ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି
ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ ତାଳଚେର ଶିଳ୍ପାଞ୍ଚଳରେ ଦିନକୁ ଦିନ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ଧର୍ମେନ୍ଦ୍ର ଗଭୀର…
ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ ହେବା ପରେ ଏବେ ଢେଙ୍କାନାଳ ଜିଲାରେ ଆଉ ଏକ ମେଗା ଷ୍ଟିଲ୍ ପ୍ଲାଣ୍ଟ…
ଚଳିତ ବର୍ଷ ଓଡ଼ିଶାରେ ୫୫ ଦିନ ବନ୍ଦ ରହିବ ବ୍ୟାଙ୍କ; ଜାଣନ୍ତୁ ସମ୍ପୂର୍ଣ୍ଣ ଛୁଟି ତାଲିକା
ଭୁବନେଶ୍ୱର,୮ା୧: ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି। ଜାତୀୟ ଛୁଟିଦିନ, ଆଞ୍ଚଳିକ ପର୍ବପର୍ବାଣୀ ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ଚଳିତ ବର୍ଷ ମୋଟ ୫୫ ଦିନ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।…
୨ ସପ୍ତାହ ଯାଏ ଶୀତରୁ ନାହିଁ ନିସ୍ତାର
ଭୁବନେଶ୍ୱର,୮ା୧: ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ଯାଏ ଶୀତ ଜାରି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଗୁରୁବାର ସୂଚନା ଦେଇଛନ୍ତି। ରାଜ୍ୟର ୨୪ଟି ସହରରେ ରାତିର ତାପମାତ୍ରା ୧୦ କିମ୍ୱା ତାଠୁ କମ୍ ରହିଥିବା ଜଣାପଡିଛି। ଜି.…
ଆନ୍ଦୋଳନରୁ ଓହରିଲା ଡାକ୍ତର ସଂଘ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ…
ଭୁବନେଶ୍ୱର,୮ା୧: ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ। ଏନେଇ ସୂଚନା ଦେଇଛନ୍ତି OMSA ସଭାପତି। ସରକାରଙ୍କଠାରୁ ପ୍ରତିଶ୍ରୁତି ମିଳିଲା ପରେ ଆନ୍ଦୋଳନରୁ…
ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଚଳିତ ସପ୍ତାହରେ…
ଭୁବନେଶ୍ବର,୮ା୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ…
ଅବପାତ ପାଇଁ ବଢ଼ିଗଲା ଶୀତ
ଭୁବନେଶ୍ୱର,୮ା୧(ଅନୁରାଧା ମହାରଣା): ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ…
୧୨ରୁ ନୂତନ ବଜେଟ ଆଲୋଚନା
ଭୁବନେଶ୍ୱର,୮ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ଲାଗି ନୂତନ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। କେଉଁଦିନ କେଉଁ ବିଭାଗର ବଜେଟ ଆଲୋଚନା ହେବ ସେନେଇ ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ସଚିବ ଡି.କେ. ଜେନା ଜାନୁଆରୀ…
୯ରେ ରାଜ୍ୟ କ୍ୟାବିନେଟ
ଭୁବନେଶ୍ୱର,୮।୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ…
ଏସ୍ସିବି ମେଡିକାଲ ୱାର୍ଡରୁ ଖସିିଲା ସିଲିଂ: ରୋଗୀଙ୍କ ମୁଣ୍ଡ ଫାଟିଲା
କଟକ,୮।୧(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପୁରୁଣା ଭେଷଜ ବିଭାଗରେ ବୁଧବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କ ଉପରେ ଉକ୍ତ ବିଭାଗର ପ୍ରଥମ ମହଲା ୱାର୍ଡ ଛାତରୁ କଂକ୍ରିଟ ଖଣ୍ଡ ସହ ସିଲିଂ…
‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’
ଭୁବନେଶ୍ୱର, ୭।୧(ସୁନିତ୍ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି ସ୍କୁଲ ନାଁରେ ଦୁର୍ନୀତି ହୋଇଛି ବୋଲି ଦେଇଥିବା ମନ୍ତବ୍ୟ ଉପରେ ବିଜେଡି ତୀବ୍ର ପ୍ରତିକ୍ରିୟା…
ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ
କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ କୋର୍ଟ ତାଙ୍କ ଉପରେ ରୋକ୍ ଲଗାଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପରବର୍ତ୍ତୀ ଶୁଣାଣି ନହେବା…
Archives


