ପ୍ରସନ୍ନ ପ୍ରଧାନ ଭୁବନେଶ୍ୱର ବିମାନବନ୍ଦର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍ ମୁଖ୍ୟାଳୟରେ ଜେନେରାଲ ମ୍ୟାନେଜର(ଆଡ଼ମିନ) ଭାବେ କାର୍ଯ୍ୟରତ ଥିଲେ। ଇଞ୍ଜିନିୟରିଂ ଗ୍ରାଜୁଏଟ ପ୍ରଧାନଙ୍କ ଏୟାର ଟ୍ରାଫିକ…
୫ ଯାଏ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧ା୭(ବ୍ୟୁରୋ):ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଏବଂ ଉପକୂଳ…
ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ
ପୁରୀ ଅଫିସ,୧ା୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀ ସୁଦର୍ଶନ। ନିର୍ଦ୍ଧାରିତ ସମୟ…
ଆଜି ଦର୍ଶନ ଦେବେ ରଥାରୂଢ଼ ଦାରୁଦିଅଁ
ପୁରୀ ଅଫିସ,୧ା୭: ଆଷାଢ଼ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଶୁକ୍ରବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ।…
ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍ସି। ପ୍ଲାଷ୍ଟିକ୍ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ ହୋଇଛି । ଏହି ସଂଶୋଧିତ ଆଇନ ଅନୁଯାୟୀ ଆସନ୍ତାକାଲିଠାରୁ ଏହି ନିୟମ କାର୍ଯ୍ୟକାରୀ ହେବ।…
ରାଜଧାନୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଏବେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଯାହାକୁ ନେଇ ବିଏମ୍ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ସ୍ଥାନରେ ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ବିଏମ୍ସି ନିଷ୍ପତ୍ତି ନେଇଛି। ତେବେ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ଲକ୍ଷ ୭୯ ହଜାର ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ…
‘ଥଣ୍ଡା, କାଶ ହୋଇଥିଲେ ପୁରୀ ନ ଆସି ଘରେ ବସି ରଥଯାତ୍ରା ଦେଖନ୍ତୁ ’
ଭୁବନେଶର,୩୦।୬(ବ୍ୟୁରୋ): ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ରଥଯାତ୍ରା ବେଳେ ଯେପରି ଭାବରେ କେହି ବିନା ମାସ୍କରେ ବୁଲିବେ ନାହିଁ ସେଥିପାଇଁ ସାସ୍ଥ୍ୟ ବିଭାଗ ପକ୍ଷରୁ ୧୦ ଲକ୍ଷ ମାସ୍କ…
ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ କମିଶନରେଟ୍ ପୋଲିସ ସୁରକ୍ଷା ଯାଞ୍ଚ କରିଛି । ସିପି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି ଏବଂ ଡିସିପିଙ୍କ ଦ୍ୱାରା ବିଧାନସଭା ଯାଞ୍ଚ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ଅଧିବେଶନ…
ଅର୍ଦ୍ଧେନ୍ଦୁ ଦାସ ଗିରଫ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରୁଥିବା…
ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…
ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ ପର୍ଯ୍ୟନ୍ତ…
୧୭ ଜିଲାରେ କରୋନା: ଚିହ୍ନଟ ହେଲେ ୧୫୫ ସଂକ୍ରମିତ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୬୪ ଲୋକାଲ କେସ୍ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬…
Archives


