ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା
ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ…
ଆଜି ହେବନି ଓଜେଇଇ କାଉନସେଲିଂ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପକ୍ଷରୁ କାଉନସେଲିଂ ପ୍ରକ୍ରିୟା ବିଳମ୍ବ ହେବ। ଜାତୀୟ ସ୍ତରରେ ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ନ ପାଇବା ଓ ଅନ୍ୟ କିଛି ପ୍ରମୁଖ ପ୍ରବେଶିକା…
ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ
ପୁରୁଣା ଭୁବନେଶ୍ୱର,୧୦ା୮(ଡି.ଏନ୍.ଏ.): ଦୁଇ ପ୍ରମୁଖ ସେବାୟତଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ଯୋଗୁ ମଙ୍ଗଳବାର ରାତି ୯ଟା ରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି। ତେବେ ବୁଧବାର ହେବାକୁ ଥିବା ଠାକୁରଙ୍କ ପବିତ୍ରାରୋପଣ ନୀତି ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ସୂଚନା…
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ୨୦.୮ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱରଠାରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ…
ଇଡି ଅଧିକାରୀଙ୍କ ପଛରେ ପଶ୍ଚିମବଙ୍ଗ ପୋଲିସ
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଏକ ଶପିଂ ମଲ୍ର ମାଲିକଙ୍କୁ ବ୍ଲାକ୍ମେଲ୍ କରି ଟଙ୍କା ଆଦାୟ ମାମଲାରେ ଗିରଫ ହୋଇଥିବା ଝାଡ଼ଖଣ୍ଡ ରାଞ୍ଚତ୍ର ଜଣେ ଓକିଲଙ୍କ ସହ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଡେପୁଟି ଡାଇରେକ୍ଟର ସୁବୋଧ କୁମାରଙ୍କ ସମ୍ପର୍କକୁ ନେଇ ଆରମ୍ଭ ହୋଇଛି…
ଯୁକ୍ତ୩ ନାମଲେଖା: ନିଅଣ୍ଟ ପଡ଼ିବ ସିଟ୍
ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ଯୁକ୍ତ୩ରେ ନାମଲେଖା ପାଇଁ ସିଟ୍ ନିଅଣ୍ଟ ପଡ଼ିପାରେ। କାରଣ ଚଳିତବର୍ଷ ଯୁକ୍ତ୨ ପାସ୍ ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ସିଟ୍ କମ୍ ରହିଛି। ତେଣୁ ଯୁକ୍ତ୩ରେ ସିଟ୍ ସଂଖ୍ୟାକୁ ବୃଦ୍ଧି କରା…
ଘନୀଭୂତ ହେଲା ଲଘୁଚାପ: ଆଉ ୧୨ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ…
ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ବିନା ପରେଡରେ ହେବ ପତାକା ଉତ୍ତୋଳନ
ଭୁବନେଶ୍ୱର,୯ା୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପରେଡ ହେବ ନାହିଁ । ରାଜ୍ୟରେ କୋଭିଡ ସଂକ୍ରମଣ ଜାରି ରହିଥିବାରୁ ମଙ୍ଗଳବାର ଅନୁଷ୍ଠିତ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ପରେଡ ନ ହେଲେ…
କଂଗ୍ରେସ ନ ଛାଡ଼ିବାକୁ କହିଲେ ପିସିସି ସଭାପତି
ଭୁବନେଶ୍ୱର,୯।୮(ବ୍ୟୁରୋ): କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଛନ୍ତି। ତେବେ ଏହା ଉପରେ ପ୍ରତିକ୍ରିୟା ଦେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ମୋ ପାଖରେ କାହା ଇସ୍ତଫାପତ୍ର ପହଞ୍ଚିନାହିଁ । ମୁଁ ସମସ୍ତଙ୍କୁ କହିବି କଂଗ୍ରେସ ଛାଡ଼ନ୍ତୁ ନାହିଁ…
କ୍ରାନ୍ତି ଦିବସରେ କଂଗ୍ରେସ ଛାଡ଼ିଲେ ୩୦ ନେତା
ଭୁବନେଶ୍ୱର,୯।୮(ବ୍ୟୁରୋ): କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଛନ୍ତି। ପୂର୍ବତନ ଏମ୍ପି ରାଧାକାନ୍ତ ଦିଗଲ, ପୂର୍ବତନ ବିଧାୟକ ରବି ବେହେରା, ପିସିସିର ପୂର୍ବତନ ସମ୍ପାଦକ ତଥା ମୁଖପାତ୍ର ନିକୁଞ୍ଜ ପଶାୟତ, ପୂର୍ବତନ ମୁଖପାତ୍ର ଅଶୋକ ସାମଲ, ପିସିସିର ପୂର୍ବତନ ସାଧାରଣ…
ଅବପାତ ପରେ ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି
ଭୁବନେଶ୍ୱର,୯।୮ (ବ୍ୟୁରୋ): ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଏହି ଅବପାତ କେନ୍ଦ୍ରୀଭୂତ ହୋଇଛି। ଅବପାତ ପ୍ରଭାବରେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୨…
‘ଇଚ୍ଛା ଥିଲା ବହି ଲେଖିବି’
ଭୁବନେଶ୍ୱର,୯।୮(ବ୍ୟୁରୋ):ଅନେକ ସମୟରେ ସଚ୍ଚୋଟ ପ୍ରଶାସକମାନେ ବହୁ ଜଟିଳ ପରିସ୍ଥିତିର ସାମ୍ନା କରିଥାନ୍ତି। ଜୀବନବ୍ୟାପୀ ଘଟୁଥିବା ନୈତିକ ଦ୍ୱନ୍ଦ୍ୱାତ୍ମକ ସ୍ଥିତିକୁ କିଭଳି ଦକ୍ଷଭାବେ ସମ୍ପାଦନ କରିବାକୁ ପଡ଼େ ଏହି ପୁସ୍ତକ ତାହାର ଏକ ନିଚ୍ଛକ କାହାଣୀ। ମୁଁ ଯେତେବେଳେ ପ୍ରଶାସକ ହେବାକୁ ଯାଉଥିଲି,…
Archives


