ମେଟ୍ରୋ

ଆଖି ବୁଜିଲା ହାତୀ ‘ନନ୍ଦ’

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଗୋଡ଼ିବାରୀରେ ଥିବା ପୋଷାହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି। ରବିବାରଠାରୁ ‘ନନ୍ଦ’  ଅସୁସ୍ଥ ଥିଲା। ଚିକିତ୍ସା ଚାଲୁ ରହିଥିଲେ ହେଁ ଶେଷରେ ଆଖି ବୁଜିଛି । ସୂଚାନୁଯାୟୀ, ୨୦ ଦିନ ତଳେ ‘ନନ୍ଦ’କୁ କୁମାରଖୁଣ୍ଟି ଅଞ୍ଚଳରେ...

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ...

ଏବେ ହସ୍ପିଟାଲ୍‌ ଦାୟିତ୍ୱ ସମ୍ଭାଳିବେ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍‌ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ହସ୍ପିଟାଲ୍‌ଗୁଡ଼ିକରେ ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି।...

୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତାରୁ ବଞ୍ଚିତ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ ଉପସଭାପତି ବଳଭଦ୍ର ମାଝି ଏଭଳି ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ...

ଚାପରେ ଅଛନ୍ତି ସ୍ଥାନୀୟ ବିଧାୟକ: ଜୁଏଲ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ନେଇ ଭାଜପା ନେତାମାନଙ୍କ ମଧ୍ୟରେ ଏକ ପ୍ରକାର ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ବିଭିନ୍ନ ସମୟରେ ବଦଳୁଥିବା ମତ ନେଇ ମୁଖ୍ୟତଃ ଭାଜପା ନେତାଙ୍କ...

୧୯ ସୁଦ୍ଧା ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବ। ଏହା...

ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତ୨ ଫଳ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଯୁକ୍ତ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ୨ୟ ପର୍ଯ୍ୟାୟ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। ଏହା ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୨ ତାରିଖ...

କାର୍‌ରେ କଳା କାଚ ଲଗାଇଲେ ଗଣିବେ ତଣ୍ଡ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜଧାନୀରେ କଳା କାଚ ଥିବା କାର୍‌ ଦେଖିଲେ ପୋଲିସ ନେବ ଜରିମାନା। ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏପରି ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। କାର୍‌ରେ ଯଦି କଳା କାଚ ଲାଗିଥାଏ, ତେବେ ମାଲିକ ୫୦୦ ଟଙ୍କା ତଣ୍ଡ...

ଏଭ୍‌ରେଷ୍ଟ ଚଢ଼ିଲେ ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ। ସେ ସାଙ୍ଗରେ ଜାତୀୟ ପତାକା ଓ ଜଗନ୍ନାଥଙ୍କ ଫଟୋ ନେଇ ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି। ରବିବାର...

ଜୁନ୍‌ରେ ମୌସୁମୀ, ସରୁନି ଡ୍ରେନ୍‌ ସଫେଇ

ଭୁବନେଶ୍ୱର, ୧୫।୫ (ବ୍ୟୁରୋ): ରାଜଧାନୀବାସୀଙ୍କ ପାଇଁ ଜଳବନ୍ଦୀ ସମସ୍ୟା ନୂଆ ନୁହେଁ। ଅସରାଏ ବର୍ଷା ହେଲେ ସ୍ମାର୍ଟ ସିଟି ଭୁବନେଶ୍ୱରର ରୂପ ପୁରାପୁରି ବଦଳିଯାଏ। କେଉଁଠି ଘର ଭିତରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରୁହେ ତ ଆଉ କେଉଁଠି...

ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ...

ମନ୍ତ୍ରୀପଦ ବଞ୍ଚାଇବାକୁ କସରତ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଉପରେ ରହିଛି ୩ ପ୍ରମୁଖ ରାଜନୈତିକ ଦଳଙ୍କ ଆଖି । କଂଗ୍ରେସ ତା’ର ପୁରୁଣା ଗଡ଼କୁ ଫେରାଇ ଆଣିବାକୁ ଉଦ୍ୟମ କରୁଥିବା ବେଳେ ଭାଜପା ପୁଣି ଥରେ ଏହି ଆସନ ନିଜ କବ୍‌ଜାକୁ ନେବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri