ଆଜି ରାଜ୍ୟରେ ୨୦୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୩୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୧ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୬ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
୨ୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରୀଛାତ୍ର ମନୋନୀତ
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ…
ଯୁକ୍ତ୨ ସ୍ପଟ୍ ନାମଲେଖା ଆରମ୍ଭ
ଭୁବନେଶ୍ୱର, ୧୭ା୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଯୁକ୍ତ୨ ସ୍ପଟ୍ ନାମଲେଖା ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇଛି। ଏଥିସହ ମଧ୍ୟାହ୍ନ ୧୨ଟାରୁ ସ୍ପଟ୍ ନାମଲେଖା ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬୮୫ଜଣ ନାମଲେଖାଇଛନ୍ତି। ଏହା…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୦ରେ ଲଘୁଚାପ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ରବିବାର ରାତିରୁ ବର୍ଷା ଆରମ୍ଭ ହେବ। ଆସନ୍ତା ୧୯ ତାରିଖରେ କେନ୍ଦ୍ରାପଡ଼ା,…
ଆଇଟିରେ ନିବେଶ ପାଇଁ ଆମନ୍ତ୍ରଣ କଲେ ମନ୍ତ୍ରୀ
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ତେଲଙ୍ଗାନା ସରକାରଙ୍କ ପକ୍ଷରୁ ହାଇଦ୍ରାବାଦଠାରେ ଶନିବାର ସପ୍ତମ ଡିଜିଟାଲ ଟ୍ରାନ୍ସଫର୍ମେଶନ କନ୍କ୍ଲେଭ୍ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ଆଇଟି କ୍ଷେତ୍ର ସହ…
ଭିସୁଟ୍ ମାଷ୍ଟରପ୍ଲାନ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍)ର ଉନ୍ନତୀକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରୀଛାତ୍ର…
୧୬୦ ଜନଜାତିଙ୍କୁ ମାନ୍ୟତା ଦିଅ
ଭୁବନେଶ୍ୱର,୧୮୯(ବ୍ୟୁରୋ): ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରିବା ପ୍ରସ୍ତାବ ଦୀର୍ଘଦିନ ଧରି କେନ୍ଦ୍ର ନିକଟରେ ପଡ଼ିରହିଛି। ଏ ନେଇ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ରକୁ ଅବଗତ କରିଆସୁଛନ୍ତି। ମାତ୍ର ସେଗୁଡ଼ିକୁ ବିଚାରକୁ ନିଆଯାଉନାହିଁ। ଏପରି କି…
ସବୁଜ ମିଶନରେ କେନ୍ଦ୍ର ବାଧକ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ତାପମାତ୍ରା ବୃଦ୍ଧି ସାଙ୍ଗକୁ ସ୍ବଳ୍ପ ବୃଷ୍ଟିପାତ ଶସ୍ୟ ଉତ୍ପାଦନ ପାଇଁ ମହାବିପତ୍ତି ହୋଇ ଉଭାହେଲାଣି। ପରିବେଶ ପ୍ରଦୂଷଣ ରୋକିବା ଏବଂ ବନ୍ୟଜନ୍ତୁଙ୍କୁ ବଞ୍ଚାଇ ରଖିବା ପାଇଁ ସବୁଜ ବଳୟ ସୃଷ୍ଟି ଅପରିହାର୍ଯ୍ୟ ହୋଇପଡ଼ିଛି। ବର୍ଦ୍ଧିତ ଜନସଂଖ୍ୟା ଯୋଗୁ ବେଳକୁ ବେଳ…
ପ୍ରକାଶ ପାଇଲା ଯୁକ୍ତ ୩ ମେଧା ତାଲିକା: ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ହେଲେ ୩୯,୮୮୪ ଛାତ୍ରୀଛାତ୍ର
ଭୁବନେଶ୍ୱର, ୧୭।୯(ବ୍ୟୁରୋ): ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ ୧୮,୭୧୭ ଛାତ୍ର…
ଭୁବନେଶ୍ୱରରେ ପହଞ୍ଚିଲେ କଂଗ୍ରେସ ନେତା ଦିଗ୍ବିଜୟ, ଜୟରାମ
ଭୁବନେଶ୍ୱର,୧୭ା୯(ବ୍ୟୁରୋ)-କଂଗ୍ରେସ ଏମ୍ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍ବିଜୟ ସିଂ ଏବଂ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଶନିବାର ସାରେ ଭୁବନେଶ୍ୱରରେ ପହଞ୍ଚଛନ୍ତି। ରବିବାର ପୂର୍ବାହ୍ନରେ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି(ପିସିସି ) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୦,୯୪୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ବ୍ୟାପିପାରେ ଘାତକ ଲମ୍ପି ସ୍କିନ୍ ରୋଗ; ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲିଲା କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର,୧୭।୯(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରିଥିବା ଘାତକ ଲମ୍ପି ସ୍କିନ(ଚର୍ମ ବିଣ୍ଡି) ରୋଗ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାରଠାରୁ ପଡୋଶୀ ଦୁଇ ରାଜ୍ୟ ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶର ସୀମାକୁ ଲାଗିଥିବା ଗୋରୁ ହାଟ ବନ୍ଦ…

