ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି ସଦସ୍ୟାଙ୍କ କୃତଜ୍ଞତା

ଭୁବନେଶ୍ୱର, ୧୩ା୯(ବ୍ୟୁରୋ):ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲାର ମିଶନ ଶକ୍ତି ସଦସ୍ୟାମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ…

ସୂର୍ଯ୍ୟକିରଣ ଶୋ’ ପାଇଁ ସ୍ଥିତି ପରଖିଲେ କମିଶନର, ଡିସିପି

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୬ ତାରିଖରେ କୁଆଖାଇ ନଦୀକୂଳ ଜରିପାଟଣା ନିକଟସ୍ଥ ବାଲିଯାତ୍ରା ପଡ଼ିଆରେ ହେବାକୁ ଥିବା ସୂର୍ଯ୍ୟକିରଣ ଶୋ’ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ସୋମବାର ଗ୍ରାଉଣ୍ଡରେ ପୋଲିସ କମିଶନର ଏବଂ ଡିସିପି ସ୍ଥିତି ପରଖିଛନ୍ତି। ପ୍ରଦର୍ଶନୀ ସମୟରେ ସୁରକ୍ଷା ଏବଂ…

ଆଜିଠୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଚଳିତବର୍ଷ ଯେଉଁ ଛାତ୍ରୀଛାତ୍ର ଏସବୁ ପରୀକ୍ଷାରେ ପାସ୍‌ ମାର୍କ ରଖିଥିଲେ ମଧ୍ୟ କେବଳ ଗୋଟିଏ ବିଷୟରେ ଫେଲ ହୋଇଥିଲେ, ସେମାନେ ହିଁ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର,୧୩ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ଆସନ୍ତା ୧୪ରେ ମୁମ୍ବାଇର ଏକ ଘରୋଇ ହୋଟେଲ୍‌ରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏଥିରେ ଦେଶର ବିଶିଷ୍ଟ ଉଦ୍ୟୋଗପତିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

୧୫ ଦିନ ସମୟ ନେଲେ ସରକାର

ଭୁବନେଶ୍ବର,୧୩ା୯(ବ୍ୟୁରୋ):ବର୍ଷାରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ରାଜ୍ୟ ସରକାରଙ୍କ ଉପରେ ଏକ ପ୍ରକାର ଚାପ ପଡ଼ିଥିବା ଆଲୋଚନା ଜୋର୍‌ ଧରିଛି। ସେମାନଙ୍କ ଦାବି ପୂରଣ କରିବା ଦିଗରେ ଏବେ ଚିନ୍ତା କରିବା ଆରମ୍ଭ କରିଦେଇଛନ୍ତି। ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଦଶହରା ପୂର୍ବରୁ ଖୁସି…

ଗାଁକୁ ଯାଇ ରାଜସ୍ବ ମାମଲା ଫଇସଲା କରିବେ ତହସିଲଦାର

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୫ ତାରିଖରୁ ତହସିଲଦାରମାନେ କ୍ୟାମ୍ପ କୋର୍ଟ ଶୁଣାଣି ଆରମ୍ଭ କରିବେ। ସେହିପରି ପ୍ରତ୍ୟେକ ମାସରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧୀନରେ ଥିବା ପ୍ରତ୍ୟେକ ଗଁାକୁ ଯାଇ ବିଭିନ୍ନ ରାଜସ୍ବ ମାମଲା ଫଇସଲା କରିବେ। ଏଥିପାଇଁ ରାଜସ୍ବ ବିଭାଗ…

୧୮ରୁ ବଢିବ ବର୍ଷା!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ରାଜ୍ୟରୁ ସୁସ୍ଥ ହେଲେ ୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୧୯,୫୮୮ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠୁ ମୁମ୍ବାଇ ଗସ୍ତରେ ଯିବେ। ଆସନ୍ତା ୧୪ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର,…

ରାଜଧାନୀରେ ଶୋଭାପାଇବ ୧୭୮ ମେଢ଼

ଭୁବନେଶ୍ୱର,୧୨।୯(ବ୍ୟୁରୋ): ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ପୂଜା ପାଇବେ ମା’ଦୁର୍ଗା। କରୋନା କମୁଥିବାରୁ ଏଥର ରାଜଧାନୀରେ ଜାକଜମକରେ ଦୂର୍ଗା ପୂଜା ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ରାଜଧାନୀରେ ୧୭୮ଟି ମେଢ଼ ଶୋଭାପାଇବ। ପୂର୍ବ ଭଳି ଭସାଣି ପାଇଁ ଅସ୍ଥାୟୀ…

ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ…

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?