୁ ଲକ୍ଷ୍ୟ’

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ନୂତନ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ଗଞ୍ଜାମର ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ସାଧାରଣ ମଧ୍ୟବିତ୍ତ ପରିବାରରୁ ଆସି ସେ ଜଣେ ଦକ୍ଷ ପ୍ରଶାସକ ଭାବେ ନିଜକୁ ପ୍ରମାଣିତ କରିପାରିଛନ୍ତି। ଜିଲାପାଳ ଥିବା ସମୟରେ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୪୦୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬୫…

ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ: ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ ଓ…

ଆତ୍ମହତ୍ୟା କଲେ ରଶ୍ମିରେଖାଙ୍କ ପୁରୁଷବନ୍ଧୁ ସନ୍ତୋଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲା ଉପରେ ପରଦା ଉଠି ନଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ରାଉରକେଲା ବାସନ୍ତୀକଲୋନୀରେ ସନ୍ତୋଷ ଆତ୍ମହତ୍ୟା କରିଥିବା ଜଣାପଡିଛି। ହେଲେ ସେ କାହିଁକି ଆତ୍ମହତ୍ୟା…

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ହସ୍ପିଟାଲରେ ଡାକ୍ତର, ଫାର୍ମାସିଷ୍ଟ ଓ ଆବଶ୍ୟକ ମେଡିକାଲ ଉପକରଣ ନ ଥିବା ନେଇ…

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମକରନ୍ଦ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଛନ୍ତି। ସେହି କ୍ରମରେ ରାୟଗଡ଼ା ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି…

ଆଜି ନ ହେଲେ କାଲି ଅନରେବଲ୍‌ ମିନିଷ୍ଟର ହେବି

ଭୁବନେଶ୍ୱର,୬ା୭(ବ୍ୟୁରୋ): ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ। ବାଚସ୍ପତି ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ଲାଗି ମୌସୁମୀ ଅଧିବେଶନ ପରିିଚାଳନା କରୁଛନ୍ତି। ଗୃହ ପରିଚାଳନାରେ ଅଭ୍ୟସ୍ତ ନ ଥିବାରୁ ବିଧାୟକ ଓ ମନ୍ତ୍ରୀମାନଙ୍କୁ ସମ୍ବୋଧନରେ ଟିକେ ଏପଟ ସେପଟ…

ଖାଦ୍ୟ ସୁରକ୍ଷା: ଓଡ଼ିଶା ନଂ.୧

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଜାତୀୟ ସ୍ତରରେ ଓଡ଼ିଶାକୁ ମିଳିଛି ଆଉଏକ ସଫଳତା। ନ୍ୟାଶନାଲ ଫୁଡ୍‌ ସିକ୍ୟୁରିଟି ଆକ୍ଟ ବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ୨୦୨୨ କାର୍ଯ୍ୟକାରିତାରେ ସାରା ଦେଶରେ ଓଡ଼ିଶା ଶୀର୍ଷରେ ରହିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରାଜ୍ୟ ଓ…

ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ ପକ୍ଷରୁ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରାଯାଇଛି। ସରକାର ପ୍ରଗତିଶୀଳ ବଜେଟ ଆଣିଛନ୍ତି। ସବୁ କ୍ଷେତ୍ରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri