ବାତ୍ୟା ଭୟ ନାହିଁ
ଭୁବନେଶ୍ୱର,୮।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବ ନାହିଁ। ଓଡ଼ିଶା କିମ୍ବା ଆନ୍ଧ୍ର ଉପକୂଳକୁ ଆସିବ ନାହିଁ। ସମୁଦ୍ରରେ ହିଁ ମିଳେଇ ଯିବ। ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅପରାହ୍ନ ସାଢ଼େ...
୪୦ ଡିଗ୍ରୀ ଉପରେ ୧୦ ସହର
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍ସିିୟସ ଉପରେ ରହିଛି।...
ଅବପାତରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର...
ଝରକା ଭାଙ୍ଗି ଲୁଟ୍ କଲେ; ଯିବା ବେଳେ ମୁଣ୍ଡିଆ ମାରିଲେ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ମୁଣ୍ଡିଆ ମାରି ଚର୍ଚ୍ଚାରେ ଲୁଟେରା। ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଦୁଇ ଦିନ ତଳେ ଏକ ଡକାୟତି ହୋଇଥିଲା। ଝରକା ତାଡି ଘର ଭିତରକୁ ପଶିଥିଲେ ଲୁଟେରା।...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା
ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା...
ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ
ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ ସେମାନଙ୍କର ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ। ମଦ୍ୟପ ଡ୍ରାଇଭରଙ୍କୁ ସାବାଡ କରିବାକୁ...
ସମ୍ଭାବ୍ୟ ବାତ୍ୟାକୁ ନେଇ ଅଗ୍ନିଶମ ବାହିନୀ ପ୍ରସ୍ତୁତ
ଭୁବନେଶ୍ୱର,୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି କରାଯାଉଛି। ତେବେ ରାଜ୍ୟରେ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛି ବୋଲି ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି। ଏଥିପାଇଁ ୩୩୯ ଫାୟାର ଷ୍ଟେସନକୁ ଆଲର୍ଟ...
ମାଟ୍ରିକ ଖାତା ଦେଖାକୁ ନେଇ କ’ଣ କହିଲେ ବୋର୍ଡ ସଭାପତି
ଭୁବନେଶର,୭।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି ରାମାଶିଷ୍ ହାଜରା। ସେ କହିଛନ୍ତି, ଆସନ୍ତା ମେ’୨୦ କିମ୍ବା ୨୧ରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇପାରେ। ନୋଡ଼ାଲ୍ ସେଣ୍ଟରରୁ ଉତ୍ତର ପୁସ୍ତିକା ଆଣିବା ପରେ ଖାତା ଦେଖା...
ଅଧିକ ଘନୀଭୂତ ହେଉଛି ଲଘୁଚାପ
ଭୁବନେଶର,୭।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛିି। । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତ...
ରାଜ୍ୟରୁ ଚିହ୍ନଟ ହେଲେ ୧୪ କରୋନା ପଜିଟିଭ୍
ଭୁବନେଶର,୭।୫(ବ୍ୟୁରୋ): ରାଜ୍ୟରେହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ପିଲା ଜଣେ ରହିଛନ୍ତି। ସେହିପରି ୯ ଜଣ କ୍ୱାରାଣ୍ଟାଇନ୍...
ଆଜି ଅବପାତର ରୂପ ନେବ ଲଘୁଚାପ
ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ...
Archives


