ଜୁନ୍ରେ ମୌସୁମୀ, ସରୁନି ଡ୍ରେନ୍ ସଫେଇ
ଭୁବନେଶ୍ୱର, ୧୫।୫ (ବ୍ୟୁରୋ): ରାଜଧାନୀବାସୀଙ୍କ ପାଇଁ ଜଳବନ୍ଦୀ ସମସ୍ୟା ନୂଆ ନୁହେଁ। ଅସରାଏ ବର୍ଷା ହେଲେ ସ୍ମାର୍ଟ ସିଟି ଭୁବନେଶ୍ୱରର ରୂପ ପୁରାପୁରି ବଦଳିଯାଏ। କେଉଁଠି ଘର ଭିତରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରୁହେ ତ ଆଉ କେଉଁଠି...
ଆଜି ୧୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ...
ମନ୍ତ୍ରୀପଦ ବଞ୍ଚାଇବାକୁ କସରତ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଉପରେ ରହିଛି ୩ ପ୍ରମୁଖ ରାଜନୈତିକ ଦଳଙ୍କ ଆଖି । କଂଗ୍ରେସ ତା’ର ପୁରୁଣା ଗଡ଼କୁ ଫେରାଇ ଆଣିବାକୁ ଉଦ୍ୟମ କରୁଥିବା ବେଳେ ଭାଜପା ପୁଣି ଥରେ ଏହି ଆସନ ନିଜ କବ୍ଜାକୁ ନେବା ଲାଗି...
ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍ ହେବ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ...
ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ ଆଶାନୁରୂପ ହୋଇ ନ ପାରିବାରୁ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶା କଥା ଦେଖିଲେ,...
ଚନ୍ଦନ ପୂର୍ଣ୍ଣିମା, ସାବିତ୍ରୀ ଅମାବାସ୍ୟାରେ ସ୍କୁଲ ଛୁଟି
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଆସନ୍ତା ୧୬ ଏବଂ ୩୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ୧୬ରେ ଚନ୍ଦନ ପୂର୍ଣ୍ଣିମା ଏବଂ ୩୦ରେ ସାବିତ୍ରୀ ପଡୁଥିବାରୁ ଚଳିତବର୍ଷ ପ୍ରଥମଥର ପାଇଁ ଏପରି ଛୁଟି ଘୋଷଣା କରାଯାଇଛି। ସରକାରୀ କ୍ୟାଲେଣ୍ଡରରେ ଏହି ଦୁଇଦିନ...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୯୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆଣିବେ ଶିକ୍ଷକ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି ।...
ମାନସୀ ଜେନାଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭିଜିଲାନ୍ସ ଅଫିସର ମାନସୀ ଜେନାଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଶୁକ୍ରବାର ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଚାଲିଥିବା ମାମଲାକୁ ରଫାଦଫା କରିବାକୁ ବରଗଡ଼ର ମୁକେଶ ସାହୁ...
ସ୍ତ୍ରୀଙ୍କୁ ଗିରଫ ପରେ ଭିଜିଲାନ୍ସ ଅଫିସ୍ରେ ହାଜର ହେଲେ ମାହାଙ୍ଗା ଆଇଆଇସି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କ ଗିରଫ ଘଟଣାରେ ମାହାଙ୍ଗା ଆଇଆଇସି ଭିଜିଲାନ୍ସ ଅଫିସ୍ରେ ହାଜର ହୋଇଛନ୍ତି। ଭିଜିଲାନ୍ସ ନିର୍ଦ୍ଦେଶରେ ସେ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ନିନାଙ୍କ ସ୍ବାମୀ ହେଉଛନ୍ତି ମାହାଙ୍ଗା ଥାନା ଆଇଆଇସି ନୀହାର...
ରାଜ୍ୟରୁ ଚିହ୍ନଟ ହେଲେ ୧୮ କରୋନା ପଜିଟିଭ
ଭୁବନେଶ୍ୱର,୧୪।୫(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ...
ଉପନିର୍ବାଚନ ପାଇଁ ରଣନୀତି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ...
Archives


