ମେଟ୍ରୋ

ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୧।୭(ବ୍ୟୁରୋ): ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୪ ଯାଏ ଚାଲିବ। ତେବେ ୨୪ ଦିନିଆ ଏହି ଅଧିବେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିବା ସହ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇପାରେ। ସେହିଭଳି କୋଭିଡ୍‌…

୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ…

ବଡଦାଣ୍ଡରେ ଗଢିଲା ତିନି ରଥ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ…

ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ।…

ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା,ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ। ତେବେ ଆଜି ଅଶୋକ ରଥଯାତ୍ରା ଅବସରରେ…

ରାଜ୍ୟରେ ବଢ଼ିଚାଲିଛି କରୋନା: ଆଜି ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ରଥଯାତ୍ରା। ଦୀର୍ଘ ଦୁଇବର୍ଷ ପରେ ଆଜି ଭକ୍ତମାନଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର…

ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା।  ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର…

ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ

ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର ନୂଆଗାଁ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ଓ ନୂଆଗାଁ ଠାରୁ ପୁରୀ ପର୍ଯ୍ୟନ୍ତ ଏବଂ…

ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଦୁବାଇରୁ ନୂଆଦିଲ୍ଲୀ ଓ ସେଠାରୁ ଓଡ଼ିଶାକୁ ଫେରି ଆସିଛନ୍ତି। ଏହି ଗସ୍ତ…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ କଟକସ୍ଥିତ…

ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଭୋର୍‌ ୩ଟାରେ ମଙ୍ଗଳ ଆଳତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri