ମେଟ୍ରୋ

ପେଟ୍ରୋଲ ବିକ୍ରିକୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା: ଏଣିକି ଆସନ୍ତାକାଲିଠୁ…

ଭୁବନେଶ୍ୱର,୨୧।୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ।...

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…

ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ...

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ାରେ ହେବ…

ଭୁବନେଶ୍ୱର,୨୧।୭: ସରକାରୀ କାର୍ଯ୍ୟର ସମୀକ୍ଷା ବେଳେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ାରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ହେବ ମନ୍ତ୍ରୀ ସୂଚନା ଦେଇଛନ୍ତି। ସରକାରଙ୍କ ଟପ୍‌-୨୧ ଏଜେଣ୍ଡା ଭିତରେ ଏହା ସ୍ଥାନ...

ଯାଜପୁରରୁ ଆସିଲା ବଡ଼ ଖବର: ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ…

ଭୁବନେଶ୍ୱର,୨୧।୭: ଯାଜପୁରରେ ବଡ଼ କାଣ୍ଡ । ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ ହୋଇଛି। ୨ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକା ଅଭିଯୋଗ କରିଛନ୍ତି। ଟାଉନ ଥାନାରେ ମାମଲା ରୁଜୁ ହୋଇଥିବାବେଳେ କୋର୍ଟରେ...

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ICC କଲା ସାଂଘାତିକ ଖୁଲାସା, ସାମ୍ନାକୁ ଆସିଲା ବଡ଼ ସତ!

ଭୁବନେଶ୍ୱର,୨୧।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ଜାରି ରହିଛି। ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ...

ବୋତଲରେ ଖୋଲା ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ: ସନ୍ଧ୍ୟା ୫ଟାରେ ଆସିବ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୨୧।୭: ବୋତଲରେ ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ ନେଇ ସୋମବାର ସନ୍ଧ୍ୟାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ବୈଠକ ଡକାଇଛନ୍ତି। ଏହି ବୈଠକ ଲୋକସେବା ଭବନରେ ବସିବ। ବୈଠକରେ ପେଟ୍ରୋଲ ପମ୍ପ ସଂଘ ଏବଂ ବିଭାଗୀୟ ଅଧିକାରୀ ସାମିଲ...

ଏନ୍‌ସିଇଆର୍‌ଟି ବହିରୁ ପାଇକ ବିଦ୍ରୋହ ବାଦ୍‌

ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ କୁହାଯାଉଥିବା ଓଡ଼ିଶାର ପାଇକ ବିଦ୍ରୋହକୁ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଏନ୍‌ସିଇଆର୍‌ଟି ଦ୍ୱାରା ପ୍ରକାଶିତ ୮ମ ଶ୍ରେଣୀର ଇତିହାସ ବହିରେ ସ୍ଥାନିତ କରାଯାଇଥିଲା। କିନ୍ତୁ ଗତ ସପ୍ତାହରେ ଏନ୍‌ସିଇଆରଟିର ନୂଆ...

ଖୋଲିଲା ୪୬ ମିଶ୍ରଣ ସ୍କୁଲ

ଭୁବନେଶ୍ୱର,୨୧ା୭(ସୁଚିସ୍ମିତା ସାହୁ): ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି। ଆଉ ୪ଟି ସ୍କୁଲ ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବ...

ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ,...

ଆସିଲା KIIT ଛାତ୍ରୀ ମୃତ୍ୟୁର UGC ରିପୋର୍ଟ, ବିଶ୍ୱବିଦ୍ୟାଳୟକୁ ଦାୟୀ କରି ପ୍ୟାନେଲ୍‌ ଦେଲା ସାଂଘାତିକ ତଥ୍ୟ…

ଭୁବନେଶ୍ୱର,୨୧ା୭: KIIT ବିଶ୍ବବିଦ୍ୟାଳୟରେ ୨ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାରେ ଆସିଛି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ତଦନ୍ତ ରିପୋର୍ଟ। ଏହି ରିପୋର୍ଟରେ ୟୁଜିସି ପ୍ୟାନେଲ୍‌ କିଟ୍‌ ବିଶ୍ୱବିଦ୍ୟାଳୟକୁ ଦାୟୀ କରି ଏକ ସାଂଘାତିକ ତଥ୍ୟ ଦେଇଛି। ଛାତ୍ରୀଙ୍କ ମୃତ୍ୟୁ ପଛରେ...

ଥଣ୍ଡା ପାନୀୟରେ ନିଶା ଦେଇ ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର,୨୧ା୭: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା...

ପୁରୀରେ ପୁଣି ଲଜ୍ଜାଜନକ ଘଟଣା: କୁରୁକୁରେ ଖାଇବାକୁ ଦେଇ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ସାକ୍ଷୀଗୋପାଳ,୨୦।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲାର ସତ୍ୟବାଦୀ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଶନିବାର ମଧ୍ୟାହ୍ନରେ ୫ମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ କୁରୁକୁରେ ଦେଇ ଦୋକାନ ଭିତରେ ବଳାତ୍କାର କରାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri